Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
Uncategorized
ରାଜ୍ୟ କ୍ୟାବିନେଟ୍ ରେ ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାରଙ୍କ ନୂଆ ଯୋଜନା। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ!-->…
Read More...
Read More...
ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଟ୍ରେନ ବଗିରେ ନିଆଁ
ପୁରୀ: ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଟ୍ରେନ ବଗିରେ ଲାଗିଲା ନିଆଁ । କୋଚିଂ ଡିପୋରେ ଟ୍ରେନର ଏକ ଏସି ବଗି ମରାମତି ପାଇଁ ରହିଥିବା ବେଳେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଲାଗିବାର କାରଣ ସଠିକ ଜଣାପଡ଼ିନାହିଁ l ସୂଚନା ପାଇଁ ଘଟଣା ସ୍ଥଳରେ ଅଗ୍ନିଶମ ଟିମ ପହଂଚି ନିଆଁକୁ ଆୟତ କରିଛି ।!-->…
Read More...
Read More...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ
ଭୁବନେଶ୍ୱର, ୧୦ ନଭେମ୍ବର ୨୦୨୩: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ କେନ୍ଦ୍ର ସ୍ଥାପନ କରାଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀ!-->…
Read More...
Read More...
ଡିସେମ୍ବର ୪ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ: ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ୧୯ ଦିନ ମଧ୍ୟରେ ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି । ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ।
ଉଲ୍ଲେଖଯୋଗ୍ୟ, ନଭେମ୍ବର!-->!-->!-->…
Read More...
Read More...
ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)!-->…
Read More...
Read More...
ସୋଆ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ବୋନ୍ ସ୍କ୍ରୁ ପ୍ରକ୍ରିୟାରେ ଆହତ ଗାଈର ଚିକିତ୍ସା
ଭୁବନେଶ୍ୱର, ୯ ନଭେମ୍ବର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ୍ ଆଣ୍ଡ ଆନିମଲ୍ ହଜ୍ବାଣ୍ଡ୍ରୀ (ଆଇଭିଏସ୍ଏଏଚ୍) କ୍ଳିନିକାଲ୍ କଂମ୍ପେ୍ଳକ୍ସ (ଠଉଉ) ଠାରେ ସଫଳତାର ସହ ଗୋଟିଏ ଗାଈର ଅସ୍ତ୍ରୋପଚାର କରାଯାଇଛି । ଗାଈଟିର ଡାହାଣ ପାଶ୍ୱର୍!-->…
Read More...
Read More...
ଜେଲରୁ ମୁକୁଳିଲେ ପ୍ରଯୋଜକ ସଞ୍ଜୟ ନାୟକ
ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକ ଆଜି କୋର୍ଟରୁ ଜାମିନ ପାଇବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। ଭୁବନେଶ୍ବର ଏସ୍ଡିଜେଏମ୍ କୋର୍ଟ ଟୁଟୁ ନାୟକଙ୍କୁ ୫୦ ହଜାର ଟଙ୍କା ଓ ଜଣେ ଜାମନଦାର ବଦଳରେ!-->…
Read More...
Read More...
ମେମୁ ପାସେଞ୍ଜର ଟ୍ରେନ ଲାଇନଚ୍ୟୁତ
ଝାରସୁଗୁଡା: ପୁଣି ଟ୍ରେନ୍ ଲାଇନଚ୍ୟୁତ। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ମଇଁଷିକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି।
!-->!-->!-->…
Read More...
Read More...
ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର
ପୁରୀ: ବରିଷ୍ଠ ବିଜେଡି ନେତା ତଥା ଓଡ଼ିଶାର ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ସରିଲା ଶେଷକୃତ୍ୟ । ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର । ପୁରୀ ସ୍ବର୍ଗଦ୍ବାରରେ ମହେଶ୍ବରଙ୍କ ଅନ୍ତିମ ସଂସ୍କାର କରାଯାଇଛି । ପୁଅ ସୁନିଲ ସୁନିଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି । ଶେଷ!-->…
Read More...
Read More...
ଦୀପାବଳିରେ ଘାତକ ବାଣ ଫୁଟାଇବା ନିଷିଦ୍ଧ
ନୂଆଦିଲ୍ଲୀ: ଏଥର ଦୀପାବଳିରେ ବାଣ ଫୁଟିବନି। ବାୟୁ, ଶବ୍ଦ ପ୍ରଦୂଷଣ ରୋକିବାକୁ ସାରା ରାଜ୍ୟକୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେବଳ ଦିଲ୍ଲୀ, ଏନସିଆର ନୁହେଁ ସାରା ରାଜ୍ୟରେ କଟକଣା ଲଗାଇଇବାକୁ କୁହାଯାଇଛି। ବାରୁଦରେ ବେରିୟମ ସଲ୍ଟ ମିଶ୍ରିତ ବାଣକୁ!-->…
Read More...
Read More...