Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
Uncategorized
ଆଇପିଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇପିଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଝାରସୁଗୁଡା ଏସପି ଥିବା ରାହୁଲ ଜୈନ ବଦଳି ହୋଇ ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ ହୋଇଛନ୍ତି। ବରଗଡ଼ ଏସପି ପରମାର ସ୍ମିଥଙ୍କୁ ଦିଆଯାଇଛି ଝାରସୁଗୁଡା ଏସପି ଦାୟିତ୍ବ । ବରଗଡ଼ ଏସପି ହୋଇଛନ୍ତି ପ୍ରହଲ୍ଲାଦ!-->…
Read More...
Read More...
ଆଜିଠାରୁ ଆରମ୍ଭ ହେଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ
ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ସଦସ୍ୟଙ୍କୁ ଉଦବୋଧନ ଦେବା ପରେ ଆରମ୍ଭ ହେଇଛି ୨୦୨୩-୨୪ ଆର୍ଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ।
ଏଥର ବଜେଟ୍ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ!-->!-->!-->…
Read More...
Read More...
ପଞ୍ଚଭୂତରେ ବିଲୀନ ହୋଇଗଲେ ନବକିଶୋର
ଝାରସୁଗୁଡ଼ା: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପଞ୍ଚଭୂତରେ ଲୀନ ହୋଇଯାଇଛି ନବକିଶୋରଙ୍କ ମରଶରୀର । ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ମନ୍ତ୍ରୀ ନବ!-->…
Read More...
Read More...
ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ନେତା ଓ କର୍ମୀ
ଭୁବନେଶ୍ବର; ସରକାରୀ ସ୍ଥିତ ବାସ ଭବନରେ ନବ ଦାସଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କ ସମେତ ନେତା ଓ କର୍ମୀ। ଭୁବନେଶ୍ୱର ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଲେ । ପାର୍ଥିବଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଦର୍ଶନ କଲେ । ଶେଷ ଦର୍ଶନ କରି ମୁଖ୍ୟମନ୍ତ୍ରୀ ଭାବବିହ୍ୱଳ!-->…
Read More...
Read More...
ଗଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା
ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ!-->…
Read More...
Read More...
ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ବାର୍ତ୍ତା ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଅଭିଭାଷଣ ଆରମ୍ଭରେ ରାଷ୍ଟ୍ରପତି ସ୍ବାଧୀନତା ସଂଗ୍ରାମୀ ଓ ସହିଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେ କହିଛନ୍ତି ଯେ, ଭାରତକୁ ଲୋକତନ୍ତ୍ରର ଜନନୀ ବୋଲି!-->…
Read More...
Read More...
କନଷ୍ଟେବଳ ନିଯୁକ୍ତି ନେଇ ୪ବର୍ଷ କୋହଳ ହେଲା ବୟସ ସୀମା
କଟକ; କନଷ୍ଟେବଳ ନିଯୁକ୍ତି ପାଇଁ ବୟସ ସୀମାକୁ ୪ବର୍ଷ କୋହଳ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମହାମାରୀ କୋଭିଡ୍ ଯୋଗୁଁ ୨୦୨୮ରୁ ୨୦୨୨ ମଧ୍ୟରେ କନଷ୍ଟେବଳ ନିଯୁକ୍ତି ପାଇଁ ପରୀକ୍ଷା ହୋଇପାରିନଥିବାରୁ ବୟସ ସୀମାକୁ ବୃଦ୍ଧି କରିବାକୁ ନିଷ୍ପତି ନେଇଛନ୍ତି ହାଇକୋର୍ଟ । ବୟସ ସୀମାକୁ!-->…
Read More...
Read More...
ଆଜି ଗାନ୍ଧୀମାର୍ଗରେ ହେଲା ଫୁଲଡ୍ରେସ ରିହର୍ସାଲ
ଭୁବନେଶ୍ବର; ଆଉ ଦିନକ ପରେ ସାଧାରଣତନ୍ତ୍ର ଦିବସ। ଦୁଇ ବର୍ଷ ପରେ ବିନା କଟକଣାରେ ଅନୁଷ୍ଠିତ ହେବାକୁ ଯାଉଛି ସାଧାରଣତନ୍ତ୍ର ଦିବସ ପରେଡ୍। ଏଥିପାଇଁ ଆଜି ଗାନ୍ଧୀମାର୍ଗରେ ହେଲା ଫୁଲଡ୍ରେସ ରିହର୍ସାଲ । ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲଙ୍କ ଉପସ୍ଥିତିରେ ହୋଇଛି ଫାଇନାଲ ପ୍ରାକ୍ଟିସ୍!-->…
Read More...
Read More...
ଭୁବନେଶ୍ବର ବୁଲିଲେ ଷ୍ଟାଲିନ
ଭୁବନେଶ୍ୱର: ଆଜି ଭୁବନେଶ୍ବର ବୁଲି ଦେଖିଛନ୍ତି ତାମିଲନାଡୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରକ୍ଷା କରି ବିଶ୍ୱକପ ହକି ଦେଖିବାକୁ ଓଡିଶା ଆସିଛନ୍ତି ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ଷ୍ଟାଲିନ୍ ଗତକାଲି ମୁଖ୍ୟମନ୍ତ୍ରୀ!-->…
Read More...
Read More...
୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର: ଆଜି ଓଡିଶାରେ ୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ଆଇଆଇଏମଟିଠାରେ ରୋଜଗାର ମେଳାର ଆୟୋଜିତ ହୋଇଥିଲା। ଏଥିରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ତଥା ଉଦ୍ୟାମିତା ମନ୍ତ୍ରୀ!-->…
Read More...
Read More...