Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category
Uncategorized
ସିମି ଉପରେ ଲାଗିଥିବା ବ୍ୟାନ୍ ଆଉ ୫ବର୍ଷ ବଢ଼ିଲା
ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ସିମି ଉପରେ ଲାଗିଥିବା ବ୍ୟାନ୍ର ଅବଧିକୁ ବଢ଼ାଇଛନ୍ତି କେନ୍ଦ୍ର ସରକାର। ସିମି ଗୋଟିଏ ବେଆଇନ ସଂଗଠନ ହୋଇଥିବାରୁ ଏହା ଉପରେ ଲାଗିଥିବା ବ୍ୟାନ ଆଉ ୫ ବର୍ଷ ବଢ଼ିଛି। କଠୋର ୟୁଏପିଏ ବଳରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଆଜି ଏହି ବ୍ୟାନର ଅବଧି ବୃଦ୍ଧି କରିଛି।
!-->!-->!-->…
Read More...
Read More...
ଲୋକାର୍ପିତ ହେଲା ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲ
ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । କଳାହାଣ୍ଡି ୭୩ ଉଚ୍ଚ ବିଦ୍ୟାଳୟ, କନ୍ଧମାଳର ୪୬!-->…
Read More...
Read More...
ଆସନ୍ତା ୩ ଦିନ ପ୍ରବଳ ଶୀତ ସହ ଘନ କୁହୁଡି
ଭୁବନେଶ୍ବର: ରାଜ୍ୟରେ କିଛି ଦିନ ଧରି ବର୍ଷା ଲାଗି ରହିବା ସହ ଶୀତ ମଧ୍ୟ ଅନୁଭୁତ ହେଉଥିଲା। ତେବେ ଗତ କାଲିଠାରୁ ପାଗରେ ପରିବର୍ତ୍ତନ ଦେଖାଦେଇଛି। ଆଜିଠାରୁ ପ୍ରବଳ ଶୀତ ହେବ ବୋଲି କହିଛି ପାଣିପାଗ ବିଭାଗ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡି ମଧ୍ୟ ଲାଗି ରହିବ। ରାଜ୍ୟକୁ!-->…
Read More...
Read More...
୧୧୩୨ ଜଣ ପାଇବେ ଜାତୀୟ ସାହସିକତା ଓ ସେବା ପୁରସ୍କାର
ନୂଆଦିଲ୍ଲୀ: ୭୫ତମ ଗଣତନ୍ତ୍ର ଦିବସ ଅବସରରେ ୨୭୭ଟି ସାହସିକତା ପୁରସ୍କାର ଅନୁମୋଦନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧୩୨ ବିଶିଷ୍ଟ ବ୍ୟକ୍ତିଙ୍କ ପାଇଁ ପୁରସ୍କାର ଘୋଷଣା ହୋଇଛି । ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ବର୍ଗ ପାଇଁ ଏହି ସମ୍ମାନ ପାଇବେ। ଉଲ୍ଲେଖନୀୟ!-->…
Read More...
Read More...
ତେଲନଦୀ ପୋଲରୁ ଖସିଲେ ୩ ଜଣ ବାଇକ୍ ଆରୋହୀ
ସୋନପୁର: ୩ ଜଣ ବାଇକ୍ ଆରୋହୀ ତେଲନଦୀ ପୋଲ ଉପରୁ ଖସିପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ସୋନପୁର ଉପକଣ୍ଠରେ ଥିବା ତେଲନଦୀ ପୋଲ ଉପରେ ଆଜି ସନ୍ଧ୍ୟା ପ୍ରାୟ ୮ଟାରେ ଏହି ଅଘଟଣ ଘଟିଛି। ଅଘଟଣର ଅଳ୍ପ ସମୟ ପରେ ଅଗ୍ନିଶମ ବାହିନୀ ସମସ୍ତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ!-->…
Read More...
Read More...
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ବର: ଆସନ୍ତା ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏନେଇ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ; ଆସନ୍ତା ମାସ ୩ ତାରିଖ ଦିନ ପ୍ରଧାନମନ୍ତ୍ରୀ ଓଡିଶା ଆସି!-->!-->!-->…
Read More...
Read More...
ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି। ଟ୍ୱିନସିଟିର ପୋଲିସ କମିସନର ଭାବେ ସଂଜୀବ ପଣ୍ଡାଙ୍କୁ ମିଳିଛି ଦାୟିତ୍ୱ। ସେହିଭଳି ପିନାକ ମିଶ୍ରଙ୍କୁ ପୁରୀ ଏସପି ଭାବେ ଦାୟିତ୍ୱ ମିଳିଛି। କଟକ ଡିସିପି ଭାବେ କନୱର ବିଶାଲ ସିଂଙ୍କୁ ଦାୟିତ୍ୱ ମିଳିଛି।!-->…
Read More...
Read More...
ଶିମିଳିପାଳରେ ହେବ କଳାବାଘ ସଫାରୀ
ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟ ପାଇଁ ଆସିଛି ଖୁସି ଖବର। ଶିମିଳିପାଳରେ ହେବ କଳା ବାଘ (ମେଲାନିଷ୍ଟିକ ବାଘ) ସଫାରୀ। କଳା ବାଘ ସଫାରୀ ହେବା ନେଇ ସୋଶାଲ୍ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୂରଦୂରାନ୍ତରୁ ଅସୁଥିଲା ପର୍ଯ୍ୟଟକମାନେ ସଫାରୀରେ କଳା!-->…
Read More...
Read More...
ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍
ସତ୍ୟବାଦୀ: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍। ଭର୍ଚ୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂଆ କ୍ୟାମ୍ପସ୍କୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,!-->…
Read More...
Read More...
କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ
ନୂଆଦିଲ୍ଲୀ : କର୍ପୂରୀ ଠାକୁରଙ୍କୁ ମରଣୋତ୍ତର ଭାବେ ତାଙ୍କୁ ମିଳିବ ଭାରତରତ୍ନ ସମ୍ମାନ । ଦୁଇ ଥର ମୁଖ୍ୟମନ୍ତ୍ରୀ ତଥା ବିହାରର ଦ୍ବିତୀୟ ଉପମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବାକୁ ଭାରତ ସରକାର ଘୋଷଣା କରିଛନ୍ତି। ମୃତ୍ୟୁର!-->…
Read More...
Read More...