ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ
Browsing Category

Uncategorized

ଆସନ୍ତା ମାସରୁ ଛେନା, ପନିର, କଞ୍ଚା ଖୁଆର ଦର ବୃଦ୍ଧି ହେବ

କଟକ: ମେ’ ପହିଲାରୁ ଛେନା, ପନିର, କଞ୍ଚା ଖୁଆର ଦର ବୃଦ୍ଧି ହେବ । ଏନେଇ କଟକ ଜିଲ୍ଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି । ବର୍ଦ୍ଧିତ ଦର ଅନୁଯାୟୀ ଛେନା କିଲୋ ପିଛା ୧୯୫ ଟଙ୍କା, ପନିର କିଲୋ ପିଛା ୨୫୫ ଟଙ୍କା, କଞ୍ଚା ଖୁଆ କିଲୋ ପିଛା ୩୨୦ ଟଙ୍କାରେ ବିକ୍ରି ହେବ
Read More...

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ପ୍ରଶଂସା କଲେ…

ଭୁବନେଶ୍ୱର,୨୫/୦୪: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ତୃତୀୟ ଦିନ ରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା
Read More...

ଆସନ୍ତା ୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା!

ଭୁବନେଶ୍ବର; ଉତ୍ତର ପୂର୍ବ ବାଂଲାଦେଶ ଓ ନିକଟବର୍ତ୍ତୀ ଅଞ୍ଚଳ ରେ ସମୁଦ୍ର ପତନ ଠାରୁ ୧.୫କିମି ଉପରେ ଏକ ଟ୍ରପ ରେଖା ସକ୍ରିୟ ରହିଛି । ଏହି କ୍ଷେତ୍ର ପ୍ରଭାବ ରେ ବଙ୍ଗୋପସାଗର ରୁ ଜାଳୀୟବାଷ୍ପ ପୂର୍ଣ୍ଣ ଆଦ୍ର ପୂର୍ବ ଦିଗ ରୁ ବାୟୁ ପ୍ରବାହ ହେତୁ ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ
Read More...

ଜି -୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା”ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ପ୍ରଦର୍ଶିତ

ଭୁବନେଶ୍ୱର, ୨୪/୦୪: ଆଇଏମଏମ୍‌ଟି ପରିସରରେ ରବିବାର ଜି-୨୦ ଏଜୁକେସନ୍ ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଛାତ୍ରଛାତ୍ରୀଙ୍କ ୪ ଟି ଷ୍ଟାର୍ଟ ଅପ୍ ପ୍ରଦର୍ଶିତ ହୋଇଛି । ଏହି କାର୍ଯ୍ୟକ୍ରମକୁ
Read More...

ପାରସ୍ପରିକ ସହଭାଗିତା ନେଇ ସୋଆ ଏବଂ ୟୁଏସ୍‌ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୪/୦୪: ପାରସ୍ପରିକ ସହଭାଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇଟି ସର୍ଭିସେସ୍ ଓ ସଲ୍ୟୁସନ୍ସ କ୍ଷେତ୍ରରେ କାର୍ଯ୍ୟରତ ଥିବା କମ୍ପାନୀ ୟୁଏସ୍‌ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ସୋମବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି ।ଏହି ବୁଝାମଣାଟି ସୋଆର ପ୍ରୋ-
Read More...

ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା

ଭୁବନେଶ୍ୱର, ୨୪/୦୪: ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ (ସିଏସ୍‌ଆର୍‌) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା
Read More...

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ। ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି  । ସେହିପରି ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ମସିହାକୁ ବୃଦ୍ଧି କରାଯିବା
Read More...

ପଞ୍ଚଭୂତରେ ଲୀନ ହେଲା ସହିଦ ଦେବାଶିଷଙ୍କ ପାର୍ଥୀବ ଶରୀର

ସତ୍ୟବାଦୀ: ଶହୀଦ ଦେବାଶିଷ ବିଶ୍ୱାଳ ଅମର ରହେ । ପୁଞ୍ଚରେ ଆତଙ୍କୀ ଆକ୍ରମଣରେ ସହିଦ ହୋଇଥିବା ସତ୍ୟବାଦୀର ସହିଦ ଦେବାଶିଷ ବିଶ୍ୱାଳ ପଞ୍ଚଭୂତରେ ଲୀନ ହୋଇଛନ୍ତି । ଜନ୍ମସ୍ଥାନ ଅଳଗୁମରେ ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି । ଅଳଗୁମ ଶ୍ମଶାନରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର ସମ୍ପନ୍ନ
Read More...

ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ଛାତ୍ରଛାତ୍ରୀଙ୍କୁ ୪ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ

ଭୁବନେଶ୍ୱର, ୨୧/୦୪: ଦୁର୍ଘଟଣା ଜନିତ ଅଗ୍ନିକାଣ୍ଡର ପ୍ରତିକାର ନିମନ୍ତେ ଏକ ଅଭିନବ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ । ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ୩ ଦିନିଆ ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍
Read More...

ଗବେଷଣା କ୍ଷେତ୍ରରେ ସହଯୋଗ ନିମନ୍ତେ ସୋଆ ଓ ଜିମ୍ବାୱେ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ବର: ବିଭିନ୍ନ ଏକାଡେମିକ୍ ଏବଂ ଆନୁସଙ୍ଗିକ କ୍ଷେତ୍ରରେ ସହଯୋଗ ଓ ଗବେଷଣା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଜିମ୍ବାୱେର ବିନ୍ଦୁରା ବିଶ୍ୱବିଦ୍ୟାଳୟ ଅଫ୍ ସାଇନ୍ସ ଏଜୁକେସନ୍ ମଧ୍ୟରେ ଗୁରୁବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଏକ
Read More...