Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କଟକ ରେଲ୍ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ
ଚାଷୀଙ୍କୁ ନୂଆଖାଇ ଭେଟି, ସିଏମ୍ କିଷାନର ୩ୟ କିସ୍ତି ଟଙ୍କା ପ୍ରଦାନ
ବନ୍ୟାରେ ଭାସିଗଲା କାର୍ ; ଗୋଟିଏ ପରିବାରର ୪ ମୃତ
ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ
ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ
ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଖାଇ ପାଇଁ ଅଗଷ୍ଟ ୨୯ରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
Browsing Category
Uncategorized
ଦିଲ୍ଲୀ ଏମ୍ସରେ ଲାଗିଲା ନିଆଁ
ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଦ୍ୱିତୀୟ ମହଲାରେ ଥିବା ଏଣ୍ଡୋସ୍କୋପି ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁ ଲିଭାଇବା ପାଇଁ ଦିଲ୍ଲୀ ଅଗ୍ନିଶମ ସେବାର ୮ଟି ଦମକଳ ଘଟଣାସ୍ଥଳକୁ ପଠାଯାଇ ନିଆଁକୁ ଆୟତ୍ତ କରାଯାଇଛି। ନିଆଁର ପ୍ରକୋପ ଏତେ ଭୟଙ୍କର ରହିଛି ଯେ ଝରକା ଆଡ଼ୁ ନିଆଁ ଓ ଧୂଆଁ!-->…
Read More...
Read More...
ଦୁଇଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
ନୂଆଦିଲ୍ଲୀ: ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱରରେ ପହଞ୍ଚିବେ ।ଶନିବାର ପୂର୍ବାହ୍ନ ୧୧ଟାରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ।!-->…
Read More...
Read More...
ମହାନଦୀରେ ବନ୍ୟା ନେଇ ୬ ଜିଲ୍ଲାକୁ ସତର୍କ ସୂଚନା
କଟକ: ମହାନଦୀରେ ଏବେ ମଧ୍ୟମ ଧରଣର ବନ୍ୟା ନେଇ ଆଶଙ୍କା। ମୁଣ୍ଡଳିରେ ୯ ଲକ୍ଷ କ୍ୟୁସେକ ବନ୍ୟାପାଣି ପ୍ରବାହିତ ହେଉଛି। ସେଥିପାଇଁ ଜଳସମ୍ପଦ ବିଭାଗ ସଜାଗ ରହିଛି। ହୀରାକୁଦ ଉପରମୁଣ୍ଡରେ ଅଧିକ ବର୍ଷା ହୋଇଥିବାରୁ ମହାନଦୀ ଫୁଲୁଛି। ତେଣୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ହେବା ନେଇ ୬ଟି!-->…
Read More...
Read More...
ଗବେଷଣା ପ୍ରସ୍ତୁତିକୁ ନେଇ ଏନ୍ଆର୍ଡିସି ଟିମ୍ର ସୋଆ ପରିଦର୍ଶନ
ଭୁବନେଶ୍ୱର: ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍ମେଂଟ କର୍ପୋରେସନ୍ (ଏନ୍ଆର୍ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ ହୋଇଥିଲା । ଏହି!-->…
Read More...
Read More...
ଦିଗ୍ଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନ
ଭୁବନେଶ୍ବର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳାଧିପତି ପ୍ରଫେସର ଖଗେଶ୍ୱର ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଦିଗ୍ଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଯୁକ୍ତଦୁଇ, ସ୍ନାତକ ଓ ସ୍ନାତକୋତର ଶ୍ରେଣୀରେ ନାମ ଲେଖାଇଥିବା!-->…
Read More...
Read More...
ପ୍ରକାଶ ପାଇଛି ଓପିଏସସି ପରୀକ୍ଷାଫଳ
ଭୁବନେଶ୍ବର: ସୋମବାର ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ୨୦୨୧ର ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୪୩୨ ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୬୪ ଜଣ ଝିଅ ଅଛନ୍ତି। ସୁଦେବ କୁମାର ପୃଷ୍ଟି ଟପ୍ପର ହୋଇଥିବା ବେଳେ ପ୍ରଥମ ୧୦ଟି ସ୍ଥାନରେ ୫!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଆରଏସ୍ଏସ୍ ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ!-->…
Read More...
Read More...
ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍ଘାଟିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି ।ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍ଘାଟନୀ!-->…
Read More...
Read More...
ସୋଆ ପକ୍ଷରୁ ମେକାନିକାଲ୍ ଇଞ୍ଜିନିୟରିଂର ନୂତନ କ୍ଷେତ୍ର ସମ୍ପର୍କିତ ଆଲୋଚନା ନିମନ୍ତେ ଆନ୍ତର୍ଜାତୀୟ ସମ୍ମିଳନୀ
ଭୁବନେଶ୍ୱର: ମେକାନିକାଲ୍ ଇଞ୍ଜିନିୟରିଂ କ୍ଷେତ୍ରର ନୂତନ ଦିଗ ଯେପରିକି ଆଡଭାନ୍ସଡ ମାଟେରିଆଲ୍ ସାଇନ୍ସ ଇଞ୍ଜିନିୟରିଂ, ଆଡଭାନ୍ସମେଂଟ ଇନ୍ ସ୍ମାର୍ଟ ମାନୁଫ୍ୟାକ୍ଚରିଂ ଏବଂ ଆପ୍ଲିକେସନ୍ ଇନ୍ ଇଣ୍ଡଷ୍ଟ୍ରିଆଲ୍ ରୋବୋଟିକ୍ସ ସମ୍ପର୍କରେ ଆଲୋଚନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ!-->…
Read More...
Read More...
ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା
କଟକ: ଆଜି ଘୋଷଣା ହୋଇଛି ମାଟ୍ରିକ୍ ପରୀକ୍ଷାର ତାରିଖ। ଆସନ୍ତାବର୍ଷ ୨୦୨୪ ଫେବ୍ରୁଆରି ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି।
!-->!-->!-->…
Read More...
Read More...