Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
Uncategorized
ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁଚାଷ ପ୍ରଶିକ୍ଷଣ ଶିବିର
ଭୁବନେଶ୍ୱର, ୨୧/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତୁଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।
!-->!-->!-->…
Read More...
Read More...
କ୍ୟାରିୟର ଗଠନ ନିମନ୍ତେ ସୋଆର ପୁରାତନ ଛାତ୍ରଙ୍କ ଦ୍ୱାରା ଦୁଇଟି ପୁସ୍ତକ ରଚିତ
ଭୁବନେଶ୍ୱର, ୨୧/୦୨: ଛାତ୍ରଛାତ୍ରୀମାନେ ବୃତିଗତ ଦୁନିଆରେ ଓ ପ୍ରତିଯୋଗିତାମୂଳକ ପରିବେଶରେ ନିଜ ସ୍ଥିତିକୁ ସୁଦୃଢ଼ କରିବାର ମନ୍ତ୍ର ଦେବାର ଉଦ୍ଦେଶ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଦୁଇଜଣ ପୁରାତନ ଛାତ୍ର ଦୁଇଟି ପୁସ୍ତକ ରଚନା କରିଛନ୍ତି ।
ସୋଆର ପୁରାତନ ଛାତ୍ର ଅରବିନ୍ଦ ଦାସ!-->!-->!-->…
Read More...
Read More...
ଅଙ୍ଗନୱାଡି କର୍ମୀ ଓ ସହାୟକଙ୍କ ପାଇଁ ବଦଳିଲା ନିୟମ
ଭୁବନେଶ୍ବର; ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ନିଯୁକ୍ତି ପାଇଁ ବଦଳିଲା ନିୟମ । ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ୧୮ରୁ ୩୫ ବର୍ଷ ବୟସ୍କା ସର୍ବନିମ୍ନ ଦ୍ୱାଦଶ ଉତୀର୍ଣ୍ଣ ପ୍ରାର୍ଥୀନି ଏଥିପାଇଁ ଯୋଗ୍ୟ ବିବେଚିତ!-->…
Read More...
Read More...
ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଜଣେ ଛାତ୍ରୀ ମୃତ,୨୫ ଗୁରୁତର
ସୋର: ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଶୁକ୍ରବାର ଜଣେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ୨୫ ଜଣ ଅସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ସେପଟେ ଜଣାପଡ଼ିଛି ଏହି କନ୍ୟାଶ୍ରମରେ ଗତକାଲି!-->…
Read More...
Read More...
ଆସନ୍ତାକାଲି ଦିନିକିଆ ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର/ବରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିନିକିଆ ବରଗଡ଼ ଗସ୍ତରେ ଯିବେ। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପଦ୍ମପୁର, ପାଇକମାଳ ଓ ଝାରବନ୍ଧରେ ଏକାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ। ସେହିପରି ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଚେକ୍!-->…
Read More...
Read More...
ଆଜି ଦକ୍ଷିଣ ଆଫ୍ରିକାରୁ ଆସିବେ ଆଉ ୧୨ ଚିତା
ନୂଆଦିଲ୍ଲୀ: ଆଜି ଦକ୍ଷିଣ ଆଫ୍ରିକାରୁ ଆସିବେ ଆଉ ୧୨ ବିରଳ ଚିତା । ଭାରତରୁ ଯାଇଥିବା ସି-୧୭ ପରିବହନ ବିମାନରେ ଭାରତରେ ପହଞ୍ଚିବେ ଅତିଥି । ବିମାନଟି ମଧ୍ୟପ୍ରଦେଶ ଗ୍ୱାଲିୟର ଏୟାରଫୋର୍ସ ବେସରେ ପହଞ୍ଚିବା ପରେ ବାୟୁସେନା ହେଲିକପ୍ଟରରେ ସେମାନଙ୍କୁ ୧୬୫ କିଲୋମିଟର ଦୂର ସେଓପୁର ଜିଲ୍ଲା କୁନୋ!-->…
Read More...
Read More...
ବିଏମସି କାର୍ଯ୍ୟାଳୟର ନୂଆ ଠିକଣା
ଭୁବନେଶ୍ୱର: ସତ୍ୟନଗର ସ୍ଥିତ ଆଇସିଏମଓସି ୧୨ ମହଲା ବିଶିଷ୍ଟ କୋଠାକୁ ସ୍ଥାନାନ୍ତର ହେଲା ବିଏମସି କାର୍ଯ୍ୟାଳୟ । ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଇସିଏମଓସି କୋଠା ସମ୍ପର୍କିତ ଭିଡିଓ ସ୍କ୍ରିନିଂ ପରେ ବିଏମସି ପକ୍ଷରୁ ପ୍ରସ୍ତୁତ ସଫା ଆପକୁ ଲୋକାର୍ପିତ କରିଛନ୍ତି!-->…
Read More...
Read More...
ଆରମ୍ଭ ହେଲା ତିନି ଦିନିଆ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’
ଭୁବନେଶ୍ୱର; ଆଜିଠୁ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡ଼ିଆରେ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’ ଆରମ୍ଭ ହୋଇଛି । ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବ ଏହି ମହୋତ୍ସବ। ଚଳିତ ବର୍ଷର ରାଜ୍ୟ କୃଷି ମହୋତ୍ସବର ଶୀର୍ଷକ ହେଉଛି ’କୃଷି ବିକାଶରେ ନୂତନ ଜ୍ଞାନ କୌଶଳ’। ନିଆରା ଢ଼ଙ୍ଗରେ ଏକ!-->…
Read More...
Read More...
ପାଣି ପଞ୍ଚାୟତ ଆଜି ବାସ୍ତବରେ ବହୁତ ବଡ ସଫଳତା
ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦଯାପନୀ ସମାରୋହ – ୨୦୨୩ଚାଷୀମାନଙ୍କ ଭାଗିଦାରୀ, ନିଷ୍ଠା ଓ ସହଯୋଗ ଯୋଗୁ ପାଣି ପଞ୍ଚାୟତ ଆଜି ଆନ୍ଦୋଳନରେ ପରିଣତ ହୋଇପାରିଛି – ମୁଖ୍ୟମନ୍ତ୍ରୀବୃହତ ଉଠା ଜଳସେଚନରେ ମଧ୍ୟ ପାଣି ପଞ୍ଚାୟତ କାର୍ଯ୍ୟକାରୀ ହେବ ଜଳର ସୁବିନିଯୋଗ ଓ ସୁଷମ ବଣ୍ଟନ ପାଇଁ!-->…
Read More...
Read More...
ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗୋପାଳପୁର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର; ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ର ମାଣ୍ଡିଆ ପଲ୍ଲୀ ରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି!-->!-->!-->…
Read More...
Read More...