ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category

Uncategorized

ଆମେରିକାରେ ଭୟଙ୍କର ଝଡତୋଫାନ; ୨୫ରୁ ଅଧିକ ମୃତ

ଓ୍ୱାଶିଂଟନ: ଆମେରିକା ମିସିସିପି, ଆଲାବାମା ଓ ଟେନେସେରେ ଭୟଙ୍କର ଝଡ଼ ତୋଫାନ । ବିଭିନ୍ନ ସ୍ଥାନରେ ପ୍ରାଣ ହରାଇଛନ୍ତି ୨୫ ଲୋକ । ଆହତ ହୋଇଛନ୍ତି ଶତାଧିକ ଲୋକ । ତୋଫାନରେ ସହର ଛାରଖାର ହୋଇଯାଇଥିବାବେଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜରୁରୀକାଳୀନ ସ୍ଥିତି ଘୋଷଣା କରିଛନ୍ତି । ତୋଫାନରେ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଗଞ୍ଜାମ ଜିଲ୍ଲାରେ ୨୦୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ୟନଗରରେ ସାଧାରଣ ସଭା, ଉଦବୋଧନ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ୨୦ ହଜାର ଳୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ଆବଣ୍ଟନ ମିଶନ ଶକ୍ତି ମା ମନଙ୍କୁ ବିନା ସୁଧରେ ଋଣ ପ୍ରଦାନ ଡିସେମ୍ବର ସୁଦ୍ଧା ଗଞ୍ଜାମର ସବୁ ହାଇ ସ୍କୁଲ୍ ର ରୂପାନ୍ତର ହେବ
Read More...

ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର: ଆଜି ସରକାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିକୁଞ୍ଜବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୧୯୯୩ ବ୍ୟାଚ ଆଇଏସ ଅଫିସର ନିକୁଞ୍ଜବିହାରୀ ଧଳ । ସେହିଭଳି ବର୍ତ୍ତମାନ ରାଜ୍ୟ ମୁଖ୍ୟ ନିର୍ବାଚନ
Read More...

ନବୀନଙ୍କୁ ଭେଟିଲେ ମମତା

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି। ଆଜି ଦୁଇଦିନିଆ ପୁରୀ ଗସ୍ତ ଶେଷ କରି ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ନବୀନ-ମମତା ସାକ୍ଷାତ ଆଲୋଚନା ସମୟରେ
Read More...

ବିଶାଖାପାଟଣାରେ କୋଠା ଭୁଷୁଡି ୫ ମୃତ, ଅନେକ ଆହତ

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରେ ଭୁଷୁଡିଲା ୩ ମହଲା କୋଠା । ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି ୩ ଜଣ । ଆହତ ହୋଇଛନ୍ତି ୬ ଜଣ । ଆଜି ଭୋରରେ ବିଶାଖପାଟଣା ଅନ୍ତର୍ଗତ ରାମଯୋଗୀ ପେଟାରେ ଥିବା ଏକ ପୁରୁଣା ତିନି ମହଲା କୋଠା ଭୁଷୁଡ଼ି ଯାଇଥିଲା । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ
Read More...

ରାହୁଲ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ

ନୂଆଦିଲ୍ଲୀ: ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କଂଗ୍ରେସ ସାଂସଦ ତଥା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ମାମଲା ସୁରଟ କୋର୍ଟରେ ଚାଲିଥିଲା ବେଳେ, ମାମଲାର ଶୁଣାଣି କରି ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସୁରଟ କୋର୍ଟ । ‘ସବୁ ଚୋର
Read More...

ଆଜି ନବୀନଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ବର; ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଅପରାହ୍ନ ସାଢ଼େ ୪ଟାରେ ନବୀନ ନିବାସ ଯାଇ ମମତା ସେଠାରେ ନବୀନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମମତା କହିଛନ୍ତି ଯେ, ହକି ବିଶ୍ୱକପ୍ ସମୟରେ ତାଙ୍କୁ ଓଡ଼ିଶା ଆସିବାକୁ
Read More...

ଆଜି ଅପରାହ୍ମରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା

ପୁରୀ: ପୁରୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ଆଜି ଅପରାହ୍ମରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା । ବିଶେଷ ବ୍ୟବସ୍ଥା ମଧ୍ୟରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା
Read More...

ସୋଆରେ ଦୁଇ ଦିନ ଧରି ଚାଲିଥିବା ଷ୍ଟାର୍ଟଅପ୍ କନ୍‌କ୍ଲେଭ୍ ଉଦ୍‌ଯାପିତ

ଭୁବନେଶ୍ୱର, ୨୦/୦୩: କୃଷକମାନଙ୍କୁ ଜଳବାୟୁ ପରିବର୍ତନ ସହିତ ତାଳ ଦେଇ କୃଷିକାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ସାମାଜିକ ଉଦ୍ୟୋଗ ଲାଇଭ୍‌ଲିହୁଡ୍ ଅଲ୍ଟରନେଟିଭ୍‌ସ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ରୁରାଲ୍ ମ୍ୟାନେଜମେଂଟ ଆନନ୍ଦ (ଇର୍ମା)-ଆଇସିଡ୍
Read More...

କେରଳରେ ପ୍ରଥମ କରି ଜଣେ କିନ୍ନର ହେଲେ ଆଇନଜୀବୀ

କେରଳ, କେରଳରେ ପ୍ରଥମ କରି ଜଣେ କିନ୍ନର ପଦ୍ମାଲକ୍ଷ୍ମୀ ଆଇନଜୀବୀ ହୋଇଛନ୍ତି। ତାଙ୍କର ଏହି ସଫଳତାକୁ ନେଇ କେରଳର ଆଇନ୍ ମନ୍ତ୍ରୀ ପି ରାଜୀବ ବ୍ୟକ୍ତିଗତ ଭାବେ ପଦ୍ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କର ଇନଷ୍ଟାଗ୍ରାମ ଆକାଉଣ୍ଟରେ ପଦ୍ମାଙ୍କ ଫଟୋ ସେୟାର କରି ତାଙ୍କୁ ଅଭିନନ୍ଦନ
Read More...