ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category

Uncategorized

ଆସନ୍ତାକାଲିଠୁ ଆରମ୍ଭ ହେବ ଫାଇଭ୍ ଜି ସେବା

ଭୁବନେଶ୍ବର; ଆସନ୍ତା କାଲି ଓଡ଼ିଶାବାସୀ ପାଇବେ 5-G ସେବା। ଦିନକ ପରେ ଭୁବନେଶ୍ୱରରୁ ଏହି ସେବାକୁ ଲଞ୍ଚ କରିବେ କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଭୁବନେଶ୍ୱର, କଟକ ସମେତ ଅନ୍ୟ କେତେକ ସ୍ଥାନରେ ଏହି ସେବା ଆରମ୍ଭ ହେବାକୁ ଯାଉଛି ।…
Read More...

ଆରମ୍ଭ ହେଲା ଚିଲିକାରେ ପକ୍ଷୀ ଗଣନା

ପୁରୀ; ଆଜିଠୁ ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା । ସକାଳ ୬ ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଥିବା ବେଳେ ମଧ୍ୟ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ଗଣନା ଚାଲିବ । ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଥିବା ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ନୂଆପଡାରେ ଏହି ଗଣନା ଚାଲିଛି । ମୋଟ ଉପରେ…
Read More...

ନିର୍ମାଣ କାର୍ଯ୍ୟ ଉପରେ ରୋକ ଲଗାଇଲା ବିଏମ୍‌ସି

ଭୁବନେଶ୍ୱର; ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ ମାସେ ପାଇଁ ଭୁବନେଶ୍ୱରରେ ନିର୍ମାଣ କାର୍ଯ୍ୟ ଉପରେ ରୋକ୍ ଲଗାଇଛନ୍ତି। ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି ଏହି କଟକଣା ଜାରି କରିଛି। ଉଲ୍ଲେଖାଯୋଗ୍ୟ; ଚଳିତ ମାସରେ ଓଡ଼ିଶାରେ ହେବ ହକି ବିଶ୍ୱକପ୍‌। ଭୁବନେଶ୍ୱର ଓ…
Read More...

ପୁଣି ବର୍ଷେ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ

ଭୁବନେଶ୍ବର; ରାଜ୍ୟବାସୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ବର୍ଷେ ବୃଦ୍ଧି ପାଇଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି । ରାସନକାର୍ଡ ହିତାଧିକାରୀଙ୍କୁ ବର୍ଷେ ପର୍ଯ୍ୟନ୍ତ ମାଗଣା ଚାଉଳ ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାସିକ ମୁଣ୍ଡପିଛା ୫ କେଜି ଚାଉଳ…
Read More...

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଆସିପାରେ ବଜେଟ । ଏହି ଅଧିବେଶନ ଆସନ୍ତା ଏପ୍ରିଲ ୬ ଯାଏ ଚାଲିବା ସମ୍ଭାବନା ରହିଛି । ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂସଦର ମିଳିତ ଅଧିବେଶନରେ ପ୍ରଥମ ଥର…
Read More...

ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର, ୪ ମୃତ

ଅ‌ଷ୍ଟ୍ରେଲିଆ; ଅଷ୍ଟ୍ରେଲିଆର ମଝି ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସୋମବାର ଅଷ୍ଟ୍ରେଲିଆର ଏକ ସମୁଦ୍ର ତଟରେ ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ପରସ୍ପର ଧକ୍କା ହୋଇଥିଲା । ପୁଲିସ କହିବା ମୁତାବକ,…
Read More...

ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ

ରାଜସ୍ଥାନ; ରାଜସ୍ଥାନର ପାଲିରେ ସୋମବାର ଦିନ ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ ହୋଇଯାଇଛି । ଏହି ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏହି ଟ୍ରେନ୍ ବାନ୍ଦ୍ରା ଟର୍ମିନାଲରୁ ଯୋଧପୁର ଅଭିମୁଖେ ଯାଉଥିଲା । ସୂଚନା ଅନୁଯାୟୀ, ସୋମବାର ଭୋର୍ ସମୟରେ ଯୋଧପୁର କ୍ଷେତ୍ରର…
Read More...

ଆତଙ୍କୀଙ୍କ ଗୁଳିମାଡରେ ୪ ମୃତ

ଜମ୍ମୁ-କଶ୍ମୀର; ଜମ୍ମୁ-କଶ୍ମୀରରେ ଘରେ ପଶି ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ କଲେ ଆତଙ୍କବାଦୀ । ଏଥିରେ ୪ ଜଣ ସାଧାରଣ ନାଗରିକ ପ୍ରାଣ ହରାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ରବିବାର ଜମ୍ମୁ-କଶ୍ମୀରର ରଜୌରୀର ସାଙ୍ଗରି ଗାଁରେ ଗାଁରେ ଦୁଇ ଜଣ ଯୁବକ ଏକ କାର୍‌ରେ ଆସି…
Read More...

ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା; ବନ୍ଦ ରହିବ ଭିତରକନିକା । ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ…
Read More...

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସସ୍ତରରେଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ୨୦୦୯ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧ ଜିଲ୍ଲାରେ ନୂଆ ଏସ୍‌ପିମାନଙ୍କୁ ଅବସ୍ଥାପିତ କରାଯାଇଛି। ଜଗତସିଂହପୁର ଏସପି ଅଖିଳେଶ୍ବର ସିଂ ଡିଆଇଜି ଭାବେ…
Read More...