Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
Browsing Category
Uncategorized
ତପ୍ତପାଣି ଘାଟିରେ ଓଲଟିଛି ବସ୍ ୪୦ ଯାତ୍ରୀ ଆହତ, ୬ ଗୁରୁତର
ଗଞ୍ଜାମ: ଗଞ୍ଜାମ ଓ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପିକନିକ ବସ୍ ଓଲଟି ୪୦ ଯାତ୍ରୀ ଆହତ ଓ ୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଆହତଙ୍କ ଭିତରେ ବହୁ ମହିଳା ଓ ଛୋଟ ଛୁଆ ରହିଛନ୍ତି। ଏବେ ଆହୁରି ଅନେକ ଯାତ୍ରୀ ବସ୍ ଭିତରେ ଫସି ରହିଥିବା ଅନୁମାନ କରାଯାଉଛି।
ସୂଚନା ଅନୁସାରେ,!-->!-->!-->…
Read More...
Read More...
ଅରୁଣ ଷଢ଼ଙ୍ଗୀଙ୍କୁ ଡିଜିପି ଦାୟିତ୍ବ
ଭୁବନେଶ୍ବର: ୧୯୯୦ ବ୍ୟାଚ୍ ର ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ଆଜି ତାଙ୍କୁ ରାଜ୍ୟ ସରକାର ପୁଲିସ୍ ମହାନିର୍ଦ୍ଦେଶ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଏହି ପଦର ଅତିରିକ୍ତ ଦାୟିତ୍ୱରେ ରହିବେ। ନୂଆ ଡିଜିପି!-->…
Read More...
Read More...
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୩ ଟି ପ୍ରସ୍ତାବ ଉପରେ ମୋହର
ଭୁବନେଶ୍ବର: ଗତକାଲି ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୩ ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସଭା ଭବନରେ ହୋଇଥିବା କ୍ୟାବିନେଟ୍ ମିଟିଙ୍ଗ୍ ରେ ରାଜ୍ୟ ସରକାର ପଦବି ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ବୃଦ୍ଧି!-->…
Read More...
Read More...
ସୋଆରେ ନଭେଲ ମ୍ୟାଟେରିଆଲ୍ସ ଫର୍ ଇଞ୍ଜିନିୟରିଂ ଆପ୍ଲିକେସନ୍ ସମ୍ପର୍କିତ ଫ୍ୟାକଲ୍ଟି ଡେଭଲପ୍ମେଂଟ ପ୍ରୋଗ୍ରାମ୍…
ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଠାରେ ଡିସେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ୬ ଦିନି ଧରି ‘ନଭେଲ ମ୍ୟାଟେରିଆଲ୍ସ ଆଣ୍ଡ ଇଟ୍ସ ଇଞ୍ଜିନିୟରିଂ ଆପ୍ଲିକେସନ୍ସ’ ଶୀର୍ଷକ ଏକ!-->…
Read More...
Read More...
ସୋଆରେ ଅମୃତ କାଳ ବିମର୍ଶ ବିକଶିତ ଭାରତ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ (ଆଇଏଏସ୍) ରେ ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଅମୃତ କାଳ ବିମର୍ଶ ବିକଶିତ ଭାରତ ଅ ୨୦୪୭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବେଙ୍ଗାଲୁରୁ ସ୍ଥିତ ସିଏସ୍ଆଇଆର!-->…
Read More...
Read More...
ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ରେ ମୁଖ୍ୟ ସଚିବଙ୍କ କାର୍ଯ୍ୟକାଳ ସରୁଥିଲା । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ!-->…
Read More...
Read More...
ସୋଆର ୩ ଆଇନ୍ ଛାତ୍ରଛାତ୍ରୀ ଓ ଦୁଇ ଫ୍ୟାକଲ୍ଟିଙ୍କର ଓଜେଏସ୍ ପରୀକ୍ଷାରେ ସଫଳତା
ଭୁବନେଶ୍ୱର, ଡିସେମ୍ବର ୨୮: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ!-->…
Read More...
Read More...
କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍ଘାଟିତ
ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍ଘାଟନ କରିଥିବା!-->…
Read More...
Read More...
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍. ରାଜେନ୍ଦ୍ରନ୍ଙ୍କ ପରଲୋକ
ଭୁବନେଶ୍ୱର, ଡିସେମ୍ବର ୨୩: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍. ରାଜେନ୍ଦ୍ରନଙ୍କର ଶନିବାର ଚେନ୍ନାଇ ଠାରେ ପରଲୋକ ହୋଇଯାଇଛି । ଶନିବାର ଦିନ ୧୨.୩୦ ସମୟରେ ତାଙ୍କର ପରଲୋକ ହୋଇଛି। ୧୯୯୯ ମସିହାର ଅଭୁତପୂର୍ବ ମହାବାତ୍ୟାର ପରେ ପରେ ଶ୍ରୀଯୁକ୍ତ ରାଜେନ୍ଦ୍ରନ୍ ଓଡିଶାର ରାଜ୍ୟପାଳ!-->…
Read More...
Read More...
ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ
ଭୁବନେଶ୍ୱର, ଡିସେମ୍ବର ୧୮: ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ ପରିଚାଳିତ ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି । ରାଜାଙ୍କ ସହିତ!-->…
Read More...
Read More...