ପ୍ରମୁଖ ଖବର

ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ
Browsing Category

Uncategorized

ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)
Read More...

ସୋଆ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ବୋନ୍ ସ୍କ୍ରୁ ପ୍ରକ୍ରିୟାରେ ଆହତ ଗାଈର ଚିକିତ୍ସା

ଭୁବନେଶ୍ୱର, ୯ ନଭେମ୍ବର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) କ୍ଳିନିକାଲ୍ କଂମ୍ପେ୍ଳକ୍ସ (ଠଉଉ) ଠାରେ ସଫଳତାର ସହ ଗୋଟିଏ ଗାଈର ଅସ୍ତ୍ରୋପଚାର କରାଯାଇଛି । ଗାଈଟିର ଡାହାଣ ପାଶ୍ୱର୍
Read More...

ଜେଲରୁ ମୁକୁଳିଲେ ପ୍ରଯୋଜକ ସଞ୍ଜୟ ନାୟକ

ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକ ଆଜି କୋର୍ଟରୁ ଜାମିନ ପାଇବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ ଟୁଟୁ ନାୟକଙ୍କୁ ୫୦ ହଜାର ଟଙ୍କା ଓ ଜଣେ ଜାମନଦାର ବଦଳରେ
Read More...

ମେମୁ ପାସେଞ୍ଜର ଟ୍ରେନ ଲାଇନଚ୍ୟୁତ

ଝାରସୁଗୁଡା: ପୁଣି ଟ୍ରେନ୍ ଲାଇନଚ୍ୟୁତ। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ମଇଁଷିକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି।
Read More...

ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର

ପୁରୀ: ବରିଷ୍ଠ ବିଜେଡି ନେତା ତଥା ଓଡ଼ିଶାର ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ସରିଲା ଶେଷକୃତ୍ୟ । ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର । ପୁରୀ ସ୍ବର୍ଗଦ୍ବାରରେ ମହେଶ୍ବରଙ୍କ ଅନ୍ତିମ ସଂସ୍କାର କରାଯାଇଛି । ପୁଅ ସୁନିଲ ସୁନିଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି । ଶେଷ
Read More...

ଦୀପାବଳିରେ ଘାତକ ବାଣ ଫୁଟାଇବା ନିଷିଦ୍ଧ

ନୂଆଦିଲ୍ଲୀ: ଏଥର ଦୀପାବଳିରେ ବାଣ ଫୁଟିବନି। ବାୟୁ, ଶବ୍ଦ ପ୍ରଦୂଷଣ ରୋକିବାକୁ  ସାରା ରାଜ୍ୟକୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେବଳ ଦିଲ୍ଲୀ, ଏନସିଆର ନୁହେଁ ସାରା ରାଜ୍ୟରେ କଟକଣା ଲଗାଇଇବାକୁ କୁହାଯାଇଛି। ବାରୁଦରେ ବେରିୟମ ସଲ୍ଟ ମିଶ୍ରିତ ବାଣକୁ
Read More...

ଚିରନିଦ୍ରାରେ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି

ପୁରୀ: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧
Read More...

ହୁତୁହୁତୁ ହୋଇ ଜଳି ଉଠିଲା ଔଷଧ ଫ୍ୟାକ୍ଟ୍ରି

ମହାରାଷ୍ଟ୍ର: ହୁତୁହୁତୁ ହୋଇ ଜଳି ଉଠିଲା ଔଷଧ ଫ୍ୟାକ୍ଟ୍ରି। ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାରେ ଥିବା ଏକ ଔଷଧ ଫ୍ୟାକ୍ଟ୍ରିରେ ସିରିଜ ବିସ୍ଫୋରଣ ହୋଇଛି। ଫଳରେ ସେଠାରେ ନିଆଁ ଲାଗିଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମହାଡାର ଏମ୍‌ଆଇସିଡିରେ ଅବସ୍ଥିତି ବ୍ଲୁ ଜେଟ୍‌ ହେଲ୍‌ଥ
Read More...

ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜତୀୟ ବିମାନ ବନ୍ଦର ପାଇଛି ନୂଆ ରୂପ। ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ ଲିଙ୍କ ବିଲଡିଂ । ସିକ୍ୟୁରିଟି କ୍ଲିୟରାନ୍ସ ପାଇଁ ଆବେଦନ କରିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ । କ୍ଲିୟରାନ୍ସ ମିଳିବା ପରେ ପ୍ରସ୍ତୁତ ହେବ ଏସଓପି । ସମସ୍ତ
Read More...

ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ

ପୁରୀ: ୨୦୨୪ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏନେଇ ଯୋରଦାର ପ୍ରସ୍ତୁତି ଚାଲିଛି କିନ୍ତୁ ୧୨ ତାରିଖରୁ ୫ ଦିନ ଧରି ଚାଲିବ ପ୍ରତିଷ୍ଠା, ହୋମ ଯଜ୍ଞାଦି କାର୍ଯ୍ୟକ୍ରମ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମ ସମୀକ୍ଷା
Read More...