Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category
Uncategorized
ପହିଲାରୁ ଟ୍ବିନ ସିଟିରେ ଗଡିବନି ଭାରୀଯାନ
କଟକ; ଜାନୁଆରୀ ପହିଲାରୁ ଟ୍ବିନ ସିଟିରେ ଭାରୀଯାନ ଗଡ଼ିବା ଉପରେ ଲାଗିଲା କଟକଣା । ଏହି କଟକଣା ଆସନ୍ତା ୧୨ ତାରିଖ ଯାଏଁ ବଳବତ୍ତର ରହିବ । ସୂଚନା ଅନୁଯାୟୀ, ପୁରୁଷ ହକି ବିଶ୍ୱ କପ୍ ୨୦୨୩ର ଉଦଘାଟନୀ ସମାରୋହକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି କଟକ ଜିଲ୍ଲା ପ୍ରଶାସନ ।
ପ୍ରଶାସନ!-->!-->!-->…
Read More...
Read More...
ଭୂକମ୍ପ ଝଟ୍କାରେ ଥରିଲା ନେପାଳ
ନେପାଳ; ବିଳମ୍ବିତ ରାତିରେ ନେପାଳରେ ଭୂକମ୍ପ ଝଟ୍କା । ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୫ ଥିବା ରେକର୍ଡ କରାଯାଇଛି । ସୂଚନା ମୁତାବକ, ଗତକାଲି ରାତି ୧୦ଟା ୫୩ ମିନିଟ୍ରେ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ଫଳରେ ଲୋକେ ଭୟଭୀତ ହୋଇଯାଇଥିଲେ। ଏପରିକି କିଛି ଲୋକେ ଭୟରେ ଘରୁ!-->…
Read More...
Read More...
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର; ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି!-->…
Read More...
Read More...
ନୂଆ ଢ଼ାଞ୍ଚାରେ ସିବିଏସି ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ; ଚଳିତ ଶିକ୍ଷାବର୍ଷ ୨୦୨୨-୨୩ରୁ ସିବିଏସି ନୂଆ ପାଟର୍ଣ୍ଣରେ ପରୀକ୍ଷା କରାଇବ । ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ଏଥର ଆରମ୍ଭ ହେବ କମ୍ପିଟେନ୍ସି ପାଟର୍ଣ୍ଣ । ଜାତୀୟ ଶିକ୍ଷା ନୀତି ୨୦୨୩ ଅନୁସାରେ, ଦଶମ ଶ୍ରେଣୀ ପରୀକ୍ଷାର ୪୦ ପ୍ରତିଶତ ଓ ଦ୍ୱାଦଶ ପରୀକ୍ଷାର ୩୦ ପ୍ରତିଶତ!-->…
Read More...
Read More...
ଜୀବନ ଯୁଦ୍ଧରେ ହାରିଗଲା ତନ୍ମୟ
ମଧ୍ୟପ୍ରଦେଶ; ଦୀର୍ଘ ୮୦ ଘଣ୍ଟାରୁ ଅଧିକ ସମୟର ଅପରେସନ ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରିଗଲା ବୋରେୱେଲ ଭିତରେ ଫସି ଯାଇଥିବା ୮ ବର୍ଷର ବାଳକ ତନ୍ମୟ ସାହୁ। ଶେଷରେ ବୋରୱେଲ ଭିତରୁ ଉଦ୍ଧାର ହୋଇଛି ତନ୍ମୟର ମୃତଦେହ। ତନ୍ମୟର ମୃତଦେହକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପୋଷ୍ଟମର୍ଟମ ପାଇଁ ନିଆଯାଇଛି!-->…
Read More...
Read More...
