Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇପିଏସ୍ସ୍ତରରେ ଅଦଳବଦଳ: ସୁଶାନ୍ତ କୁମାର ନାଥ ହେଲେ ଜେଲ୍ ଡିଜି
ଦିଲ୍ଲୀରେ ପ୍ରବଳ ବର୍ଷା ଓ ଝଡ଼ତୋଫାନ
ଡାକ୍ତରଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ: ସୁପ୍ରିମକୋର୍ଟ
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ: ଚଳିତ ମାଟ୍ରିକ୍ ରେଜଲ୍ଟରେ ଛାତ୍ରୀ ବାଜିମାରିନେଇଛନ୍ତି । ପାସ୍ ହାର ୯୪.୯୩ ପ୍ରତିଶତ ଥିବାବେଳେ ଛାତ୍ରୀଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି । ପୁଅଙ୍କ ପାସ୍ ହାର ୯୪ ପ୍ରତିଶତ ରହିଛି
କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ
Browsing Category
Uncategorized
ରତ୍ନଭଣ୍ଡାରରେ ଖାଲି ଅଳଙ୍କାର ନୁହେଁ, ଗଚ୍ଛିତ ଅଛି ରାଜା ରାଜୁଡ଼ା ଅମଳର ଯୁଦ୍ଧାସ୍ତ୍ର ଓ ମୁକୁଟ
ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଭିତର ଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସମସ୍ତ ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଆଚମ୍ବିତ କଲାଭଳି ତଥ୍ୟ ଦେଇଛନ୍ତି ଖୋଦ ରତ୍ନଭଣ୍ଡାର ତଦାରଖ କମିଟିର ମୁଖ୍ୟ ଜଷ୍ଟିସ ବିଶ୍ୱନାଥ ରଥ। ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଖାଲି ଅଳଙ୍କାର ନୁହେଁ, ଗଚ୍ଛିତ ଅଛି ରାଜା!-->…
Read More...
Read More...
ସୋଆରେ ଜଳବାୟୁ ପରିବର୍ତନ ସମ୍ପର୍କିତ ତିନି ଦିନିଆ ଆନ୍ତର୍ଜାତୀକ ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର, ୧୮/୦୭: କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ‘ସଷ୍ଟେନେବୁଲ ଏଗ୍ରିକଲ୍ଚରାଲ ଡେଭଲେପ୍ମେଂଟ ୱିଥ୍!-->…
Read More...
Read More...
ବନ୍ଦ ହେବନି ଆହାର ଯୋଜନା: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଜନସାଧାରଣଙ୍କ ପାଇଁ ଖୁସି ଖବର। ବନ୍ଦ ହେବନି ଆହାର ଯୋଜନା। ତେବେ ବଦଳି ପାରେ ଆହାର କେନ୍ଦ୍ରର ନାଁ । ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର!-->…
Read More...
Read More...
ସରିଲା ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର
ପୁରୀ: ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି। ଭଣ୍ଡାର ଘରୁ ସମସ୍ତ ଅଳଙ୍କାର ଖଟଶେଯ ଗୃହରେ ହୋଇଥିବା ଅସ୍ଥାୟୀ ଭଣ୍ଡାର ଘରକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଅଳଙ୍କାର ସ୍ଥାନାନ୍ତର ପରେ ତଦାରଖ ଟିମ୍ ଭଣ୍ଡାର ଘରୁ ବାହାରିବା ପରେ ଉଭୟ ଭିତର ଓ ବାହାର ରତ୍ନଭଣ୍ଡାରକୁ ଲକ୍!-->…
Read More...
Read More...
ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ପୀଠରେ ପ୍ଲାଷ୍ଟିକ୍ ମନା
କଟକ: ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ପୀଠରେ ଆଉ ବ୍ୟବହାର ହୋଇ ପାରିବନି ପ୍ଲାଷ୍ଟିକ୍ ସାମଗ୍ରୀ। ପ୍ଲାଷ୍ଟିକ କଳସ, ପ୍ଲାଷ୍ଟିକ ତିଆରି ଅନ୍ୟ ସାମଗ୍ରୀକୁ ସଂପୂର୍ଣ୍ଣ ବ୍ୟାନ କରିଛି ମନ୍ଦିର ପ୍ରଶାସନ। ଦେବୋତ୍ତର ବିଭାଗ ଓ ପୂଜକ କମିଟି ଦ୍ବାରା ବସିଥିବା ବୈଠକରେ କିଛି ଏମିତି କଡା ନିଷ୍ପତ୍ତି!-->…
Read More...
Read More...
ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ
କଟକ: ଡାକ୍ତରଖାନାରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ। କଟକ ଏସସିବି ମେଡିକାଲରେ ଭର୍ତ୍ତି ହେଲେ କମଳା ପୂଜାରୀ। ସେ କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଏସ୍ସିବି ମେଡିସିନ୍ ବିଭାଗର ପ୍ରଫେସର!-->…
Read More...
Read More...
ଜୁଏଲ ଓରାମ ହେଲେ ନିତି ଆୟୋଗ କମିଟି ସଦସ୍ୟ
ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍ଡି କୁମାରସ୍ବାମୀ ସଦସ୍ୟ ଭାବେ ମନୋନୀତ!-->…
Read More...
Read More...
ରାସଗୋବିନ୍ଦପୁର ବିମାନବନ୍ଦର ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ
ଭୁବନେଶ୍ବର: ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ବଡ ଘୋଷଣା। ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ। ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର!-->…
Read More...
Read More...
ମହାରାଷ୍ଟ୍ର ପୋଲିସ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ
ମହାରାଷ୍ଟ୍ର: ମହାରାଷ୍ଟ୍ରର ଗଡଚିରୋଲିରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ପ୍ରାୟ ୬ ଘଣ୍ଟା ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ମାଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଗଡଚିରୋଲି!-->…
Read More...
Read More...