ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category

Uncategorized

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥବାଣ୍ଟିବ ସଚେତନତାର ମନ୍ତ୍ର ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା
Read More...

ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। କେନ୍ଦ୍ର ଆଇନ୍‌ ମନ୍ତ୍ରାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର
Read More...

ଏବେ ଆଇନ୍ ବୃତି ବିଷୟରେ ଧାରଣା ବଦଳିଯାଇଛି

ଭୁବନେଶ୍ୱର: ୨୫ ବର୍ଷ ପୂର୍ବର ଆଇନ ବୃତି ଉପରେ ଥିବା ଲୋକଙ୍କ ଧାରଣା ସମ୍ପୂର୍ଣ୍ଣ ଭାବେ ବଦଳିଯାଇଛି। ବର୍ତମାନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏହା ଏକ ଆକର୍ଷଣୀୟ ପେସା ଭାବେ ଗୃହୀତ ହୋଇପାରିଛି ବୋଲି ଶୁକ୍ରବାର ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ସୁବାଷ ଚନ୍ଦ୍ର ପରିଜା
Read More...

ବଙ୍ଗୋପସାଗରରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ମ୍ୟାଁମାର – ଥାଇଲାଣ୍ଡ ଉପକୂଳ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟା ମଧ୍ୟରେ ବାଂଲାଦେଶ ଉପକୂଳ ମୁହାଁ ହେବା ସହ ଉତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ
Read More...

‘ସବୁଜ ବିପ୍ଳବ’ର ଜନକ ସ୍ବାମୀନାଥନ୍‌ଙ୍କ ପରଲୋକ

ଚେନ୍ନାଇ: ‘ସବୁଜ ବିପ୍ଳବ’ର ଜନକ କୁହାଯାଉଥିବା ଏମଏସ ସ୍ବାମୀନାଥନ୍‌ଙ୍କ ପରଲୋକ। ୧୯୨୫ ମସିହା ଅଗଷ୍ଟ ୭ ତାରିଖରେ ତାମିଲନାଡୁର ତାଞ୍ଜାବୁର ଜିଲ୍ଲାରେ ଜନ୍ମିତ ସ୍ବାମୀନାଥନ୍‌ଙ୍କୁ ମୃତ୍ୟୁ ବେଳକୁ ୯୮ ବର୍ଷ ହୋଇଥିଲା। । ଜଣେ ଅନ୍ତର୍ଜାତୀୟ ସ୍ତରର କୃଷିଅର୍ଥନୀତିଜ୍ଞ, କୃଷି ବିଜ୍ଞାନୀ ଓ
Read More...

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀଙ୍କୁ ଗ୍ରାଜୁଏସନ୍ ଡିଗ୍ରୀ ପ୍ରଦାନ

ଭୁବନେଶ୍ୱର, ୨୭/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍‌ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀଙ୍କୁ ବୁଧବାର ସ୍ୱତବ ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଡିଗ୍ରୀ ଉପାଧି ପ୍ରଦାନ କରାଯାଇଛି । ୨୦୨୦, ୨୦୨୧ ଏବଂ ୨୦୨୨
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ୱର, ୨୫/୦୯: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲଠାରେ ସୋମବାର ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କର ଭୂମିକାକୁ ନେଇ ଗୁରୁତ୍ୱାରୋପ କରାଯାଇଛି। ଓଡିଶା ଫାର୍ମାସୀ
Read More...

ଅକ୍ଟୋବର ରେ ସକ୍ରିୟ ରହିବ ବଙ୍ଗୋପସାଗର

ଭୁବନେଶ୍ବର: ଇସିଏମଡବ୍ଲୁଏଫ ମଡେଲ ଅନୁଯାୟୀ ୨୯/୩୦ ସେପ୍ଟେମ୍ବର ରେ ଏକ ଘୁର୍ଣ୍ଣିବଳୟ ଦକ୍ଷିଣ ପ୍ରଶାନ୍ତ ମହାସାଗର ରୁ ଉତ୍ତର ଅଣ୍ଡାମାନ ଅଞ୍ଚଳରେ ପ୍ରବେଶ କରିବା ସହ ପ୍ରଥମେ ଉତ୍ତର-ପଶ୍ଚିମ ଏବଂ ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏକ ସିଭିୟର ସାଇକ୍ଲୋନିକ ଷ୍ଟର୍ମ ରୂପରେ ଉତ୍ତର
Read More...

ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ସୁଯୋଗ ପ୍ରଦାନ କରାଯାଉଛି। ଏହି କ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଶୁକ୍ରବାର
Read More...

ଆଇସିଏଆଇ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର; ଦ ଇନଷ୍ଟିଚ୍ୟୁଟ ଅଫ୍ ଚାର୍ଟାଡ ଆକାଉନ୍‌ଟାଂଟସ୍ ଅଫ୍ ଇଣ୍ଡିଆ (ଆଇସିଏଆଇ)ର ଇଷ୍ଟର୍ନ ଇଣ୍ଡିଆ ରିଜିଓନାଲ୍ କାଉନ୍‌ସିଲ୍ (ଇଆଇଆର୍‌ସି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ଏଠାରେ ସମ୍ବର୍ଦ୍ଧିତ
Read More...