ପ୍ରମୁଖ ଖବର

କଟକ ରେଲ୍‌ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ
ଚାଷୀଙ୍କୁ ନୂଆଖାଇ ଭେଟି, ସିଏମ୍‌ କିଷାନର ୩ୟ କିସ୍ତି ଟଙ୍କା ପ୍ରଦାନ
ବନ୍ୟାରେ ଭାସିଗଲା କାର୍‌ ; ଗୋଟିଏ ପରିବାରର ୪ ମୃତ
ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ
ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ
ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଖାଇ ପାଇଁ ଅଗଷ୍ଟ ୨୯ରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
Browsing Category

Uncategorized

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ‘ଗାଜରଘାସ ସଚେତନତା ସପ୍ତାହ’ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ (ଆଇଏଏସ୍‌) ଏବଂ ସୋଆ ପରିଚାଳିତ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ର ମିଳିତ ସହଯୋଗରେ ଗତ ମଙ୍ଗଳବାର ଦିନ ଗାଜର ଘାସ ସଚେତନତା ସପ୍ତାହ ପାଳିତ କରାଯାଇଛି ।ଏହି ସଚେତନତା
Read More...

ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ

ଭୁବନେଶ୍ବର: ସବିତା ପ୍ରଧାନ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି। ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ। ୨ ବର୍ଷ ପାଇଁ କୁଳପତି ଭାବେ ଦାୟିତ୍ଵ ତୁଲାଇବେ ସବିତା ପ୍ରଧାନ। ନିଯୁକ୍ତି ଦେଲେ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍। ଏବେ ବିଶ୍ୱଭାରତୀ
Read More...

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି। ୨୦୧୦ ବ୍ୟାଚ୍ ଆଇଏଏସ୍ ଜ୍ୟୋତିପ୍ରକାଶ ଦାସଙ୍କୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ
Read More...

ଦୁଇଦିନିଆ ଓଡ଼ିଶା ଗସ୍ତରେ ନିର୍ମଳା ସୀତାରମଣ

ଭୁବନେଶ୍ୱର:  ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସେ ଭୁବନେଶ୍ୱର ବିମାନବନ୍ଦରରେ ରାତି ୮ ଟାରେ ପହଞ୍ଚି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଓଡ଼ିଶାର କଟକ ମହାନଗର ନିଗମର ପ୍ରଥମ ମେୟର ତଥା ପୂର୍ବତନ
Read More...

ବାୟୁମଣ୍ଡଳ ବିଜ୍ଞାନ ଏବଂ ଜଳବାୟୁ ପରିବର୍ତନ ଗବେଷଣାକୁ ନେଇ ଆଇଏମ୍‌ଡି ଏବଂ ସୋଆ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ଅଗଷ୍ଟ ୧୨ : ଜଳବାୟୁ ପରିବର୍ତନର ଭୟଙ୍କର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଉଥିବା ବେଳେ କ୍ଲାଇମେଟ ସ୍ମାର୍ଟ ଏଗ୍ରିକଲ୍‌ଚର ନିମନ୍ତେ ବାୟୁମଣ୍ଡଳ ବିଜ୍ଞାନ ଓ ଜଳବାୟୁ ମଡେଲିଂ କ୍ଷେତ୍ରରେ ସହଯୋଗ ନେଇ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଭାରତୀୟ ପାଣିପାଗ ବିଭାଗ
Read More...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ସେପ୍ଟେମ୍ବର ସେସନ ଲାଗି ନାମଲେଖା:ଆବେଦନର ଶେଷ ତାରିଖ ଅଗଷ୍ଟ ୧୫

ଭୁବନେଶ୍ଵର, ୧୨ ଅଗଷ୍ଟ ୨୦୨୩: ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ୱାର୍ଲ୍ଡ ସ୍କିଲ ସେଣ୍ଟର ବା ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ତାଲିମ ପାଠ୍ୟକ୍ରମରେ ସେପ୍ଟେମ୍ବର ସେସନରେ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ରହିଛି ଅଗଷ୍ଟ ୧୫। ଏହି ବର୍ଷିକିଆ ପାଠ୍ୟକ୍ରମଗୁଡ଼ିକ ଲାଗି
Read More...

ଆଇଟିଇଆର୍ ଓ ଟାଟା ପାୱାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି ବିଦ୍ୟା ଓ ସ୍ମାର୍ଟ ଗ୍ରିଡ କ୍ଷେତ୍ରରେ ଆଦାନପ୍ରଦାନ ନିମନ୍ତେ ମଙ୍ଗଳବାର ଦିନ ଏକ ବୁଝାମଣାପତ୍ର
Read More...

ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଜି ୯ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅଫିସର ସନ୍ତୋଷ କୁମାର ପ୍ରଧାନଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
Read More...

ସ୍କୁଲ ଆଡ଼ମିଶନ ପାଇଁ ବାଧ୍ୟତାମୂଳକ ନୁହେଁ ଆଧାର କାର୍ଡ

ଭୁବନେଶ୍ୱର : ସ୍କୁଲ ଆଡ଼ମିଶନ ପାଇଁ ବାଧ୍ୟତାମୂଳକ ଦରକାର ନାହିଁ ଆଧାର କାର୍ଡ । ନାମଲେଖା ପ୍ରକ୍ରିୟାକୁ ସରଳ ଓ ସୁଗମ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ନେଇଛି ଏହି ନିଷ୍ପତ୍ତି। ଏନେଇ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନୋଟିସ୍ କରିଛି ବିଭାଗ । ଆଧାରକାର୍ଡ ଥାଉ ବା ନଥାଉ ବିଦ୍ୟାଳୟରେ
Read More...

କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ସୋଆ ପକ୍ଷରୁ ଦୁଇ ଦିନିଆ ଜାତୀୟ ଜନଜାତି ଲେଖକ ସମ୍ମିଳନୀ

ଭୁବନେଶ୍ୱର, ଅଗଷ୍ଟ ୭ : କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍‌ସିଏଂଟ କଲଚର୍ ଆଣ୍ଡ ହେରିଟେଜ୍ ଅଫ୍ ଇଣ୍ଡିଆ (ପ୍ରାଚୀନ୍‌) ର ମିଳିତ ଆନୁକୂଲ୍ୟରେ ଆସନ୍ତା ଅଗଷ୍ଟ ୯ ଏବଂ ୧୦ ତାରିଖରେ
Read More...