ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category

Uncategorized

ଫାର୍ମା ଜଗତରେ ନିରନ୍ତର ବିକାଶ ଆଣିବା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ

ଭୁବନେଶ୍ୱର, ୦୧/୦୩: ନିୟମିତ ଭାବେ ଜ୍ଞାନ ବୃଦ୍ଧି କର ଏବଂ ବିକାଶ ପ୍ରକ୍ରିୟା ବିଷୟରେ ଅବଗତ ରହିଲେ ଭବିଷ୍ୟତରେ ଆଗକୁ ଯିବ ବୋଲି କହିଛନ୍ତି କୋଲକାତା ସ୍ଥିତ ୱିପ୍ରୋ ଡିଜିଟାଲ୍ ଅପରେସନ୍ସ ଆଣ୍ଡ ପ୍ଲାଟଫର୍ମସର ସିନିୟର ମ୍ୟାନେଜର ଡାକ୍ତର ସୁଶାନ୍ତ ସେନାପତି । ବୁଧବାର ଶିକ୍ଷା ଓ ଅନୁସନ୍ଧାନ
Read More...

ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା

ଭୁବନେଶ୍ବର; ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା। ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ,
Read More...

ଲୋୟର ପିଏମଜିରେ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ

ଭୁବନେଶ୍ବର; ଲୋୟର ପିଏମଜିରେ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ନବ ଦାସ ହତ୍ୟା ମାମଲାକୁ ନେଇ ଭୁବନେଶ୍ୱର ଲୋୟର ପିଏମଜିରେ ବିଜେପିର ଯୁବମୋର୍ଚ୍ଚା ରାଲି ହୋଇଥିଲା । ରାଲିକୁ ପୋଲିସ ଅଟକାଇବା ସମୟରେ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଏଣୁ ବିଜେପି
Read More...

ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା

ଭୁବନେଶ୍ୱର: ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୮୯ ବ୍ୟାଚର IAS ହେଉଛନ୍ତି ପ୍ରଦୀପ କୁମାର ଜେନା । ବର୍ତ୍ତମାନର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ସରୁଥିବା ବେଳେ ଏହା ପୂର୍ବରୁ
Read More...

ଓଇଆରସି ର ପରବର୍ତ୍ତୀ ଅଧ୍ୟକ୍ଷ ହେବେ ସୁରେଶ ମହାପାତ୍ର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ବିଦ୍ୟୁତ ନିୟାମକ ପ୍ରାଧିକରଣ (ଓଇଆରସି)ର ପରବର୍ତ୍ତୀ ଅଧ୍ୟକ୍ଷ ହେବେ। ଶକ୍ତି ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।। ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦରୁ ସୁରେଶ
Read More...

ଚିକିତ୍ସା ପାଇଁ ଦିଲ୍ଲୀରୁ ହାଇଦ୍ରାବାଦ ଗଲେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ବର; ଅଧିକ ଚିକିତ୍ସା ପାଇଁ ଦିଲ୍ଲୀରୁ ହାଇଦ୍ରାବାଦ ଗଲେ ଅଭିନେତା ପିଣ୍ଟୁ ନନ୍ଦ। ଆଜି ତାଙ୍କୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି। ଲିଭର ସିରୋସିସ ରୋଗରେ ପୀଡ଼ିତ ଥିବା ପିଣ୍ଟୁ ନନ୍ଦ ଗତ ୭ ତାରିଖରେ ନୂଆ ଦିଲ୍ଲୀସ୍ଥିତ ILBS ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
Read More...

ବିଶ୍ୱ ଭୂଷଣ ହରିଚନ୍ଦନ ହେଲେ ଛତିଶଗଡର ନବମ ରାଜ୍ୟପାଳ

ଛତିଶଗଡ; ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ ଛତିଶଗଡର ନବମ ରାଜ୍ୟପାଳ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି। ରାଜ୍ୟ ରାଜଧାନୀ ରାୟପୁରର ରାଜଭବନରେ ଏକ ଭବ୍ୟ ସମାରୋହରେ ବିଶ୍ୱ ଭୂଷଣ ଶପଥ ଗ୍ରହଣ କରିଛନ୍ତି। ଛତିଶଗଡ ହାଇକୋର୍ଟର ପ୍ରଧାନ ବିଚାରପତି ଅରୁପ କୁମାର
Read More...

ରାସ୍ତାରୁ ହଟିବ ୨୦ ଲକ୍ଷରୁ ଅଧିକ ପୁରୁଣା ଗାଡ଼ି

ଭୁବନେଶ୍ୱର: ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଫିଟନେସ ଠିକ୍ ନଥିବା ଯାନକୁ ସ୍କ୍ରାପ କରାଯିବ। ରାଜ୍ୟରେ ୨୦ ଲକ୍ଷରୁ ଅଧିକ ଗାଡ଼ି ରାସ୍ତାରୁ ହଟିବ। କେଉଁ କେଉଁ ଗାଡ଼ି ହଟିବ ସେ ନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ୧୫ ବର୍ଷରୁ ଉଦ୍ଧ୍ୱର୍
Read More...

ନବ ଦାସ ମୃତ୍ୟୁ ମାମଲାରେ ଗୃହରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପୁଣି ଅଚଳ ହୋଇଛି ବିଧାନସଭା। ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଗୃହର ମଧ୍ୟଭାଗକୁ ଆସି ବି‌ରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଛନ୍ତି। ଏହି ହଟ୍ଟଗୋଳ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁଚାଷ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର, ୨୧/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତୁଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...