Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category
Uncategorized
୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା
ଭୁବନେଶ୍ବର; ଖରାର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଆଜି ଦିନରେ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।
ସୂଚନାନୁସାରେ, ଆଜି ଦିନ ସାଢେ ୨ଟା ସୁଦ୍ଧା!-->!-->!-->…
Read More...
Read More...
ଅସହ୍ୟ ଖରାର ପ୍ରକୋପ ଆହୁରି ୩୬ ଘଣ୍ଟା !
ଭୁବନେଶ୍ବର: ସମଗ୍ର ରାଜ୍ୟ ରେ ଜାରି ରହିଛି ପ୍ରଚଣ୍ଡ ଖରା ର ପ୍ରକୋପ। ଦିନ କୁ ଦିନ ନୂଆ ରେକର୍ଡ କରୁଛି ତାତି। ପଶ୍ଚିମ ରୁ ଉପକୂଳ ସବୁଠାରେ ଅଧିକ ତାପମାତ୍ରା ରେକର୍ଡ ହେଉଛି। ଗତ କାଲି ବାରିପଦା, ନୂଆପଡ଼ା, ବଲାଙ୍ଗୀର ରେ ୪୪.୦ସି ଅତିକ୍ରମ କରିଥିଲା ପାରଦ। ଆଜି ମଧ୍ୟ ପ୍ରବଳ ଖର ଓ!-->…
Read More...
Read More...
ସୁରତ ସେସନ୍ସ କୋର୍ଟରୁ ନିରାଶ ହେଲେ ରାହୁଲ
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ମାନହାନି ମାମଲାରେ ରାହୁଲ କରିଥିବା ଆବେଦନକୁ ଖାରଜ କଲେ ସୁରଟ ସେସନ୍ସ କୋର୍ଟ । ମୋଦୀ ସାଙ୍ଗିଆ ବାବଦରେ ରାହୁଲ ଦେଇଥିବା ବୟାନକୁ ନେଇ ତଳ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ!-->…
Read More...
Read More...
ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ!-->…
Read More...
Read More...
ସରୋଜ ସାମଲ ହେଲେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ଆଇଏଏସ୍ ସରୋଜ କୁମାର ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସକାଳେ ବଦଳି ନିର୍ଦ୍ଦେଶ ପ୍ରକାଶ ପାଇବା ପରେ ଅପରାହ୍ନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଆଇଆଣ୍ଡପିଆର!-->!-->!-->…
Read More...
Read More...
ପୁଣି ଦୁଇ ଦିନ ବନ୍ଦ ହେଲା ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର
ଭୁବନେଶ୍ବର; ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣିଥରେ ସମସ୍ତ ସ୍କୁଲକୁ ଆଉ ୨ଦିନ ପାଇଁ ଛୁୂଟି ଘୋଷଣା କରିଛନ୍ତି । ଆସନ୍ତା ୧୯ ଓ ୨୦ତାରିଖ ଦୁଇଦିନ ଧରି ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର , ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ!-->…
Read More...
Read More...
ଆହୁରି ବଢ଼ିବ ତାତି: ଓଡ଼ିଶାର ୮ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଗକୁ ଆହୁରି ବଢ଼ିବ ତାତି। ତାପମାତ୍ରା ଆଗାମୀ ୨ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଆଗାମୀ ଦୁଇଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ୮ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼,!-->…
Read More...
Read More...
ସୋଆରେ ୮ଟି ଦେଶର ପ୍ରତିନିଧି: ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ନେଲେ ଉପଲବ୍ଧି
ଭୁବନେଶ୍ୱର, ୧୭/୦୪: ଓଡ଼ିଶାରେ ୧୯୯୯ ମହାବାତ୍ୟା ସାରା ରାଜ୍ୟକୁ ବିପର୍ଯ୍ୟସ୍ତ କରିଦେଇଥିବା ବେଳେ ଏହାର ପରବର୍ତୀ ସମୟରେ ଦୀର୍ଘ ୨୨ ବର୍ଷ ଧରି ରାଜ୍ୟ କିଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରି ଆସୁଛି ସେ ସମ୍ପର୍କରେ ଇଣ୍ଡିଆନ୍ କାଉନ୍ସିଲ୍ ଫର୍ କଲ୍ଚରାଲ ରିସର୍ଚ୍ଚ (ଆଇସିସିଆର୍)!-->…
Read More...
Read More...
ଆଜି ସବୁଠୁ ଉତ୍ତପ୍ତ ସହର ଝାରସୁଗୁଡା
ଭୁବନେଶ୍ବର: ଓଡ଼ିଶାର ସବୁଠି ଲୋକେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ାର ସର୍ବାଧିକ!-->…
Read More...
Read More...
କାଲିଠୁ ଆରମ୍ଭ ଅଙ୍ଗନବାଡି କେନ୍ଦ୍ର ସମେତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି!-->…
Read More...
Read More...