Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ
Browsing Category
Uncategorized
ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି
ଭୁବନେଶ୍ବର: ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି । ଅବସର ପାଇଁ ବଂଶଲଙ୍କୁ ରାଜ୍ୟ ସରକାର ଦେଲେ ଅନୁମତି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେଲା ୩୪୯ଟି ନୂଆ ଆମ୍ବୁଲାନ୍ସ
ଭୁବନେଶ୍ଵର: ସ୍ୱାସ୍ଥ୍ୟ ସେବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ ଆମ୍ବୁଲାନ୍ସ ରାଜ୍ୟର ମେଡିକାଲ!-->…
Read More...
Read More...
ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର
ଭୁବନେଶ୍ୱର: ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ । ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ ଦାୟିତ୍ୱ ମିଳିବା ପରେ ସୁରେଶ ମହାପାତ୍ରଙ୍କୁ ଓଇଆରସି ଅଧ୍ୟକ୍ଷ ପଦରୁ!-->…
Read More...
Read More...
ଭିଏତନାମ ଓ ସୋଆ ମଧ୍ୟରେ ଶିକ୍ଷାକ୍ଷେତ୍ରରେ ବୁଝାମଣା
ଭୁବନେଶ୍ୱର, ୧୫/୧୧ : ଶିକ୍ଷା ଓ ପ୍ରଶିକ୍ଷଣ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଭିଏତନାମର ଭିନ୍ ଲଙ୍ଗ୍ ପ୍ରଦେଶର ଶିକ୍ଷା ଓ ପ୍ରଶିକ୍ଷଣ ବିଭାଗ ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ କରିଛି । ଏହି!-->…
Read More...
Read More...
ଅବପାତ ପ୍ରଭାବ ରେ ଉପକୂଳ ଓଡ଼ିଶା ରେ ଆସନ୍ତା ୪୮ ଘଣ୍ଟା ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋସାଗର ରେ ସୃଷ୍ଟି ହେଲା ଅବପାତ, ୨୪ ଘଣ୍ଟା ରେ ନେବ ଗଭୀର ଅବପାତ ର ରୂପ । ଏବେ ଉତ୍ତର ପଶ୍ଚିମ ଦିଗ ରେ ରେ ଘଣ୍ଟା ପ୍ରତି ୧୩କିମି ବେଗ ରେ ଅଗ୍ରସର ହେଉଛି। ଏହା ପରେ ଉତ୍ତର - ଉତ୍ତର- ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ୧୬ ତାରିଖ ସକାଳ ସମୟ ରେ ପଶ୍ଚିମ!-->…
Read More...
Read More...
ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ
ମୁମ୍ବାଇ: ଆଉ ନାହାନ୍ତି ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟ। ଗତକାଲି ରାତିରେ ହୃଦଘାତ ଯୋଗୁଁ ମୁମ୍ବାଇରେ ସୁବ୍ରତ ରାୟଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଦୀର୍ଘଦିନ ଧରି ସେ ବିଭିନ୍ନ ରୋଗରେ ପୀଡିତ ଥିଲେ। ସ୍ୱାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ଗତ!-->…
Read More...
Read More...
ରାଜ୍ୟ କ୍ୟାବିନେଟ୍ ରେ ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାରଙ୍କ ନୂଆ ଯୋଜନା। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ!-->…
Read More...
Read More...
ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଟ୍ରେନ ବଗିରେ ନିଆଁ
ପୁରୀ: ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଟ୍ରେନ ବଗିରେ ଲାଗିଲା ନିଆଁ । କୋଚିଂ ଡିପୋରେ ଟ୍ରେନର ଏକ ଏସି ବଗି ମରାମତି ପାଇଁ ରହିଥିବା ବେଳେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଲାଗିବାର କାରଣ ସଠିକ ଜଣାପଡ଼ିନାହିଁ l ସୂଚନା ପାଇଁ ଘଟଣା ସ୍ଥଳରେ ଅଗ୍ନିଶମ ଟିମ ପହଂଚି ନିଆଁକୁ ଆୟତ କରିଛି ।!-->…
Read More...
Read More...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ
ଭୁବନେଶ୍ୱର, ୧୦ ନଭେମ୍ବର ୨୦୨୩: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ କେନ୍ଦ୍ର ସ୍ଥାପନ କରାଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀ!-->…
Read More...
Read More...
ଡିସେମ୍ବର ୪ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ: ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ୧୯ ଦିନ ମଧ୍ୟରେ ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି । ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ।
ଉଲ୍ଲେଖଯୋଗ୍ୟ, ନଭେମ୍ବର!-->!-->!-->…
Read More...
Read More...