ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category

Uncategorized

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୪୮ ଘଣ୍ଟା ରେ ନେବ ଲଘୁଚାପ ର ରୂପ

ଭୁବନେଶ୍ବର: ପୂର୍ବାନୁମାନ ଅନୁଯାୟୀ ଆଜି ଦକ୍ଷିଣ - ପୂର୍ବ ବଙ୍ଗୋପସାଗର ନିକଟସ୍ଥ ଅଞ୍ଚଳ ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଆହୁରି ଘନିଭୂତ ହୋଇ ୯ ରେ ଡିପ୍ରେସନ୍ ର ରୂପ ନେଇ ଉତ୍ତର ଦିଗ ରେ ଅଗ୍ରସର ହୋଇ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ
Read More...

ଏକ ବର୍ଷ ମଧ୍ୟରେ ସୋଆ ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ୫୦୦୦ ରୁ ଊର୍ଦ୍ଧ୍ୱ ପଶୁପକ୍ଷୀ

ଭୁବନେଶ୍ୱର, ମେ ୫: ଗୋଟିଏ ବର୍ଷ ତଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆରମ୍ଭ ହୋଇଥିବା ସହରାଂଚଳ ପଶୁ ଚିକିତ୍ସାଳୟ (ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍‌)ରେ ବର୍ଷକ ମଧ୍ୟରେ ପ୍ରାୟ ୫୫୨୭ ପଶୁପକ୍ଷୀଙ୍କର ବିଭିନ୍ନ ରୋଗର ଚିକିତ୍ସା କରାଯାଇ ପାରିଛି । ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍
Read More...

ଏନକାଉଣ୍ଟରରେ ପ୍ରାଣ ହରାଇଲେ ୨ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀର ବାରମୁଲ୍ଲାରେ ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟି ପ୍ରାଣ ହରାଇଛନ୍ତି ୨ ଜଣ ଆତଙ୍କବାଦୀ। ବାରମୁଲ୍ଲାର ବାନିଗାଓଁ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି ଆତଙ୍କବାଦୀ। ସେମାନଙ୍କଠାରୁ ଏକେ-୪୭ ସମେତ ବହୁ ଅସ୍ତ୍ରଶସ୍ତ୍ର ଜବତ
Read More...

ମଣିପୁର ହିଂସା ନେଇ ରାଜ୍ୟର ୮ଜିଲ୍ଲାରେ କର୍ଫ୍ୟୁ ଜାରି

ଇମ୍ଫାଲ୍: ମଣିପୁର ହିଂସାା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ସେନା କରିଛି ଫ୍ଲାଗମାର୍ଚ୍ଚ । ରାଜ୍ୟର ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି। ଇମ୍ଫାଲରେ ହିଂସା ପରେ ଗତ ରାତିରେ ମଣିପୁରର ୮ ଜିଲ୍ଲାରେ
Read More...

ଘାଟିରେ ଓଲଟିଲା ଅଟୋ; ୧୫ରୁ ଅଧିକ ଆହତ

ମୋହନା: ଆଜି ସକାଳ ପ୍ରାୟ ୧୦ଟାରେ ଏକ ଅଟୋ, ଯାତ୍ରୀଙ୍କୁ ନେଇ ଗୋଛାଗୁଡାରୁ ଲୁହାଗୁଡ଼ି ସାପ୍ତାହିକ ହାଟକୁ ଯାଉଥିଲା। ଏହି ସମୟରେ ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ପ୍ରାୟ ୧୦ ଫୁଟ ତଳକୁ ଓଲଟି ପଡିଥିଲା। ମୋହନା ଥାନା ଗୁଛାଗୁଡ଼ା ଘାଟିରେ ଆଜି ଏହି ଦୁର୍ଘଟଣା ଘଟିଛି।
Read More...

ଜମ୍ମୁ ଓ କଶ୍ମୀରର ସେନା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀର କିଶତୱାଡର ଏକ ଜଙ୍ଗଲରେ ସେନା ହେଲିକପ୍ଟର ଦୁର୍ଘଟଣାଗସ୍ତ ହୋଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍ । ଉଡାଣ ଭରିବାର ୧୫ ମିନିଟ ପରେ ଦୁର୍ଘଟଣା ଘଟିଥିବା ସୂଚନା ମିଳୁଛି। ଭାରତୀୟ ସେନାର ଏଏଲଏଚ୍ ଧ୍ରୁବ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଏଥିରେ
Read More...

ନିଜ ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

ମୟୂରଭଞ୍ଜ: ନିଜ ଜନ୍ମମାଟିରେ ମହାମହିମ। ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ ରେ ଓହ୍ଲାଇଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ
Read More...

ସିଙ୍ଗାପୁର ଓ ବ୍ୟାଙ୍କକକୁ ଉଡିବ ବିମାନ: ଟିକେଟ ବିକ୍ରିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ଟିକେଟ ବିକ୍ରିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁନ ୩ ତାରିଖରୁ ବ୍ୟାଙ୍କକ୍ ଓ ସିଙ୍ଗାପୁରକୁ ଚାଲିବ ଇଣ୍ଡିଗୋ ବିମାନ । ମେ ୧୫ ତାରିଖରୁ ଦୁବାଇକୁ ଚାଲିବ ବିମାନ ଏବଂ ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଦୁବାଇ ଟିକେଟ
Read More...

୩ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ବର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ
Read More...

ଅଗ୍ରିଆ ସମାଜ ପାଇଁ ଜମି ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି । ସେମାନେ ନିକଟରେ
Read More...