Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
Browsing Category
Uncategorized
ସୋମବାର ୨୦୦୦ ଟଙ୍କିଆ ନୋଟ ବଦଳ ବନ୍ଦ ରହିବ
ମୁମ୍ବାଇ : ଆସନ୍ତା ସୋମବାର ଦିନ ବନ୍ଦ ରହିବ ୨୦୦୦ ଟଙ୍କିଆ ନୋଟ୍ ବଦଳ। ଜାନୁଆରି ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମଲଲ୍ଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହ ପାଇଁ କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସେଦିନ ରିଜର୍ଭ ବ୍ୟାଙ୍କ ବି ଅଧାଦିନ ବନ୍ଦ ରହିବ
!-->!-->!-->…
Read More...
Read More...
ଆସନ୍ତାକାଲି ଚିଲିକାରେ ଡଲଫିନ୍ ଗଣନା
ବ୍ରହ୍ମଗିରି: ଏସିଆ ମହାଦେଶର ସବୁଠୁ ବଡ଼ ଖାର ପାଣି ହ୍ରଦ ‘ଚିଲିକା’ରେ ଆସନ୍ତାକାଲି ଶନିବାର ଇରାୱାଡି ଡଲଫିନ୍ଙ୍କ ଗଣନା କରାଯିବ। ପୁରୀ ଜିଲ୍ଲା ସାତପଡ଼ାରେ ଇରାୱାଡି ଡ଼ଲଫିନ୍ଙ୍କ ଗଣନା ପାଇଁ ମୋଟ ୧୮ଟି ଟିମ୍ ନିୟୋଜିତ ହେବେ। ଏହି ଟିମ୍ରେ ଥିବା ସଦସ୍ୟମାନେ ଚିଲିକାର ୪ଟି ଅଞ୍ଚଳକୁ!-->…
Read More...
Read More...
କୁହୁଡି ଲାଗି ଆଗାମି ୩ ଦିନ ପାଇଁ ସତର୍କତା ଜାରି
ଭୁବନେଶ୍ବର: କୁହୁଡି ଲାଗି ଆଗାମି ୩ ଦିନ ପାଇଁ ସତର୍କତା ଜାରି କରାଯାଇଛି। ସତର୍କ କରାଇଲେ ରାଜ୍ୟ ସରକାର। ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଥିପାଇଁ ଜିଲ୍ଲାପାଳ ମାନଙ୍କୁ ସତର୍କତା ଜାରି କରିଛନ୍ତି!-->…
Read More...
Read More...
ଦିଲ୍ଲୀ ଆକାଶରେ ବିମାନ ଉଡାଣକୁ ନେଇ କଟକଣା
ନୂଆଦିଲ୍ଲୀ; ଆଜିଠାରୁ ଅର୍ଥାତ ଜାନୁଆରୀ ୧୯ ତାରିଖରୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ ଆକାଶରେ ବିମାନ ଉଡାଣକୁ ନେଇ କଟକଣା ଲଗାଯାଇଛି । ଏହି ୮ ଦିନ ଧରି ସକାଳ ୧୦.୨୦ ମିନିଟରୁ ମଧ୍ୟାହ୍ନ ୧୨.୪୫ ମିନିଟ ପର୍ଯ୍ୟନ୍ତ ଦିଲ୍ଲୀ ବିମାନବନ୍ଦରରେ କୌଣସି ବିମାନ ଅବତରଣ କରିପାରିବ ନାହିଁ କି!-->…
Read More...
Read More...
ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ
ଭୁବନେଶ୍ବର: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି। ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଯେହେତୁ!-->…
Read More...
Read More...
ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ!-->…
Read More...
Read More...
୧୬ ବର୍ଷରୁ କମ୍ ଛାତ୍ରଛାତ୍ରୀଙ୍କୁ କୋଚିଂ ସେଣ୍ଟର ମନା
ନୂଆଦିଲ୍ଲୀ: ୧୬ ବର୍ଷରୁ କମ୍ ଙ୍କୁ କୋଚିଂ ସେଣ୍ଟର ମନା। କୋଚିଂ ସେଣ୍ଟର ପାଇଁ ଗାଇଡଲାଇନ୍ ଆଣିଲେ କେନ୍ଦ୍ରସରକାର। ଛାତ୍ରଛାତ୍ରୀଙ୍କ ସୁରକ୍ଷା, ସର୍ବନିମ୍ନ ମାନ ପାଇଁ ଗାଇଡଲାଇନ୍ ଅଣାଗଲା ।
ଉଲ୍ଲେଖଯୋଗ୍ୟ , କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ଅନୁସାରେ, ୧୬ ବର୍ଷରୁ କମ!-->!-->!-->…
Read More...
Read More...
ଆସନ୍ତା ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଇଁ କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ଜାନୁଆରୀ ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ଘୋଷଣା କରିଛନ୍ତି ସରକାର । ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା!-->…
Read More...
Read More...
ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ
କେନ୍ଦ୍ରାପଡା: ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ରହିବ। ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍ଘାଟନ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ!-->…
Read More...
Read More...
ଆଉ ଏକ ଚିତା ବାଘର ମୃତ୍ୟୁ
ମଧ୍ୟପ୍ରଦେଶ: କୁନୋ ନ୍ୟାସନାଲ ପାର୍କରେ ଆଉ ଏକ ଚିତା ବାଘର ମୃତ୍ୟୁ। ନାମିବ୍ୟାରୁ ଆସିଥିବା ଚିତାବାଘଙ୍କ ମଧ୍ୟରୁ ଆଜି ଶୌର୍ଯ୍ୟ ନାମକ ଚିତା ବାଘର ମୃତ୍ୟୁ ହୋଇଛି। ଆଜି ସକାଳ ୧୧ଟା ସମୟରେ ଚିତାବାଘ ଶୌର୍ଯ୍ୟର ମୃତ୍ୟୁ ଘଟିଥିଲା । ଏହା ପୂର୍ବରୁ ୩ ଚିତାବାଘ ଶାବକ ସହ ୬ ବୟସ୍କ ବାଘଙ୍କ!-->…
Read More...
Read More...