ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category

Uncategorized

ଟ୍ରାକ୍ ମରାମତି ପରେ ଚାଲିଲା ଟ୍ରେନ୍

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବିଜୟନଗରମ୍ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରେ ଟ୍ରାକରେ ଗଡ଼ିଲା ଟ୍ରେନ୍ । ର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ପରେ ଅର୍ଥାତ ଅପରାହ୍ନ ୨ଟା ୩୬
Read More...

ଓଡିଶା-ଆନ୍ଧ୍ର ସୀମାରେ ୩ଟି ଟ୍ରେନ୍ ଭିତରେ ଦୁର୍ଘଟଣା

ଆନ୍ଧ୍ରପ୍ରଦେଶ: ଗୋଟିଏ ଟ୍ରାକ୍‌ରେ ଆସୁଥିବା ବେଳେ ଦୁଇ ପାସେଞ୍ଜର ଟ୍ରେନ୍‌ ମଧ୍ୟରେ ଧକ୍କା ହୋଇଛି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ଆନ୍ଧ୍ରପ୍ରଦେଶରେ ଘଟିଛି। ଏଥିରେ ବହୁ ଯାତ୍ରା ଗୁରୁତର ଆହତ ହୋଇଛନ୍ତି। ଦୁଇ ପାସେଞ୍ଜର ଟ୍ରେନ୍‌ଟି ଓଡ଼ିଶା ଆସୁଥିବା
Read More...

ଜାନୁଆରି ପହିଲା ୨୦୨୪ ରେ ମେଟ୍ରୋ ରେଳ ର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ ଭୁବନେଶ୍ବର କୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମ ସମୀକ୍ଷା କଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଭୋର୍ ୪-୩୦ ରେ ମେଟ୍ରୋ ରେଳ ଷ୍ଟେସନ ଟରମିନାଲ ପ୍ରକଳ୍ପ ପାଇଁ ପ୍ରସ୍ତାବିତ ସ୍ଥାନ ଓ ତ୍ରିଶୁଳିଆ ଛକ ଡିପୋ ବୁଲି ଦେଖିଲେ ପାଣ୍ଡିଆନ୍ ଆଗାମୀ
Read More...

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସ୍ୱରୂପ 
Read More...

ବଦଳିଲେ କଟକ ଜିଲ୍ଲାପାଳ

ଭୁବନେଶ୍ବର: ଭବାନୀ ଶଙ୍କର ଚଇନିଙ୍କୁ କଟକ ଜିଲ୍ଲାପାଳ ପଦରୁ ବଦଳି କରାଯାଇ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ସେହିଭଳି କଟକର ନୂଆ ଜିଲ୍ଲାପାଳ ଭାବେ ନରହରି ସେଠୀଙ୍କୁ ନୂଆ ଦାୟିତ୍ୱ ମିଳିଛି । ଭବାନୀ ଶଙ୍କରଙ୍କ ବଦଳରେ କଟକର ନୂଆ ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ
Read More...

ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।  ଆଜି
Read More...

୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ

ଭୁବନେଶ୍ବର: ଆଜି ରାତିରୁ ଚାଲିବ ବସ୍ । ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ । ଏନେଇ ପ୍ରେସମିଟ୍ କରି ସଂଘ ସୂଚନା ଦେଇଛି । ତେବେ ରାଜ୍ୟରେ ଘରୋଇ ବସ୍ ଚାଲିବା ନେଇ ଦୀର୍ଘ ସମୟ ହେଲା ବୈଠକ ବସିଥିଲା । ବୈଠକ ପରେ ସଂଘ ସାମ୍ବାଦିକ ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା ଦେଇଛି। ତେବେ
Read More...

ରାଜ୍ୟ କ୍ୟାବିନେଟରେ ୧୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ୬୫ତମ ବୈଠକରେ ୧୬ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୮ଟି ବିଭାଗର ୧୬ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। ମନ୍ତ୍ରିମଣ୍ଡଳର  ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ
Read More...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର
Read More...

ସୋଆ କୃଷି ମହାବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏଂଟେସନ୍ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲଚରାଲ ସାଇନ୍‌ସେସ୍ (ଆଇଏଏସ)ର ନବାଗତ ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ନିମନ୍ତେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସୋଆ କୁଳପତି ପ୍ରଫେସର
Read More...