ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି
Browsing Category

Uncategorized

ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା

ଭୁବନେଶ୍ବର: ଖରିଫ ଚାଷ ପାଇଁ ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା। ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର…
Read More...

ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ

କୋରାପୁଟ: ଲାଇନଚ୍ୟୁତ ହେଲା ପାସେଞ୍ଜର ଟ୍ରେନ୍‌। ବିଶାଖାପଟନମରୁ ଭବାନୀପାଟଣା ଆସୁଥିବା ଗୋଟିଏ ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଗାଡ଼ି ନମ୍ବର ୦୮୫୦୪ ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେସନ ନିକଟରେ ଦୁର୍ଘଟଣା ହୋଇଛି ଟ୍ରେନ୍।  ତେବେ ଟ୍ରେନର କୌଣସି ବଗି ନୁହେଁ, ବରଂ…
Read More...

ଶ୍ରୀମନ୍ଦିର ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ

ପୁରୀ: ଆଜି ରାତିରେ ଶ୍ରୀମନ୍ଦିର ବେଢାରେ ଥିବା ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ ଘଟିଛି। ଆଜି ରାତି ପ୍ରାୟ ଦଶଟା ସମୟରେ ବେଢାକାଳୀ ମନ୍ଦିରରେ ହଠାତ ବିଦ୍ୟୁତ ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ବିଦ୍ୟୁତ ବିଭାଗର କର୍ମଚାରୀମାନେ ସଙ୍ଗେସଙ୍ଗେ ସେଠାରେ ପହଞ୍ଚି ନିଆଁକୁ ଆୟତରେ…
Read More...

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ଶନିବାର ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ…
Read More...

ମହିଳା କର୍ମଚାରୀମାନେ ସୋଆ ବିଶ୍ୱବିଦ୍ୟାଳୟର ଗୌରବ : ଶାଶ୍ୱତି ଦାସ

ଭୁବନେଶ୍ୱର , ୯ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନେ କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା…
Read More...

ବଢ଼ିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତା ବା ଡିଏ ବଢ଼ାଇଛନ୍ତି କେନ୍ଦ୍ର ସରକାର। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।   କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି…
Read More...

ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକରେ ୨୫% ବୃଦ୍ଧି କରିଛନ୍ତି। ଏହା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଓ ଅଭିଯୋଗ ଶୁଣାଣି ଆଦି ବ୍ୟବସ୍ଥା କରିଛନ୍ତି ସରକାର।    ଅଭିଜ୍ଞତା ଥିବା…
Read More...

ବଢ଼ିଲା ଆଶାକର୍ମୀଙ୍କ ଦରମା

ଭୁବନେଶ୍ବର: ଆଶା କର୍ମୀଙ୍କ ଦରମା ୭ ହଜାରକୁ ବଢାଇଛନ୍ତି ରାଜ୍ୟ ସରକାର । ଏହାସହ ସେବା ନିବୃତ ପ୍ରୋତ୍ସାହନ ରାଶି ମଧ୍ୟ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗରୁ ମାସିକ ୪ ହଜାର ୫ଶହ ଟଙ୍କା ପାରିଶ୍ରମିକ ପାଉଥିବା ଆଶାକର୍ମୀ ଏଣିକି ୭ ହଜାର ଟଙ୍କା ପାଇବେ। ପାରିଶ୍ରମିକ ରାଶି…
Read More...

ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଥିଲେ। ଉଲ୍ଲେଖଯୋଗ୍ୟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
Read More...

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ମିଳିବ ମାତୃତ୍ବ ଛୁଟି । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ…
Read More...