Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category
Uncategorized
ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ବିଦେଶୀ ରାଜନେତା ଓ ପ୍ରତିନିଧିଙ୍କ ପ୍ରଶଂସା
ଭୁବନେଶ୍ୱର, ୧୫/୦୪: ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଥିବା ଭାରତୀୟ ଗଣତାନ୍ତ୍ରିକ ଭାବଧାରା ସଂପର୍କରେ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ଗଣତାନ୍ତ୍ରିକ ଦେଶର ପ୍ରତିନିଧିମାନେ ଶନିବାର ଉଚ୍ଚ ପ୍ରଶଂସା କରିଛନ୍ତି । ଭାରତ ବିଶ୍ୱର କେବଳ ସର୍ବ ପୁରାତନ ନୁହେଁ ବରଂ ସର୍ବୋତମ!-->…
Read More...
Read More...
ରାଜ୍ୟର ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ
ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ତାରିଖରୁ ବନ୍ଦ ରହିଥିବା ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ । ତେବେ ସ୍କୁଲରେ ପାଠପଢ଼ା ସକାଳ ସାଢ଼େ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ଆଜି ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା!-->…
Read More...
Read More...
ଜି-୨୦ ଜନ ଭାଗିଦାରୀ : ସୋଆରେ ଫୁଡ ଫେଷ୍ଟିଭାଲ୍
ଭୁବନେଶ୍ୱର, ୧୪/୦୪ : ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦିନ ଏକ ଫୁଡ୍ଫେଷ୍ଟିଭାଲ୍ ଆୟୋଜିତ ହୋଇଯାଇଛି । ମହାବିଷୁବ ସଂକ୍ରାନ୍ତିରେ ସୋଆର ଛାତ୍ରଛାତ୍ରୀ ଓ ଫାକଲ୍ଟି ମାନଙ୍କ!-->…
Read More...
Read More...
ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଦ୍ଵାରା ଓଡିଶାରେ ସ୍ଥାପନ ହେବ ୧.୨ ଏମଟିପିଏ କ୍ଷମତା ସଂପନ୍ନ ରେଳ ମିଲ
ଅନୁଗୋଳରେ ସ୍ଥାପନ ହେବ ୧.୨ ଏମଟିପିଏ କ୍ଷମତା ସଂପନ୍ନ ନୂତନ ରେଳ ମିଲ,ରାୟଗଡ଼ ରେଳ ମିଲ ସହ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ସମୁଦାୟ ରେଳ ଉତ୍ପାଦନ କ୍ଷମତା ୨.୨ ଏମଟିପିଏ ହେବଦେଶରେ ମେଟ୍ରୋ ଏବଂ ରାପିଡ଼ ରେଳ ପରିବହନ ପ୍ରକଳ୍ପ ନିମନ୍ତେ ଜେଏସପି ୧୦୮୦ ଏଚଏଚ ରେଳ ଯୋଗାଉଛି
ଭୁବନେଶ୍ବର,ତା!-->!-->!-->…
Read More...
Read More...
ଆସନ୍ତା ୨ ଦିନ ହିଟ୍ ୱେଭ୍ ୱାର୍ଣ୍ଣିଂ; ସତର୍କ ରହିବାକୁ ପରାମର୍ଶ ଦେଲେ ଏସଆରସି
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର (ଏସଆରସି)। ସେ କହିଛନ୍ତି, ଅତି ଖରାବେଳେ ଶ୍ରମିକମାନେ କାମ କରନ୍ତୁ ନାହିଁ। ଠିକ୍ ସେହିପରି ଅତି ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ସେ ପରାମର୍ଶ ଦେଇଛନ୍ତି।
!-->!-->!-->…
Read More...
Read More...
ସୋଆରେ ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ କର୍ମଶାଳା; ଯୋଗ ଦେବେ ୮ଟି ଦେଶର ପ୍ରତିନିଧି
ଭୁବନେଶ୍ୱର, ୧୩/୦୪: ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଏପ୍ରିଲ ୧୫ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି!-->…
Read More...
Read More...
ନିୟମିତ ହେଲେ ରାଜ୍ୟର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ
ଭୁବନେଶ୍ୱର: ରାଜ୍ୟ ସରକାର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ନିୟମିତ କରିଛନ୍ତି । ଚୁକ୍ତିଭିତ୍ତିକ ଓ ଇନିସିଆଲ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ଚାକିରି ନିୟମିତ ହେବ। ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ । ଏହାଦ୍ବାରା ଉପକୃତ ହେବେ!-->…
Read More...
Read More...
ଜଳଭଣ୍ଡାରରେ ଡଙ୍ଗା ବୁଡିଜଣେ ମୃତ; ୩ ନିଖୋଜ
କୋରାପୁଟ: କୋରାପୁଟ କୋଲାବ ଜଳଭଣ୍ଡାର ତେନ୍ତୁଳିପଡ଼ା ଘାଟରେ ଡଙ୍ଗାବୁଡି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ନିଖୋଜ ଅଛନ୍ତି । ଡଙ୍ଗାରେ ମୋଟ ୮ଜଣ ଥିବାବେଳେ ସମସ୍ତେ ଉମ୍ବେଲ ଗାଁରୁ ଯାତ୍ରା ଦେଖି ସେମିଳିଗୁଡ଼ା ବ୍ଲକ ମୁଖିବିଡ଼ଇ ଗାଁକୁ ଫେରୁଥିଲେ । ଦେଶୀ ଡଙ୍ଗାରେ ଯିବାବେଳେ ହଠାତ!-->…
Read More...
Read More...
ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମାଂଚଳରେ ୨ହଜାର ପରିବର୍ତ୍ତେ ୩ହଜାର ଟଙ୍କା ଏବଂ ସହରାଂଚଳରେ ୩ହଜାର ପରିବର୍ତ୍ତେ ୪ହଜାର ଟଙ୍କାର ଆର୍ଥିକ ସହାୟତା ହରିଶ୍ଚନ୍ଦ୍ର ଯୋଜନାରେ ମିଳିବ । ଏହାସହିତ ହରିଶ୍ଚନ୍ଦ୍ର ସହାୟତା ଯୋଜନା ନିମନ୍ତେ!-->…
Read More...
Read More...
ଅସହ୍ୟ ତାତିରେ ଓଡିଶାବାସୀ କଲବଲ
ଭୁବନେଶ୍ବର: ଆକାଶରୁ ଖସୁଛି ନିଆଁ। ସବୁଆଡେ ପ୍ରବଳ ଖରା ଅନୁଭୁତ ହେଉଛି। ଆଜି ଦିନ ୨ଟା ୩୦ ସୁଦ୍ଧା ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ତାପମାତ୍ରା ଝାରସୁଗୁଡ଼ାବାସୀଙ୍କୁ ଅଧିକ ଅସ୍ତବ୍ୟସ୍ତ କରିଛି। ଝାରସୁଗୁଡ଼ାରେ ଆଜି ଦିନ ୨ଟା ୩୦ ମିନିଟରେ ତାପମାତ୍ରା ୪୨.୪ ଡ଼ିଗ୍ରି ରେକର୍ଡ!-->…
Read More...
Read More...