Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category
Uncategorized
ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ନିମନ୍ତେ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ
ଭୁବନେଶ୍ୱର: ସମାଜର ଅନ୍ତର୍ନିହିତ ଦୁର୍ବଳତାଗୁଡ଼ିକୁ ଗୁରୁତ୍ୱ ଦେଇ ଏହାର ନିରାକରଣ ନିମନ୍ତେ ସାହିତ୍ୟିକମାନେ ମନୋନିବେଶ କରିବା ଆବଶ୍ୟକ ବୋଲି କହିଛନ୍ତି ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍। ସାହିତ୍ୟ ସମାଜର ଦର୍ପଣ ସଦୃଶ ଯାହାକି ସମାଜର ଅନ୍ତର୍ନିହିତ ଅନ୍ୟାୟକୁ!-->…
Read More...
Read More...
କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ ଟି ଅଧ୍ୟକ୍ଷ
ଭୁବନେଶ୍ୱର, ଫେବୃଆରୀ ୫: ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଅନେକ ହ୍ରାସ ପାଇଥିଲା ବୋଲି କହିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ!-->…
Read More...
Read More...
ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ
ଭୁବନେଶ୍ୱର, ଫେବୃଆରୀ ୩: ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓ ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଶନିବାର ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା!-->…
Read More...
Read More...
ମୋଦୀ ଭେଟିଦେଲେ ୬୮ହଜାର କୋଟିର ପ୍ରକଳ୍ପ
ସମ୍ବଲପୁର: ଆଜି ଓଡିଶା ଗସ୍ତରେ ଆସି ସମ୍ବଲପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ। ଏହା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ଉପରେ ମଣିଷର ଜୀବନ ନିର୍ଭର କରେ। ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରିବା ଜରୁରୀ। ଡାକ୍ତର ଓ ନର୍ସ ଗୋଟିଏ ମୁଦ୍ରା ର ଦୁଇଟି ପାଶ୍ୱର୍ ସଦୃଶ ବୋଲି ଓଡିଶା ନର୍ସିଂ ନିର୍ଦ୍ଦେଶକ ଡାକ୍ତର ରାମଚନ୍ଦ୍ର ରାଉତ କହିଛନ୍ତି । ସଦା!-->…
Read More...
Read More...
ବିଶିଷ୍ଟ ଚଳଚିତ୍ର ଅଭିନେତା ସାଧୁ ମେହେରଙ୍କ ପରଲୋକ
ଭୁବନେଶ୍ବର: ପଦ୍ମଶ୍ରୀ ସମ୍ମାନିତ ଅଭିନେତା, ନିର୍ଦ୍ଦେଶକ, ଲେଖକ ଓ ପ୍ରଯୋଜକ ସାଧୁ ମେହେରଙ୍କ ପରଲୋକ ହୋଇଛି। ୮୪ ବର୍ଷ ବୟସରେ ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ ନେଇ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସାଧୁ ମେହେର ୨୮ରୁ ଅଧିକ ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ!-->…
Read More...
Read More...
ଆଇପିଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ରେଳବାଇ ଓ ଉପକୂଳ ସୁରକ୍ଷାର ଅତିରିକ୍ତ ଡିଜି ଦୟାଲ ଗଙ୍ଗୱାରଙ୍କୁ ପୁଲିସ ଆଧୁନିକୀକରଣ(ମଡର୍ଣ୍ଣାଇଜେସନ)ର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି।
ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି!-->!-->!-->…
Read More...
Read More...
ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ୍ ବି.ରାଧିକା
ଭୁବନେଶ୍ବର: ୧୯୮୯ ବ୍ୟାଚ୍ ଆଇପିଏସ୍ ବି.ରାଧିକା ନିଜ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ରାଜ୍ୟ ସରକାର ତାଙ୍କର ଆବେଦନକୁ ଗ୍ରହଣ କରି ଫେବୃୟାରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି!-->…
Read More...
Read More...
ଛତିଶଗଡ଼ରେ ବଡ଼ ଧରଣର ମାଓ ଆକ୍ରମଣ
ଛତିଶଗଡ଼: ଛତିଶଗଡ଼ରେ ସୁକମା-ବିଜାପୁର ଜିଲ୍ଲା ସୀମାରେ ଥିବା ଟେକଲଗୁଡେମ୍ ଗାଁ ନିକଟରେ ମାଓବାଦୀ ଓ ଯବାନମାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି । ଏହି ଘଟଣାରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୪ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ରାୟପୁରକୁ ଏୟାରଲିଫ୍ଟ!-->…
Read More...
Read More...
ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା
ଭୁବନେଶ୍ୱର: ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା । ପୂର୍ବତନ ସିପି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ଦାୟିତ୍ୱ ନେଇଛନ୍ତି ।୧୯୯୪ ବ୍ୟାଚର ଆଇପିଏସ ସଞ୍ଜୀବ ପଣ୍ଡା ଟ୍ୱିନ ସିଟିର ପୋଲିସ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି । ପୂର୍ବରୁ ଗୁଇନ୍ଦା ବିଭାଗର ନିର୍ଦେଶକ ଭାବେ!-->…
Read More...
Read More...