ପ୍ରମୁଖ ଖବର

ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ
ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି
କୁର୍ଣ୍ଣୁଲରେ ଜଳିଗଲା ବସ୍‌: ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ
Browsing Category

Uncategorized

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍

ହୀରାକୁଦ: ହୀରାକୁଦ ଗେଟ୍ ଖୋଲାଯିବା ସମୟରେ ଡ୍ରୋନ ଉଡ଼ାଇ ଭିଡିଓ ରେକର୍ଡ କଲେ ବ୍ଲଗର। ସୋସିଆଲ ମିଡିଆରେ ଭାଇରାଲ ହେଲା ଅପରେସନ ଗ୍ୟାଲେରୀର ଭିଡିଓ। ମିଷ୍ଟର ଓଡିଆ ବ୍ଲଗର ନାମକ ଏକ ଆକାଉଣ୍ଟରେ ନିଷିଦ୍ଧାଞ୍ଚଳରେ ଡ୍ରୋନ ଉଡ଼ାଇ ଏହାର ଭିଜୁଆଲ ପୋଷ୍ଟ ହୋଇଛି। ଡ୍ୟାମ, ସ୍ପିଲ ଓ୍ବେ ଉପରେ
Read More...

ଖୋଲିଲା ହୀରାକୁଦର ୨୦ଟି ଗେଟ୍

ଭୁବନେଶ୍ବର: ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍। ଆଜି ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି। ସକାଳ ୯ ଟାରେ ପ୍ରଥମେ ପରମ୍ପରା ମୁତାବକ ପୂଜାର୍ଚ୍ଚନା ପରେ ୭ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିଲା। ପରେ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଆଜି ସକାଳେ
Read More...

ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ ୪ଗୁରୁତର

ନୂଆଦିଲ୍ଲୀ: ଆଜି ସକାଳେ ପୁଣି ଆତଙ୍କବାଦୀ ଓ ସୈନ୍ୟଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ଯବାନ ସହିଦ ହୋଇଛନ୍ତି। ଏହା ସହିତ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଜମ୍ମୁ କାଶ୍ମୀର କୁପଓ୍ବାଡା ଜିଲ୍ଲାରେ ମାଛିଲ ସେକ୍ଟର
Read More...

ଆଳୁ ପାଇଁ ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଳୁ ଦର ବୃଦ୍ଧି ହୋଇ ଆକାଶଛୁଆଁ ହେବାରୁ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଶନିବାର ନୂଆ ଦିଲ୍ଲୀରେ ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ
Read More...

କୃଷି ବିଭାଗରେ ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ : ଅରବିନ୍ଦ ପାଢୀ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ ଓଡିଆ ଭାଷାରେ ସମ୍ପାଦନ କରାଯିବ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଶୁକ୍ରବାର ପତ୍ର ମାଧ୍ୟମରେ ଅବଗତ
Read More...

ରାଜ୍ୟରେ ବନ୍ଦ ହେଲା ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’

ଭୁବନେଶ୍ବର: ନବୀନ ସରକାରଙ୍କ ବହୁଚର୍ଚ୍ଚିତ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ (BSKY) ବଦଳିଲା। ଏହା ପରିବର୍ତ୍ତେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି ମୋହନ ସରକାର। ଏହା ସହ ମୋଦି ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟବୀମା ଯୋଜନା
Read More...

ଦେବ ପ୍ରସାଦଙ୍କ ଉପରୁ ଉଠିଲା ନିଲମ୍ବନ

ଭୁବନେଶ୍ବର: ରାଜ୍ୟ ସରକାର ଓଏଏସ୍‌ ଦେବ ପ୍ରସାଦ ଦାଶଙ୍କ ଉପରୁ ନିଲମ୍ବନ ଉଠାଇଛନ୍ତି। ତେବେ ନିଲମ୍ବନ ଉଠିବା ପରେ ତାଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଭାବେ ତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସାଧାରଣ ପ୍ରଶାସନ ଏବଂ ଜନ
Read More...

ବଦଳିଲା ଦର୍ବାର ହଲ୍ ଓ ଅଶୋକା ହଲର ନାମ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନର ଦର୍ବାର ହଲ୍ ଏବଂ ଅଶୋକା ହଲ୍ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଦର୍ବାର ହଲ୍ ‘ଗଣତନ୍ତ୍ର ମଣ୍ଡପ’ ଏବଂ ଅଶୋକ ହଲ୍ ‘ଅଶୋକ ମଣ୍ଡପ’ ନାମରେ ପରିଚିତ ହେବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନାମ ପରିବର୍ତ୍ତନକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି। ସୂଚନା
Read More...

ରାଜଧାନୀରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରି ଠାବ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରିରେ ବଡ଼ ଧରଣର ରେଡ଼। ରେଡ କଲା କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାଡ। ଭୁବନେଶ୍ୱର ଭୀମଟାଙ୍ଗୀ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ବିଭାଗ ସହାୟତାରେ ଚଢ଼ାଉ କରିଛି ସ୍ପେଶାଲ ସ୍କ୍ୱାଡ। ଚଢ଼ାଉ ବେଳେ ବିପୁଳ ପରିମାଣର ନକଲି ସସ୍,
Read More...

ଆର୍‌. ସନ୍ଥଗୋପାଳନ ହେଲେ ରାଜ୍ୟର ନୂଆ ସିଇଓ

ଭୁବନେଶ୍ବର: ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍‌ ସନ୍ଥଗୋପାଳନ। ୨୦୦୧ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ହେଉଛନ୍ତି ସନ୍ଥଗୋପାଳନ। ସନ୍ଥଗୋପାଳନଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ଭାବରେ ଇସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଇସିଆଇ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇ
Read More...