Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category
Uncategorized
ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ନନେବାକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ
ପୁରୀ: ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ । ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନ ନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ । କଟନ୍ ବ୍ୟାଗ୍ , କାଠ ବା ବାଉଁଶରେ ନିର୍ମିତ ଚାଙ୍ଗୁଡିରେ ଫୁଲ ଓ ଭୋଗ!-->…
Read More...
Read More...
ଆଉ ୫ବର୍ଷ ବଢ଼ିଲା ଖାଦ୍ୟ ସୁରକ୍ଷା ଯୋଜନାର ଅବଧି
ଭୁବନେଶ୍ବର: ରାଜ୍ୟ ସରକାର ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଜି ଆଉ ୫ବର୍ଷ ବୃଦ୍ଧି କରିଛନ୍ତି। ଏ ବାବଦରେ ରାଜ୍ୟ ସରକାର ୧୨୫୦କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର!-->!-->!-->…
Read More...
Read More...
ଆଇପିଏସ୍ ବି. ରାଧିକାଙ୍କୁ ମିଳିଲା ନୂଆ ଦାୟିତ୍ୱ
ଭୁବନେଶ୍ବର: ରାଜ୍ୟ ଆଇପିଏସ ସ୍ତରରେ ଛୋଟ ଧରଣର ଅଦଳବଦଳ । ଆଇପିଏସ ବି. ରାଧିକାଙ୍କୁ ମିଳିଛି ନୂଆ ଦାୟିତ୍ୱ । କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ମିଳିଲା ନୂଆ ଦାୟିତ୍ୱ। ବି. ରାଧିକା ହେଲେ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ । ଏସଏଫଏସଆଇର ନିର୍ଦ୍ଦେଶ ଭାବେ ମଧ୍ୟ ମିଳିଲା ଅତିରିକ୍ତ!-->…
Read More...
Read More...
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ବର: ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି!-->…
Read More...
Read More...
ଜାନୁଆରୀ ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର: ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେଉଛି। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚ୍ଏସ୍ଇ ପକ୍ଷରୁ ଆସନ୍ତା ୨୬ ତାରିଖଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଓ ଉତ୍ତର ଖାତା ପଠାଯିବ । ଡିସେମ୍ବର ୩୧!-->…
Read More...
Read More...
ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା
କଟକ: ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଫେବ୍ରୁଆରି ୨୦ରେ ଓଡ଼ିଆ ପରୀକ୍ଷା!-->!-->!-->…
Read More...
Read More...
୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ମଙ୍ଗଳବାର ମୋଟର ଯାନ ବକେୟା ଟିକସ ଓ ଜରିମାନାର ଏକକାଳୀନ ପରିଶୋଧ ସମେତ ମୋଟ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର!-->…
Read More...
Read More...
ଆନ୍ଧ୍ର ଉପକୂଳ ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’
ଭୁବନେଶ୍ବର: ଆନ୍ଧ୍ର ଉପକୂଳ ବାପଟଲାରେ ସ୍ଥଳଭାଗ ଛୁଇଁଲା ମିଗଜୋମ । ସ୍ଥଳଭାଗ ଛୁଇଁବା ସମୟରେ ଘଂଟା ପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିଛି । ପବନର ବେଗ ସର୍ବାଧିକ ୧୧୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ!-->…
Read More...
Read More...
ବଙ୍ଗୋପସାଗର ରେ ବାତ୍ୟା ‘ ମିଚାଉଙ୍ଗ ‘
ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ରହିଛି ବାତ୍ୟା ' ମିଚାଉଙ୍ଗ ' ଏହା ଉତ୍ତର- ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୨୪ ଘଣ୍ଟା ରେ ଭୀଷଣ ବାତ୍ୟା ରେ ପରିଣତ ହେବ। ୪ ତାରିଖ ଅପରାହ୍ନ ରେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ପହଞ୍ଚିବ ଓ ଉତ୍ତର ଦିଗ ରେ ଅଗ୍ରସର ହୋଇ!-->…
Read More...
Read More...
ସମ୍ଭାବ୍ୟ ବାତ୍ୟା ପାଇଁ ୫୪ଟି ଟ୍ରେନ୍ ବାତିଲ
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ୫୪ଟି ଟ୍ରେନ୍କୁ ବାତିଲ କରିଛି ପୂର୍ବତଟ ରେଳବାଇ । ପୂର୍ବତଟରୁ ବାହାରୁଥିବା ୧୨ଟି ଏବଂ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍କୁ ବାତିଲ କରାଯାଇଛି।
ବାତିଲ ଟ୍ରେନ୍ଗୁଡ଼ିକ ମଧ୍ୟରେ ରହିଛି ପୁରୀ-ଚେନ୍ନାଇ, ଭୁବନେଶ୍ୱର-ତିରୁପତି,!-->!-->!-->…
Read More...
Read More...