Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
Uncategorized
ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଢେଙ୍କାନାଳ:ଢେଙ୍କାନାଳ ଟାଉନଥାନାର ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଢେଙ୍କାନାଳ ଟାଉନଥାନା ଭିଏଚ୍ଏଫ୍ ବିଭାଗରେ କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ରିଜର୍ଭ ଲାଇନ!-->…
Read More...
Read More...
ଆରମ୍ଭ ହୋଇଯାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା
ଭୁବନେଶ୍ବର; ଆଜି ଠାରୁ ଆରମ୍ଭ ହୋଇଯାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା। ସକାଳ ସାଢେ଼ ୧୦ଟାରୁ ଦିନ ସାଢେ଼ ଗୋଟାଏ ଯାଏ ଚାଲିଥିଲା ଏହି ପରୀକ୍ଷା । ପରୀକ୍ଷାର୍ଥୀ ମାନେ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ଦଶମ ପରୀକ୍ଷା ୨୧ ମାର୍ଚ୍ଚ ଯାଏ ଓ ଦ୍ଵାଦଶ!-->…
Read More...
Read More...
ପୁରୀ-କୋଣାର୍କ ମେରାଇନ ଡ୍ରାଇଭରେ ଦୁର୍ଘଟଣା: ୨ ମୃତ ୧୨ ଆହତ
ପୁରୀ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୧୨ ଜଣ ଆହତ ହୋଇଥିବା ଜଣାଯାଇଛି। ଦୁଇ ମୃତକ ହେଲେ ଅଟୋଚାଳକ ଓ ସେଥିରେ ବସିଥିବା ମହିଳା ଯାତ୍ରୀ। ଆହତଙ୍କ ମଧ୍ୟରୁ ୭ ଗୁରୁତର ଥିବା!-->…
Read More...
Read More...
ଇସ୍ପାତ ଏବଂ ଖଣି ବିଭାଗରେ ନିଯୁକ୍ତି ହେଲେ ୬୫ ଜଣ ଅଧିକାରୀ
ଭୁବନେଶ୍ୱର: ଇସ୍ପାତ ଏବଂ ଖଣି ବିଭାଗରେ ଆଜି ପ୍ରାୟ ୬୫ ଜଣ ଅଧିକାରୀ ରାଜ୍ୟ ସରକାରରେ ଯୋଗ ଦେଇଛନ୍ତି। ସେମାନେ ଓଡିଶା ମିନେରାଲ୍ ଆଡମିନିଷ୍ଟ୍ରେଟିଭ୍ ସର୍ଭିସେସ୍, ଓଡିଶା ଜିଓଲୋଜିକାଲ୍ ସର୍ଭିସ୍ ଏବଂ ଓଡିଶା ସବୋର୍ଡିନେଟ ମିନେରାଲ୍ ଆଡମିନିଷ୍ଟ୍ରେଟିଭ୍ ସର୍ଭିସର ଅଟନ୍ତି।
!-->!-->!-->…
Read More...
Read More...
କୋର୍ଟ ଭିତରେ ପଶିଲା ବାଘ; ଆକ୍ରମଣରେ ୭ ଆହତ
ଗାଜିଆବାଦ: ଉତ୍ତରପ୍ରଦେଶର ଗାଜିଆବାଦ କୋର୍ଟ ପରିସରରେ ଏକ କଲରାପତରିଆ ହଠାତ୍ ପ୍ରବେଶ କରିଥିଲା। ବୁଧବାର ଅପରାହ୍ନରେ ଏହି ଘଟଣା ଘଟିଛି। ବାଘ ଆକ୍ରମଣରେ ପ୍ରାୟ ୭ଜଣ ଆହତ ହୋଇଥିବା ଜଣାପଡ଼ିଛି
ସୂଚନା ଅନୁଯାୟୀ, ହଠାତ୍ ଏକ କଲରାପତିରିଆ ବାଘ ଆସି କୋର୍ଟର ପ୍ରଥମ ମହଲାରେ ପହଞ୍ଚି!-->!-->!-->…
Read More...
Read More...
ପ୍ରକାଶ ପାଇଲା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ
ଭୁବନେଶ୍ବର: ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍ନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ଏବେ ସେମାନଙ୍କ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ।
!-->!-->!-->…
Read More...
Read More...
ସୁପ୍ରିମକୋର୍ଟର ୫ ଜଣ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ
ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ୫ ଜଣ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ସୁପ୍ରିମକୋର୍ଟ ଅଡିଟୋରିଅମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୂଆ ବିଚାରପତିମାନେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନ ବିଚାରପତି ଡି ଓ୍ୱାଇ ଚନ୍ଦ୍ରଚୁଡ଼ ନୂଆ ବିଚାରପତିମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ୫!-->…
Read More...
Read More...
ମାର୍ଚ୍ଚ ଶେଷ ସୁଦ୍ଧା ସ୍କ୍ରାପିଙ୍ଗ ହେବ ୧୫ବର୍ଷର ପୁରୁଣା ଗାଡି
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ୧୫ ବର୍ଷରୁ ପୁରୁଣା ସରକାରୀ ଓ ସରକାରୀ ସଂସ୍ଥାର ଗାଡି ସ୍କ୍ରାପିଙ୍ଗ ହେବ। ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ଏନେଇ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ ୧୫ବର୍ଷରୁ!-->…
Read More...
Read More...
ଜୟପୁର ଗସ୍ତରେ ମୁଖ୍ୟମନ୍ତ୍ରୀ
ଜୟପୁର: ବିକ୍ରମ ଦେବ କଲେଜର ପ୍ଲାଟିନମ ଜୁବିଲି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଜୟପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସହରବାସୀ ପୂରା ଉତ୍ସାହିତ ରହିଥିବା ବେଳେ କଲେଜ ପଡିଆକୁ ଖୁବ୍ ସୁନ୍ଦର ଭାବେ ସଜା ଯାଇଛି। ମୁଖ୍ୟମନ୍ତ୍ରୀଙ୍କ!-->…
Read More...
Read More...
ଆସନ୍ତାକାଲି ଠାରୁ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠାରୁ ବିଭିନ୍ନ ହାୟର ସେକେଣ୍ଡାରୀ ସ୍କୁଲ ଗୁଡିକ ପ୍ରସ୍ତୁତି ଚୂଡାନ୍ତ କରିବା ସହ ସମସ୍ତ ବିଭାଗକୁ ପ୍ରଶ୍ନପତ୍ର, ଉତ୍ତର ଖାତା ସହ ଟାଇମ୍ ଟେବୁଲ ପଠାଯାଇଛି । ଏନେଇ ଏକ୍ସଟରନାଲ ମାନଙ୍କୁ ଚିଠି କରାଯାଇଛି!-->…
Read More...
Read More...