ପ୍ରମୁଖ ଖବର

ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ
Browsing Category

Uncategorized

ଓଡିଶା ଗସ୍ତରେ ମହାମହିମ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ଠାରୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ
Read More...

କୋଚିନ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ବିଶ୍ବବିଦ୍ୟାଳୟରେ ଦଳାଚକଟା

କୋଚି: କେରଳର କୋଚିରେ କୋଚିନ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିରେ ଆୟୋଜିତ ମ୍ୟୁଜିକ୍ କନସର୍ଟରେ ଦଳାଚକଟା । ଦଳାଚକଟାରେ ୪ ଛାତ୍ରଙ୍କ ମୃତ୍ୟୁ । ଏକାଧିକ ଛାତ୍ରଛାତ୍ରୀ ଆହତ । ଘଟଣା ସମ୍ପର୍କରେ ସୂଚନା ଦେଇ କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ କହିଛନ୍ତି, ନିଖିତା
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ନାକ୍ ପକ୍ଷରୁ ମିଳିଲା ଏ++ ମାନ୍ୟତା

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ନାକ୍‌ (ନ୍ୟାସ୍‌ନାଲ ଆସେସ୍‌ମେଣ୍ଟ ଆଣ୍ଡ ଏକ୍ରିଡିଏସନ୍‌ କାଉନ୍‌ସିଲ) ଏ++ ମାନ୍ୟତା ମିଳିଛି। ରାଜ୍ୟର ପ୍ରଥମ ସରକାରୀ ବିଶ୍ବବିଦ୍ୟାଳୟ ଭାବେ କଟକର ରେଭେନ୍‌ସା ବିଶ୍ବବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ନାକ୍‌ ଦ୍ବାରା ଏହି
Read More...

ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।   ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା
Read More...

ପାରାଦ୍ବୀପ ପୋର୍ଟ ୱେଷ୍ଟର୍ଣ୍ଣ ଡକ୍ ନିମନ୍ତେ ନବୀନ ଜିନ୍ଦଲଙ୍କ ଭୂମିପୂଜନ

ପାରାଦ୍ବୀପ: ପାରାଦ୍ବୀପ ବନ୍ଦରର ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲ ଦ୍ବାରା ଆଜି ଭୂମିପୂଜନ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ପାରାଦୀପ ବନ୍ଦରର ଅଧ୍ୟକ୍ଷ ଶ୍ରୀ ପିଏଲ ହାରନାଧ
Read More...

ଜମ୍ମୁକାଶ୍ମୀରରେ ଆତଙ୍କବାଦୀ-ସେନା ମୁହାଁମୁହିଁ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଜୌରୀ ଅନନ୍ତନାଗ ସେକ୍ଟରରେ ଆତଙ୍କବାଦୀ-ସୁରକ୍ଷା ବଳ ମଧ୍ୟରେ ଚାଲିଛି ଗୁଳି ବିନିମୟ। ଏଥିରେ ଭାରତୀୟ ସେନାର ଜଣେ ମେଜର୍‌ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କୀଙ୍କୁ
Read More...

ବଡଓଷା ଲାଗି ଚଳଚଞ୍ଚଳ ବାବା ଧବଳେଶ୍ଵରଙ୍କ ପୀଠ

କଟକ: ଆସନ୍ତା କାଲିଠାରୁ ଆରମ୍ଭ ହେଉଛି ପଞ୍ଚକ। ଧବଳେଶ୍ଵରଙ୍କ ପୀଠରେ ସମାଗମ ହେବେ ହଜାର ହଜାର ଶ୍ରଦ୍ଧାଳୁ। ଏଥର ଝୁଲାପୋଲ ନୂହେଁ ନୂତନ ଭାବେ ନିର୍ମିତ କଂକ୍ରିଟ୍ ସେତୁ ଦେଇ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ସେଥିପାଇଁ ଦେବତ୍ତୋର ବିଭାଗ ପକ୍ଷରୁ କଂକ୍ରିଟ୍ ସେତୁ ଠାରୁ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଇଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଯାଇଛନ୍ତି। ସେ ଆଜି ସନ୍ଧ୍ୟାରେ ମୁମ୍ବାଇସ୍ଥିତ ଜାହାଙ୍ଗୀର ଆର୍ଟ ଗ୍ୟାଲେରୀରେ ଆୟୋଜିତ ଫଟୋ ପ୍ରଦର୍ଶନୀ
Read More...

ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବ ।ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ
Read More...

ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ବର : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ଏମଓୟୁ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ
Read More...