Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category
Uncategorized
ଆରମ୍ଭ ହେଲା ଚିଲିକାରେ ପକ୍ଷୀ ଗଣନା
ପୁରୀ; ଆଜିଠୁ ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା । ସକାଳ ୬ ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଥିବା ବେଳେ ମଧ୍ୟ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ଗଣନା ଚାଲିବ । ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଥିବା ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ନୂଆପଡାରେ ଏହି ଗଣନା ଚାଲିଛି । ମୋଟ ଉପରେ!-->…
Read More...
Read More...
ନିର୍ମାଣ କାର୍ଯ୍ୟ ଉପରେ ରୋକ ଲଗାଇଲା ବିଏମ୍ସି
ଭୁବନେଶ୍ୱର; ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ ମାସେ ପାଇଁ ଭୁବନେଶ୍ୱରରେ ନିର୍ମାଣ କାର୍ଯ୍ୟ ଉପରେ ରୋକ୍ ଲଗାଇଛନ୍ତି। ହକି ବିଶ୍ୱକପ୍ ପାଇଁ ବିଏମ୍ସି ଏହି କଟକଣା ଜାରି କରିଛି।
ଉଲ୍ଲେଖାଯୋଗ୍ୟ; ଚଳିତ ମାସରେ ଓଡ଼ିଶାରେ ହେବ ହକି ବିଶ୍ୱକପ୍। ଭୁବନେଶ୍ୱର ଓ!-->!-->!-->…
Read More...
Read More...
ପୁଣି ବର୍ଷେ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ
ଭୁବନେଶ୍ବର; ରାଜ୍ୟବାସୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ବର୍ଷେ ବୃଦ୍ଧି ପାଇଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି । ରାସନକାର୍ଡ ହିତାଧିକାରୀଙ୍କୁ ବର୍ଷେ ପର୍ଯ୍ୟନ୍ତ ମାଗଣା ଚାଉଳ ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାସିକ ମୁଣ୍ଡପିଛା ୫ କେଜି ଚାଉଳ!-->…
Read More...
Read More...
ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ
ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଆସିପାରେ ବଜେଟ । ଏହି ଅଧିବେଶନ ଆସନ୍ତା ଏପ୍ରିଲ ୬ ଯାଏ ଚାଲିବା ସମ୍ଭାବନା ରହିଛି । ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂସଦର ମିଳିତ ଅଧିବେଶନରେ ପ୍ରଥମ ଥର!-->…
Read More...
Read More...
ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର, ୪ ମୃତ
ଅଷ୍ଟ୍ରେଲିଆ; ଅଷ୍ଟ୍ରେଲିଆର ମଝି ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସୋମବାର ଅଷ୍ଟ୍ରେଲିଆର ଏକ ସମୁଦ୍ର ତଟରେ ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ପରସ୍ପର ଧକ୍କା ହୋଇଥିଲା ।
ପୁଲିସ କହିବା ମୁତାବକ,!-->!-->!-->…
Read More...
Read More...
ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ
ରାଜସ୍ଥାନ; ରାଜସ୍ଥାନର ପାଲିରେ ସୋମବାର ଦିନ ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ ହୋଇଯାଇଛି । ଏହି ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏହି ଟ୍ରେନ୍ ବାନ୍ଦ୍ରା ଟର୍ମିନାଲରୁ ଯୋଧପୁର ଅଭିମୁଖେ ଯାଉଥିଲା ।
ସୂଚନା ଅନୁଯାୟୀ, ସୋମବାର ଭୋର୍ ସମୟରେ ଯୋଧପୁର କ୍ଷେତ୍ରର!-->!-->!-->…
Read More...
Read More...
ଆତଙ୍କୀଙ୍କ ଗୁଳିମାଡରେ ୪ ମୃତ
ଜମ୍ମୁ-କଶ୍ମୀର; ଜମ୍ମୁ-କଶ୍ମୀରରେ ଘରେ ପଶି ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ କଲେ ଆତଙ୍କବାଦୀ । ଏଥିରେ ୪ ଜଣ ସାଧାରଣ ନାଗରିକ ପ୍ରାଣ ହରାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି ।
ସୂଚନା ଅନୁଯାୟୀ, ରବିବାର ଜମ୍ମୁ-କଶ୍ମୀରର ରଜୌରୀର ସାଙ୍ଗରି ଗାଁରେ ଗାଁରେ ଦୁଇ ଜଣ ଯୁବକ ଏକ କାର୍ରେ ଆସି!-->!-->!-->…
Read More...
Read More...
ବନ୍ଦ ରହିବ ଭିତରକନିକା
କେନ୍ଦ୍ରାପଡା; ବନ୍ଦ ରହିବ ଭିତରକନିକା । ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ!-->…
Read More...
Read More...
ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସସ୍ତରରେଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ୨୦୦୯ ବ୍ୟାଚ୍ର ୩ ଜଣ ଆଇପିଏସ୍ଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧ ଜିଲ୍ଲାରେ ନୂଆ ଏସ୍ପିମାନଙ୍କୁ ଅବସ୍ଥାପିତ କରାଯାଇଛି। ଜଗତସିଂହପୁର ଏସପି ଅଖିଳେଶ୍ବର ସିଂ ଡିଆଇଜି ଭାବେ!-->…
Read More...
Read More...
ଫେବୃଆରୀରୁ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ; ଆସନ୍ତା ଫେବ୍ରୁଆରୀରୁ ଆରମ୍ଭ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା । ଏନେଇ ସିବିଏସଇ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ୨୧ ମାର୍ଚ୍ଚ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୧୫ ଫେବ୍ରୁଆରୀରୁ ୫ ଏପ୍ରିଲ ଯାଏଁ ଚାଲିବ ।
!-->!-->!-->…
Read More...
Read More...