ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ଟିଏମସି ସାଂସଦଙ୍କ ବାପି ହଲଦରଙ୍କ ଅଫିସ ଉପରେ ଆକ୍ରମଣ
ଚେତାବନୀ ସତ୍ତ୍ୱେ କାନାଡାରେ ପୁଣି ଅଦିନିଆ ରଥଯାତ୍ରା, ଇସ୍କନକୁ ନେଇ ବଢ଼ିଲା ବିବାଦ
ମମତାଙ୍କ ବୈଠକକୁ ଆସିଲେନି ଟିଏମସିର ୬୦ ବିଧାୟକ
୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ
ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର
Browsing Category

Uncategorized

ଝାଡ଼ଖଣ୍ଡରେ ୩୯ଲକ୍ଷ ଗ୍ରାହକଙ୍କ ବିଦ୍ୟୁତ୍‌ ବିଲ ଛାଡ କଲେ ହେମନ୍ତ ସୋରେନ

ଝାଡ଼ଖଣ୍ଡ: ରାଜ୍ୟର ବିଦ୍ୟୁତ ବିଲ ବକେୟା ଥିବା ଗ୍ରାହକମାନଙ୍କୁ ଝାଡ଼ଖଣ୍ଡ ସରକାର ଏକ ବଡ ଉପହାର ଦେଇଛନ୍ତି। ଘରୋଇ ଗ୍ରାହକ ଯେଉଁମାନେ ପୂର୍ବରୁ ବକେୟା ବିଲ ଭାବେ ମାସକୁ ୨୦୦ ୟୁନିଟ ପର୍ଯ୍ୟନ୍ତ ସର୍ବାଧିକ ବିଦ୍ୟୁତ୍‌ ଖର୍ଚ୍ଚ କରଛନ୍ତି, ସେମାନଙ୍କୁ ବକେୟା ବିଲ୍‌ ସମ୍ପୂର୍ଣ୍ଣ ଛାଡ
Read More...

ନୁଆଖାଇ ପାଇଁ ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଦିନ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ଗଣ
Read More...

ଜୁଏଲ ଓରାମ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ୍ ପୁଣି ଅସୁସ୍ଥ। ସୋମବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍‌ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ୍। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ
Read More...

ୟୁପିରୁ ଟ୍ରେନରେ ଓଡିଶା ଆସିବ ଆଳୁ

ଭୁବନେଶ୍ବର: ଟ୍ରେନରେ ଓଡିଶା ଆସିବ ଆଳୁ। ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବା ନେଇ ସୂଚନା ରହିଛି। ଉତ୍ତରପ୍ରଦେଶରୁ ଟ୍ରେନ୍‌ରେ ଆଳୁ ଆସିବ
Read More...

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ୍ ତ୍ରିପାଠୀଙ୍କ ଇସ୍ତଫା

ଭୁବନେଶ୍ବର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ। ଆଜି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ୨୦୨୦
Read More...

ମହାପ୍ରଭୁଙ୍କ ଦର୍ଶନ କଲେ ଓ୍ବାଇ ବି ଖୁରାନିଆ

ପୁରୀ: ନୂଆ ପୋଲିସ ଡିଜି ଭାବେ କାର୍ଯ୍ୟଭାର ସମ୍ଭାଳିବା ପରେ ଓ୍ବାଇ ବି ଖୁରାନିଆ ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ଏହା
Read More...

ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ଆସନ୍ତୁ ନାହିଁ : ଏସ୍‌ସିବି ଅଧୀକ୍ଷକ

କଟକ: ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ ଛୁଟି ବାତିଲ କରାଯାଇଛି। ତେଣୁ ଅତି
Read More...

ଗଞ୍ଜେଇ ମାଫିଆଙ୍କ ସହ ଡିଲ୍‌ କରି ୯ ପୋଲିସ୍‌ କର୍ମଚାରୀ ନିଲମ୍ବିତ

ଲମତାପୁଟ: ଗଞ୍ଜେଇ ମାଫିଆଙ୍କୁ ଛାଡ଼ିବା ଓ ସେମାନଙ୍କ ସହ ଡିଲ୍‌ କରିବା ପଡ଼ିଲା ମହଙ୍ଗା। ୧୧ ପୋଲିସ୍‌ କର୍ମଚାରୀଙ୍କୁ ନିଲମ଼୍ବନ ଆଦେଶ ଦେଇଛନ୍ତି ଏସ୍‌ପି । ଏହି କର୍ମଚାରୀ ଗଞ୍ଜେଇ ମାଫିଆଙ୍କୁ ପିଛା କରି ସେମାନଙ୍କ ସହ ଡିଲ କରିଥିବା ଅଭିଯୋଗ ହୋଇଥିଲା । ନିଲମ୍ବିତ ପୋଲିସ କର୍ମଚାରୀଙ୍କ
Read More...

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’

ଭୁବନେଶ୍ବର: ରାଜ୍ୟ ସରକାର ‘ଭାଙ୍ଗ’କୁ ମାଦକ ଦ୍ରବ୍ୟ ଭାବେ ଘୋଷଣା ଘୋଷଣା କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ
Read More...

ଏବେ କିଲୋ ୩୦ ଟଙ୍କାରେ ନାଫେଡ ଯୋଗାଇବା ଆଳୁ

ଭୁବନେଶ୍ବର: ରାଜ୍ୟ ସରକାର ଏବେ ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ
Read More...