ପ୍ରମୁଖ ଖବର

ଭୁବନେଶ୍ୱରର ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ଅଣ୍ଡରୱେଟ୍ ଶିଶୁଙ୍କ ପୁଷ୍ଟିକର ଖାଦ୍ୟ ପାଇଁ ବଢ଼ିଲା ଖର୍ଚ୍ଚ, ପ୍ରତିଦିନ ମିଳିବ ୧୮ ଟଙ୍କାର ପୋଷଣ
ପିପିଲିରେ ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଜବତ
ଏସଟି, ଏସସି ଓ ଏସିବିସି ପାଇଁ ସଂରକ୍ଷଣ ବୃଦ୍ଧି, ୨୦୨୬-୨୭ରୁ ଲାଗୁ ହେବ ନୂଆ ନୀତି
ପୁଣି ବଢ଼ିଲା ବସ୍ ଭଡ଼ା, ଯାତ୍ରୀଙ୍କ ପକେଟକୁ ଝଟକା
ମଦର ଡେରୀର ନୂଆ ପଦକ୍ଷେପ: ମାଟିରେ ମିଶିଯିବ କ୍ଷୀର ପାଉଚ୍
ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ, ଶୀଘ୍ର ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ
Browsing Category

Uncategorized

ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା

ଭୁବନେଶ୍ୱର: ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା । ପୂର୍ବତନ ସିପି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ଦାୟିତ୍ୱ ନେଇଛନ୍ତି ।୧୯୯୪ ବ୍ୟାଚର ଆଇପିଏସ ସଞ୍ଜୀବ ପଣ୍ଡା ଟ୍ୱିନ ସିଟିର ପୋଲିସ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି । ପୂର୍ବରୁ ଗୁଇନ୍ଦା ବିଭାଗର ନିର୍ଦେଶକ ଭାବେ
Read More...

ସିମି ଉପରେ ଲାଗିଥିବା ବ୍ୟାନ୍‌ ଆଉ ୫ବର୍ଷ ବଢ଼ିଲା

ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ସିମି ଉପରେ ଲାଗିଥିବା ବ୍ୟାନ୍‌ର ଅବଧିକୁ ବଢ଼ାଇଛନ୍ତି କେନ୍ଦ୍ର ସରକାର। ସିମି ଗୋଟିଏ ବେଆଇନ ସଂଗଠନ ହୋଇଥିବାରୁ ଏହା ଉପରେ ଲାଗିଥିବା ବ୍ୟାନ ଆଉ ୫ ବର୍ଷ ବଢ଼ିଛି। କଠୋର ୟୁଏପିଏ ବଳରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଆଜି ଏହି ବ୍ୟାନର ଅବଧି ବୃଦ୍ଧି କରିଛି।
Read More...

ଲୋକାର୍ପିତ ହେଲା ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲ

ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । କଳାହାଣ୍ଡି ୭୩ ଉଚ୍ଚ ବିଦ୍ୟାଳୟ, କନ୍ଧମାଳର ୪୬
Read More...

ଆସନ୍ତା ୩ ଦିନ ପ୍ରବଳ ଶୀତ ସହ ଘନ କୁହୁଡି

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ଧରି ବର୍ଷା ଲାଗି ରହିବା ସହ ଶୀତ ମଧ୍ୟ ଅନୁଭୁତ ହେଉଥିଲା। ତେବେ ଗତ କାଲିଠାରୁ ପାଗରେ ପରିବର୍ତ୍ତନ ଦେଖାଦେଇଛି। ଆଜିଠାରୁ ପ୍ରବଳ ଶୀତ ହେବ ବୋଲି କହିଛି ପାଣିପାଗ ବିଭାଗ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡି ମଧ୍ୟ ଲାଗି ରହିବ। ରାଜ୍ୟକୁ
Read More...

୧୧୩୨ ଜଣ ପାଇବେ ଜାତୀୟ ସାହସିକତା ଓ ସେବା ପୁରସ୍କାର

ନୂଆଦିଲ୍ଲୀ: ୭୫ତମ ଗଣତନ୍ତ୍ର ଦିବସ ଅବସରରେ ୨୭୭ଟି ସାହସିକତା ପୁରସ୍କାର ଅନୁମୋଦନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧୩୨ ବିଶିଷ୍ଟ ବ୍ୟକ୍ତିଙ୍କ ପାଇଁ ପୁରସ୍କାର ଘୋଷଣା ହୋଇଛି । ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ବର୍ଗ ପାଇଁ ଏହି ସମ୍ମାନ ପାଇବେ। ଉଲ୍ଲେଖନୀୟ
Read More...

ତେଲନଦୀ ପୋଲରୁ ଖସିଲେ ୩ ଜଣ ବାଇକ୍‌ ଆରୋହୀ

ସୋନପୁର: ୩ ଜଣ ବାଇକ୍‌ ଆରୋହୀ ତେଲନଦୀ ପୋଲ ଉପରୁ ଖସିପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ସୋନପୁର ଉପକଣ୍ଠରେ ଥିବା ତେଲନଦୀ ପୋଲ ଉପରେ ଆଜି ସନ୍ଧ୍ୟା ପ୍ରାୟ ୮ଟାରେ ଏହି ଅଘଟଣ ଘଟିଛି। ଅଘଟଣର ଅଳ୍ପ ସମୟ ପରେ ଅଗ୍ନିଶମ ବାହିନୀ ସମସ୍ତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ
Read More...

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବର: ଆସନ୍ତା ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ; ଆସନ୍ତା ମାସ ୩ ତାରିଖ ଦିନ ପ୍ରଧାନମନ୍ତ୍ରୀ ଓଡିଶା ଆସି
Read More...

ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି। ଟ୍ୱିନସିଟିର ପୋଲିସ କମିସନର ଭାବେ ସଂଜୀବ ପଣ୍ଡାଙ୍କୁ ମିଳିଛି ଦାୟିତ୍ୱ। ସେହିଭଳି ପିନାକ ମିଶ୍ରଙ୍କୁ ପୁରୀ ଏସପି ଭାବେ ଦାୟିତ୍ୱ ମିଳିଛି। କଟକ ଡିସିପି ଭାବେ କନୱର ବିଶାଲ ସିଂଙ୍କୁ ଦାୟିତ୍ୱ ମିଳିଛି।
Read More...

ଶିମିଳିପାଳରେ ହେବ କଳାବାଘ ସଫାରୀ

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟ ପାଇଁ ଆସିଛି ଖୁସି ଖବର। ଶିମିଳିପାଳରେ ହେବ କଳା ବାଘ (ମେଲାନିଷ୍ଟିକ ବାଘ) ସଫାରୀ। କଳା ବାଘ ସଫାରୀ ହେବା ନେଇ ସୋଶାଲ୍‌ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୂରଦୂରାନ୍ତରୁ ଅସୁଥିଲା ପର୍ଯ୍ୟଟକମାନେ ସଫାରୀରେ କଳା
Read More...

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌

ସତ୍ୟବାଦୀ: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌। ଭର୍ଚ୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂଆ କ୍ୟାମ୍ପସ୍‌କୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,
Read More...