ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ
Browsing Category

Uncategorized

୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ବିଜ୍ଞପ୍ତି ଜାରି କରିଛି। ଉଲ୍ଲେଖଯୋଗ୍ୟ, ଆସନ୍ତା କାଲି ସକାଳ ୭ଟା‌ରେ
Read More...

ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି

ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧିଘୋଷଣା କଲେ ମୁଖ୍ୟମନ୍ତ୍ରୀମୃତ୍ୟୁ କ୍ଷେତ୍ରରେ ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି ଭୁବନେଶ୍ବର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ
Read More...

ସମ୍ଭାବ୍ୟ ବାତ୍ୟାକୁ ନେଇ କଣ କହୁଛି ପାଣିପାଗ ବିଭାଗ ?

ଭୁବନେଶ୍ବର: ଆସନ୍ତା ୦୫ ରୁ ରାଜ୍ୟ ର ଅନେକ ଅଞ୍ଚଳ ରେ ଦିନ ତାପମାତ୍ରା ପ୍ରାୟ ୩-୫°ସି ଯାଏଁ ବଢିବ ତେଣୁ ଦିନ ରେ ଟାଣ ଖରା ସହ ଗୁଳୁଗୁଳି ର ପ୍ରଭାବ ରହିବ। ଏହା ସହ ୦୫ ରୁ କାଳବୈଶାଖୀ ଜନିତ ବର୍ଷା ର ପରିମାଣ ହ୍ରାସ ପାଇବ। ଅନ୍ୟପଟେ ପାଣିପାଗ ବିଭାଗର କହିବା ଅନୁସାରେ; ୦୬ ମେ, ରେ
Read More...

ପୁରୀ ସମୁଦ୍ରରେ ବୁଡି ୨ ବଙ୍ଗୀୟ ପର୍ଯ୍ୟଟକ ମୃତ

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବାବେଳେ ଅଘଟଣ । ସମୁଦ୍ରରେ ବୁଡି ୨ ବଙ୍ଗୀୟ ପର୍ଯ୍ୟଟକ ମୃତ । ଗାଧୋଉଥିବା ବେଳେ ସମୁଦ୍ରରେ ବୁଡିଗଲେ ତିନି ପର୍ଯ୍ୟଟକ। ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ୨ ପର୍ଯ୍ୟଟକ ପଶ୍ଚିମବଙ୍ଗ ହାୱଡାର ବୋଲି
Read More...

ତଳକୁ ଖସିଲା ଉତ୍କଳ ବିଶ୍ବବିଦ୍ୟାଳୟର ମାନ୍ୟତା

ଭୁବନେଶ୍ବର: ଏ ପ୍ଲସ ଗ୍ରେଡରୁ ଖସି ବାଣୀବିହାର ପାଇଛି ଏ ଗ୍ରେଡ । ବିଶ୍ୱବିଦ୍ୟାଳୟ ଗୁଡିକର ମାନ୍ୟତା ଧାର୍ଯ୍ୟ କରିବାକୁ ଗଠନ କରାଯାଇଛି ନ୍ୟାସନାଲ ଆସେସମେଂଟ ଆଣ୍ଡ ଆକ୍ରିଡେନଓ କାଉନସିଲ, ନାକ୍ । ଆଉ ୩.୧୬ ପଂଏଟ ସ୍କୋର ସହ ରାଜ୍ୟର ଏହି ସର୍ବପୁରାତନ ବିଶ୍ୱବିଦ୍ୟାଳୟ ଏ ପ୍ଲସରୁ ଏ
Read More...

ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍ ସତ୍ୟବ୍ରତ ସାହୁ। ଉଲ୍ଲେଖଯୋଗ୍ୟ; ଦକ୍ଷିଣ ବଙ୍ଗପୋସାଗରରେ ଆସୁଥିବା ଲଘୁଚାପ ଓ ପରବର୍ତ୍ତୀ ସମୟରେ
Read More...

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ରଞ୍ଜନ ଦାଶ

ପୁରୀ: ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଇଛନ୍ତି ରଞ୍ଜନ ଦାଶ। ସ୍ଥାୟୀ ପ୍ରଶାସକ ଭାବେ ଯୋଗଦାନ ପରେ ସେ ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ସେବାରେ କାର୍ଯ୍ୟ କରିବେ ବୋଲି ମତ ଦେଇଛନ୍ତି। ଆଗକୁ ରଥଯାତ୍ରା ଥିବା ବେଳେ ତା ପୂର୍ବରୁ
Read More...

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ କ୍ରମେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ ପୁଲିସ ଷ୍ଟେସନ। ଏଥିସହ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି। ସେହିପରି କେନ୍ଦୁଝର ଓ ବଡବିଲରେ ୨ଟି ଟ୍ରାଫିକ ପୋଲିସ ଷ୍ଟେସନ ହେବ। ଏଥିପାଇଁ ୨୪ଟି ଅତିରିକ୍ତ
Read More...

ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇ ଆଲର୍ଟ

ଭୁବନେଶ୍ବର: ଛତିଶଗଡରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ବି ହାଇଆଲର୍ଟ ଜାରି ରହିଛି । ପୂର୍ବରୁ ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ହାଇଆଲର୍ଟ ଜାରି ହୋଇଥିବା ବେଳେ ଏବେ ବରଗଡ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ସୂଚନା
Read More...

ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୨ ରେଜଲ୍ଟ

ଭୁବନେଶ୍ବର: ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୨ ପରୀକ୍ଷା ଫଳ । ଶନିବାର ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ପ୍ରକାଶ ପାଇଛି । ସର୍ବଭାରତୀୟସ୍ତରରେ ୪୩ ପରୀକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ସ୍କୋର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଟପ ରାଙ୍କର ପ୍ରାୟ ୨.୫ ଲକ୍ଷ
Read More...