Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category
Uncategorized
କୋଭିଡ ରିଲିଫ୍ ପଦକ୍ଷେପ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସିଏସଆର ହେଲଥ ଇମ୍ପାକ୍ଟ ଆୱାର୍ଡ
ଭୁବନେଶ୍ୱର: କୋଭିଡ ରିଲିଫ୍ ପଦକ୍ଷେପ ପାଇଁ ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ସିଏସଆର ହେଲ୍ଥ ଇମ୍ପାକ୍ଟ ଗୋଲ୍ଡ ପୁରସ୍କାର ମେଗା ପ୍ରୋଜେକ୍ଟ ବର୍ଗରେ ପ୍ରଦାନ କରାଯାଇଛି । ଗତକାଲି ନୂଆଦିଲ୍ଲୀରେ ଆୟୋଜିତ ଏକ ସମାରୋହରେ ଜେଏସପିର ପ୍ରେସିଡେଣ୍ଟ ତଥା ଗୃପ!-->…
Read More...
Read More...
ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ
ଭୁବନେଶ୍ୱର: ପ୍ରକାଶ ପାଇଛି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି। କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ!-->…
Read More...
Read More...
ନିଅଣ୍ଟିଆ ବର୍ଷା କୁ ଭରଣା କରିବାକୁ ଆସୁଛି ବଡ଼ ଲଘୁଚାପ
ଭୁବନେଶ୍ବର: ଜୁନ ୦୧ ରୁ ଜୁଲାଇ ୧୩ ତାରିଖ ମଧ୍ୟରେ ରାଜ୍ୟ ରେ ସ୍ଵାଭାବିକ ଭାବେ ୩୩୪.୪ମିମି ବର୍ଷା ହେବାକଥା କିନ୍ତୁ ଏହି ସମୟ ରେ ୨୪୩.୯ମିମି ବର୍ଷା ହୋଇଛି । ଯାହା ସ୍ଵାଭାବିକ ଠାରୁ ୨୭% କମ୍ ବର୍ଷା। ଏହି ସମୟ ରେ କଳାହାଣ୍ଡି ରେ ୬୫% କମ୍ ବର୍ଷା ହୋଇଥିବା ବେଳେ, ୧୭ ଜିଲ୍ଲା ରେ କମ୍!-->…
Read More...
Read More...
ଆସିଲା ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ: କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ
ଭୁବନେଶ୍ବର: ଆସିଲା ଚଳିତ ବର୍ଷର ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା । ବିଜ୍ଞାନରେ ୯୧.୬୭%, ବାଣିଜ୍ୟରେ ୭୯.୨୦%, କଳାରେ ୮୦ % ସହ ରେଭେନ୍ସା ଆଗରେ ରହିଛି । ସେହିପରି ଏଫଏମ କଲେଜରେ ବିଜ୍ଞାନ କଟ ଅଫ୍ ମାର୍କ ୯୦ % । ୮୯% କଟ୍ ଅଫ୍ ସହ!-->…
Read More...
Read More...
ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ
ଭୁବନେଶ୍ୱର: ଆଜି ସରକାର ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଯାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ୍)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ଏହି ଦାୟିତ୍ୱରେ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ!-->…
Read More...
Read More...
ବିଶ୍ୱ ସ୍ନାୟୁରୋଗ ଓ ମୁଣ୍ଡବିନ୍ଧା ଗବେଷଣା ସମାଜ ତରଫରୁ ସମ୍ ପ୍ରଫେସର (ଡାକ୍ତର) ସୂର୍ଯ୍ୟପ୍ରକାଶ ଚୌଧୁରୀଙ୍କୁ…
ଭୁବନେଶ୍ୱର, ଜୁଲାଇ ୩: ଜୁନ୍ ୧୬ ରୁ ୧୮ ତାରିଖରେ ବାଙ୍ଗାଲୋରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ମୁଣ୍ଡବିନ୍ଧା ଓ ଅର୍ଦ୍ଧକପାଳୀ (ମାଇଗ୍ରେନ) ଗବେଷଣା ସମାଜର ଅନ୍ତରାଷ୍ଟ୍ରୀୟ ସମ୍ମିଳନୀରେ ବରିଷ୍ଠ ସ୍ନାୟୁରୋଗ ବିଶେଷଜ୍ଞ ପ୍ରଫେସର (ଡାକ୍ତର) ସୂର୍ଯ୍ୟପ୍ରକାଶ ଶିବନାରାୟଣ ଚୌଧୁରୀଙ୍କୁ ଫେଲୋସିପ!-->…
Read More...
Read More...
ଜୁଲାଇ ୪ରେ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର, ଜୁଲାଇ ୧: ପୂର୍ବ ଭାରତରେ ପଶ୍ଚିମା ପବନ ପ୍ରବାହିତ ହେବା ଦ୍ୱାରା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ହୋଇପଡ଼ିଥିବା ସତ୍ୱେ ପଶ୍ଚିମ କେନ୍ଦ୍ର ବଙ୍ଗୋପ ସାଗର ଏବଂ ଏହାର ନିକଟବର୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ!-->…
Read More...
Read More...
ଦୁଇ ଦିନିଆ ବରଗଡ଼ ଗସ୍ତରେ ଫାଇଭ୍ ଟି ସଚିବ
ଭୁବନେଶ୍ବର: ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ଦୁଇଦିନିଆ ବରଗଡ଼ ଗସ୍ତରେ । ଅତାବିରା ସରଣ୍ଡାରୁ ଗସ୍ତ ଆରମ୍ଭ କରିଛନ୍ତି ଫାଇଭ୍ ଟି ସଚିବ । ଦୁଇ ଦିନିଆ ଗସ୍ତ କାଳରେ ସେ ଜିଲ୍ଲାର ସମସ୍ତ ୫ଟି ନିର୍ବାଚନ ମଣ୍ଡଳୀ ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପର ସ୍ଥିତି ସମୀକ୍ଷା କରିବେ । ବିଭିନ୍ନ!-->…
Read More...
Read More...
ଆଜି ବି ବର୍ଷିବ: ୯ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଭୁବନେଶ୍ବର: ଗତ କିଛି ଦିନ ହେଲା ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ମୌସୁମୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆହୁରି ସକ୍ରିୟ କରିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର!-->…
Read More...
Read More...
ସମ୍ ଅଲ୍ଟିମେଟ୍ରେ ବିଏଲ୍ଏସ୍ ଓ ଏସିଏଲ୍ଏସ୍ ପ୍ରୋଭୋଇଡର କୋର୍ସ ଉଦ୍ଘାଟନ
ଭୁବନେଶ୍ୱର, ଜୁନ୍ ୨୪ : ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶୁକ୍ରବାର ବେସିକ୍ ଲାଇଫ୍ ସପୋର୍ଟ (ବିଏଲ୍ଏସ୍ )ଓ ଆଡଭାନ୍ସ କାର୍ଡିଆକ୍ ଲାଇଫ୍ ସପୋର୍ଟ (ଏସିଏଲ୍ଏସ୍) ର ୩ ଦିନିଆ ପ୍ରୋଭାଇଡର କୋର୍ସ ଉଦ୍ଘାଟନ ହୋଇଯାଇଛି । ସମ୍ ଅଲ୍ଟିମେଟ୍ ମେଡିକେୟାର, ଭୁବନେଶ୍ୱର ଇଣ୍ଡିଆନ୍ ସୋସାଇଟି ଅଫ୍!-->…
Read More...
Read More...