ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

Uncategorized

ଆଉ ୩ ଜିଲ୍ଲାରେ ଗଡିବ ମୋ ବସ

ଭୁବନେଶ୍ବର: ଓଡ଼ିଶାର ଆଉ ୩ ଜିଲ୍ଲାରେ ଗଡିବ ମୋ ବସ । ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ମୋ ବସ୍ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।  ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ…
Read More...

ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ୫ ଜିଲ୍ଲାର ଏସପିଙ୍କ ସହ ୧୮ ଆଇପିଏସ ଅଧିକାରୀ। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଏ.ଏମ. ପ୍ରସାଦଙ୍କୁ ସରକାର ମାନବାଧିକାର ସୁରକ୍ଷା ସେଲ୍‌ର ସ୍ପେଶାଲ ଡିଜି ଭାବେ ନିଯୁକ୍ତ ଦେଇଛନ୍ତି  ।…
Read More...

ଗଡିଲା ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’

ପୁରୀ: ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡରେ ପୁରୀ-ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ…
Read More...

ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ । ୩ହଜାର ୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ । ଚଳିତବର୍ଷ ମାଟ୍ରିକ ପାସ୍ ହାର ୯୬.୪ ପ୍ରତିଶତ ରହିଛି । ଛାତ୍ରୀଙ୍କ…
Read More...

କାଳବୈଶାଖୀ ପ୍ରଭାବରେ ଚିଲିକାରେ ବୁଡିଲା ଡଙ୍ଗା, ଜଣେ ନିଖୋଜ

ଖୋର୍ଦ୍ଧା: ଆଜି ଅପରାହ୍ଣରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ଚିଲିକା ଉପକୂଳ ଟାଙ୍ଗୀବ୍ଲକ ଅଧୀନ ସରସ୍ୱତୀନଗର ମତ୍ସଜୀବୀଙ୍କର ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ବାଲିପାଟପୁର ପଂଚାୟତର ସରସ୍ୱତୀନଗର ମତ୍ସ୍ୟଜୀବୀ ସଂଘର ଦୁଷ୍ମନ୍ତ ବେହେରା, ମଳୟ ରଂଜନ ବେହେରାଙ୍କ…
Read More...

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୯ଜଣଙ୍କ ମୃତ୍ୟୁ

ମେଦିନାପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ମଙ୍ଗଳବାର ଦିନ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି…
Read More...

କଲମ୍ବୋରେ ଆୟୋଜିତ ଆଇଆଇଆଇଇ ସିଇଓ ସମ୍ମିଳନୀରେ ସୋଆ ସମ୍ମାନିତ

ଭୁବନେଶ୍ୱର, ୧୬/୦୫ : ଜାତୀୟ ସ୍ତରୀୟ ବୃତିଗତ ଅନୁଷ୍ଠାନ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍‌ ଇଞ୍ଜିନିୟରିଂ (ଆଇଆଇଆଇଇ) ପକ୍ଷରୁ ଶ୍ରୀଲଙ୍କାର କଲମ୍ବୋରେ ନିକଟରେ ଆୟୋଜିତ ଏହାର ୨୩ତମ ସିଇଓ ସମ୍ମିଳନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସମ୍ମାନଜନକ “ପରଫର୍ମାନ୍ସ…
Read More...

ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ: ସିବିଏସଇ ଦଶମ ରେଜଲ୍ଟ ପ୍ରକାଶିତ । ଏବର୍ଷ ଦେଶର ପାସ ହାର ରହିଛି ୯୩.୧୨% । ଗତବର୍ଷ ତୁଳନାରେ ଦେଶରେ କମିଛି ପାସ ହାର । ଚଳିତବର୍ଷ ୨୪,୪୮୦ ସ୍କୁଲରେ ପରୀକ୍ଷା ଦେଇଥିଲେ ୩୪ ଲକ୍ଷ ୮୦ହଜାର ଛାତ୍ରଛାତ୍ରୀ । ଚଳିତବର୍ଷ ଦିଲ୍ଲୀଠାରୁ ଓଡ଼ିଶା ରିଜିଅନରେ ଭଲ ରେଜଲ୍ଟ ହୋଇଛି ।…
Read More...

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ଗତ ଫେବ୍ରୁଆରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସଇ ଦଶମ ଏବଂ ଏପ୍ରିଲ ୫…
Read More...

ମଧ୍ୟପ୍ରଦେଶର କୁନୋ ଉଦ୍ୟାନରେ ଆଜି ଆଉ ଏକ ଚିତାର ମୃତ୍ୟୁ

ଭୋପାଳ: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଜି ଆଉ ଏକ ଚିତାର ମୃତ୍ୟୁ ହୋଇଛି । ମାଇ ଚୀତା ଧୀରା ମୃତ୍ୟୁବରଣ କରିଛି । ତେବେ ଏହି ଚୀତାର ମୃତ୍ୟୁ କୌଣସି ରୋଗରେ ନୁହେଁ ବରଂ ଅନ୍ୟ ଏକ ଚିତା ସହ ଲଢ଼େଇରେ ହୋଇଛି । ଦକ୍ଷିଣ ଆଫ୍ରିକାରୁ ଆସିଥିବା ଚିତା ଧୀରା ଅନ୍ୟ ଏକ ଚିତା ସହ ଲଢେଇ…
Read More...