ପ୍ରମୁଖ ଖବର

ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ: ଦୁର୍ନୀତି ହଟାଅ, ସଚ୍ଚୋଟ ହୁଅ
ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ
Browsing Category

Uncategorized

ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର

ଭୁବନେଶ୍ୱର: ଭୁବନେଶ୍ୱର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର। ଆଇପିଏସ୍‌ ପ୍ରତୀକ ସିଂଙ୍କ ସ୍ଥାନ ନେଲେ ଡିସିପି ପିନାକ ମିଶ୍ର। ପୋଲିସ ସେବା ଭବନରେ ଭୁବେନଶ୍ୱର ୟୁପିଡିର ନୂଆ ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ପିନାକ ମିଶ୍ର। ପୋଲିସ କମିଶନର ପିନାକ ମିଶ୍ରଙ୍କୁ କମିଶନରେଟ୍‌
Read More...

ରାଜ୍ୟରେ ବଢିଛି କଲରାପତରିଆ ବାଘଙ୍କ ସଂଖ୍ୟା

ଆସିଲା ବାଘ ଗଣନା ରିପୋର୍ଟ ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ ବାଘ ଭୁବନେଶ୍ବର; ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରାଜ୍ୟରେ ବଢିଛି କଲରାପତରିଆ ବାଘଙ୍କ ସଂଖ୍ୟା। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ତେବେ
Read More...

ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି

ଭୁବନେଶ୍ବର; ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି। ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି । ପୂର୍ବରୁ ବିନୋଦ କେସିଙ୍ଗାର ଏସ୍‌ଡିପିଓ
Read More...

ଲୁହା କଡେଇରେ ମହାପ୍ରସାଦ ପ୍ରସ୍ତୁତ ଘଟଣାରେ ଜଣେ ପାଳିଆ ସେବକ ସହ ୩ ସୁପକାର ନିଲମ୍ବିତ

ପୁରୀ: ଶ୍ରୀମନ୍ଦିରରେ ଲୁହା କଡେଇରେ ରୋଷେଇ ଘଟଣାରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ଜଣେ ପାଳିଆ ସେବକଙ୍କୁ ନିଲମ୍ବନ କରଯାଇଛି। ଏଥିସହିତ ୩ ଜଣ ସୁପକାରଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ । ସେମାନଙ୍କୁ କାରଣ
Read More...

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏବେ ବନ୍ଦ ହେବ ନାହିଁ ଇ-କେଓ୍ବାସି

ଭୁବନେଶ୍ବର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଶେଷ ଲୋକର ଇ-କେଓ୍ବାସି ନ ହେବା ଯାଏଁ ଏହା ବନ୍ଦ ହେବ ନାହିଁ।ରାସନକାର୍ଡରେ ଭୂତ ହିତାଧିକାରୀଙ୍କୁ ଠାବ କରିବା ପାଇଁ ଇ-କେଓ୍ବାସି ଭରିବା ବାଧ୍ୟତାମୂଳକ କରାଯାଇଥିବା ବେଳେ
Read More...

ସ୍ୱାସ୍ଥ୍ୟମନ୍ତ୍ରୀ ଦାବି ପୂରଣ ପ୍ରତିଶୃତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ରାଜି ନର୍ସିଂ ସଂଘ

ଭୁବନେଶ୍ବର: ଦୀର୍ଘ ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ସମସ୍ତ ଦାବି ନେଇ ଅବଗତ ରହିଛନ୍ତି । ଏହାକୁ ପୂରଣ କରିବା ପାଇଁ ସଂଘ ପକ୍ଷରୁ ସରକାର ଏକ
Read More...

ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ବର: ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ ସେବାରେ କୌଣସି ପ୍ରକାର ବାଧା ନ ଦେଇ ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ କର୍ମଚାରୀ।
Read More...

ମିଠା ପ୍ୟାକେଟରେ ଲାଞ୍ଚ ଦେଇ ଗିରଫ ହେଲେ ସିମେଣ୍ଟ କମ୍ପାନୀର ସିଏମଓ

ବରଗଡ଼: ବରଗଡ଼ ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜେଲାନ୍ସ ହାତରେ ଧରା ପଡିଲେ ସିମେଣ୍ଟ ଉତ୍ପାଦକ କେନ୍ଦ୍ରର ଜଣେ ଅଧିକାରୀ। ବୁଧବାର ସନ୍ଧ୍ୟା ୫ଟା ସମୟରେ ଛତିଶଗଡ଼ ଅମ୍ବୁଜା ସିମେଣ୍ଟର ମୁଖ୍ୟ ଉତ୍ପାଦନ ଅଧିକାରୀ ରାମଭବ ଗଟ୍ଟୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳ
Read More...

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ

ଭୁବନେଶ୍ବର: ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ରାଜସ୍ବ ମନ୍ତ୍ରୀ କହିଛନ୍ତି, ଗତ ୫ ବର୍ଷରେ
Read More...

ହରିଦାସପୁର-ପାରାଦୀପ ଦ୍ୱିତୀୟ ରେଳ ଲାଇନ ନିର୍ମାଣ ପାଇଁ ରେଳ ମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ୱିତୀୟ ରେଳ ଲାଇନ ନିର୍ମାଣ ନିମନ୍ତେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଏନେଇ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ
Read More...