ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category

Uncategorized

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ

୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ପରେ ଲୋକଙ୍କ ଜମି ସମସ୍ୟାର ସମାଧାନ ପାଇଁ ଫିଟିଲା ରାସ୍ତାସିକିମ୍‌ ରୟତ ମାନଙ୍କ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି; ଉପକୃତ ହେବେ କଟକ, ପୁରୀ ଓ ବାଲେଶ୍ବରର ୨ ଲକ୍ଷ ଚାଷୀରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ
Read More...

ସୋଆ ଓଏନ୍‌ଆଇଟି–ୱାରଙ୍ଗଲ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ

ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସହିତ ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍‌ନୋଲୋଜି, ୱାରଙ୍ଗଲ୍ (ଏନ୍‌ଆଇଟି-ଡବ୍ଲୁ) ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତିବିଦ୍ୟା, ବିଜ୍ଞାନ ଏବଂ ଏତଦ୍ ସଂଲଗ୍ନ
Read More...

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ

ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କଙ୍କୁ ମିଳିବ ଦୀପାବଳି ବୋନସ। ଘୋଷଣା କରିଛନ୍ତି ମୋଦି ସରକାର। ଗ୍ରୁପ ବି ଏବଂ ଗ୍ରୁପ ସି ବର୍ଗର କର୍ମଚାରୀଙ୍କୁ ମିଳିବ ଲାଭ। ଦିପାବଳୀ ପୂର୍ବରୁ ସରକାର ମଙ୍ଗଳବାର ଦିନ ବୋନସ ଘୋଷଣା କରିଛନ୍ତି। ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ବର୍ଗର କର୍ମଚାରୀମାନେ
Read More...

ସୋଆ ଏନ୍‌ଏସ୍‌ଏସ୍‌ର ମେଗା ଓରିଏଂଟେସନ୍ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ନ୍ୟାସ୍‌ନାଲ୍ ସର୍ଭିସ୍ ସ୍କିମ୍ (ଏନ୍‌ଏସ୍‌ଏସ୍‌) ଶାଖା ପକ୍ଷରୁ ମଙ୍ଗଳବାର ଏକ ମେଗା ଓରିଏଂଟେସନ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ବିଶ୍ୱବିଦ୍ୟାଳୟ ସ୍ତରୀୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ
Read More...

ଆସନ୍ତା ୨୦ ତାରିଖରୁ ରାଜଧାନୀରେ ମିଳିବନି କଞ୍ଚା ପରିବା

ଭୁବନେଶ୍ବର: ରାଜଧାନୀରେ ମିଳିବନି କଞ୍ଚା ପରିବା। ଚେତାବନୀ ଦେଲା କଞ୍ଚା ପରିବା ବ୍ୟବସାୟୀ ମହାସଂଘ । ୟୁନିଟ୍ -୧ ହାଟକୁ ଲମ୍ବିଥିବା ରାସ୍ତାକୁ ବେଆଇନ୍ ଅବରୋଧକୁ କେନ୍ଦ୍ର କରି ଆନ୍ଦୋଳନକୁ ଓହ୍ଲାଇବ ସଂଘ। ଏହା ସହ ଆହୁରି ୧୦ ଦଫା ଦାବିକୁ ନେଇ ମଧ୍ୟ ସଂଘ ଆନ୍ଦୋଳନ କରିବ। ରାଜମହଲରୁ
Read More...

ମିନି ଅଙ୍ଗନବାଡିକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ମିଳିଲା ଅନୁୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି
Read More...

ଏଥର ଭିଜିବ ଦଶହରା !

ଭୁବନେଶ୍ବର: ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂ୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୁଳ ଓଡ଼ିଶା ରେ ବର୍ଷା ଆଶଙ୍କା । 
Read More...

ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ଭୁବନେଶ୍ବର: ପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଯୁଧିଷ୍ଠିରଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି।
Read More...

୨୩ ଜାନୁଆରୀକୁ ଜାତୀୟ ପତାକା ଦିବସ ଭାବେ ପାଳନ କରିବାକୁ ଶ୍ରୀ ନବୀନ ଜିନ୍ଦଲଙ୍କ ଆହ୍ବାନ

କଟକ, ଅକ୍ଟୋବର ୧୪: ଜାନୁଆରୀ ୨୩ ତାରିଖରେ ଆମେ ଜାତୀୟ ପତାକାକୁ ସମ୍ମାନର ସହ ପ୍ରଦର୍ଶନ କରିବାର ଅଧିକାର ପାଇଥିବାରୁ ଆମେ ଏହିଦିନକୁ ଜାତୀୟ ପତାକା ଦିବସ ଭାବରେ ପାଳନ କରିବା ଉଚିତ ବୋଲି ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆର ସଭାପତି ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଅଧ୍ୟକ୍ଷ
Read More...

ଦିଲ୍ଲୀ-ଏନସିଆରରେ ଭୂମିକମ୍ପର ଝଟକା

ନୂଆଦିଲ୍ଲୀ: ରବିବାର ଅପରାହ୍ଣ ୪ଟା ସମୟରେ ଦିଲ୍ଲୀ-ଏନସିଆରରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୧ ଥିବା ଜଣାପଡ଼ିଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ଫରିଦାବାଦରେ ଥିଲା। ଏହାର ତୀବ୍ରତା ରିଚ୍ଟର
Read More...