ରାଗିଂ ଅଭିଯୋଗରେ ୭ ଛାତ୍ର ସସପେଣ୍ଡ
ବ୍ରହ୍ମପୁର; ବ୍ରହ୍ମପୁର ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବିଦ୍ୟାଳୟର ଆଣ୍ଟି ରାଗିଂ କମିଟି । ରାଗିଂ ଅଭିଯୋଗରେ ୭ ଜଣ ଛାତ୍ରଙ୍କୁ ସସପେଣ୍ଡ କରିଛନ୍ତି ବିଦ୍ୟାଳୟର ଅଧ୍ୟକ୍ଷ । ତେବେ ବିଦ୍ୟାଳୟର ଆଣ୍ଟି ରାଗିଂ କମିଟିର ତଦନ୍ତ!-->…
Read More...
Read More...
ପୁଣି ଆରମ୍ଭ ହେବ ଇ-ଭିସା ବ୍ୟବସ୍ଥା
ନୂଆଦିଲ୍ଲୀ; କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ବ୍ରିଟିଶ ନାଗରିକଙ୍କ ପାଇଁ ପୁଣି ଆରମ୍ଭ ହେବ ଇ-ଭିସା ବ୍ୟବସ୍ଥା । କରୋନା ମହାମାରୀ ପରେ ୨୦୨୦ ମାର୍ଚ୍ଚ ପରଠୁ ଇ-ଭିସା ନୀତି କାର୍ଯ୍ୟକାରୀ ହେଉନଥିଲା । ତେବେ ଆଗକୁ କ୍ରିଷ୍ଟମାସ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି!-->…
Read More...
Read More...
ଏଣିକି ଏଟିଏମ୍ରୁ ବାହାରିବ ସୁନା
ହାଇଦ୍ରାବାଦ; ଏଣିକି ATMରୁ କେବଳ କ୍ୟାସ୍ ନୁହେଁ, ବାହାରିବ ସୁନା । ଭାରତରେ ଖୋଲିଲା ବିଶ୍ୱର ପ୍ରଥମ ରିଅଲ ଟାଇମ୍ ଗୋଲ୍ଟ ଏଟିଏମ୍ । ଭାରତର ହାଇଦ୍ରାବାଦର ପ୍ରକାଶ ନଗର ମେଟ୍ରୋ ଷ୍ଟେସନ ବେଗମପେଟରେ ଖୋଲିଛି ଏହି ଏଟିଏମ୍ । ତେବେ ହାଇଦ୍ରାବାଦରେ ଖୋଲିଥିବା ବିଶ୍ୱର ପ୍ରଥମ ରିଅଲ ଟାଇମ୍!-->…
Read More...
Read More...
ଭୂକମ୍ପରେ ଥରିଲା ବଙ୍ଗୋପସାଗର
ବାଂଲାଦେଶ; ବଙ୍ଗୋପସାଗରରେ ଭୂମିକମ୍ପ । ଆଜି ସକାଳେ ବଙ୍ଗୋପସାଗରରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ୫.୧ ତୀବ୍ରତା ଭୂକମ୍ପରେ ଥରିଲା ବାଂଲାଦେଶର ଢାକା । ଆଜି ସକାଳ ୮ଟା ୩୨ ମିନିଟରେ ଢାକା ସହ ବାଲାଂଦେଶର ବିଭିନ୍ନ ସ୍ଥାନରେ ଭୂକମ୍ପ ହୋଇଛି । ନ୍ୟାସ୍ନାଲ୍ ସେଣ୍ଟର୍ ଫର୍!-->…
Read More...
Read More...
କ୍ୟାପିଟାଲ ହସ୍ପିଟାଲର ଓପିଡି ଚିକିତ୍ସା ସମୟରେ ପରିବର୍ତ୍ତନ
ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ସକାଳ ୯ଟା ଠାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ ଓପିଡି । ଅପରାହ୍ନରେ ୧ଟା ଠାରୁ ୨ଟା ପର୍ଯ୍ୟନ୍ତ କେବଳ ଘଣ୍ଟାଏ ଭୋଜନ ବିରତି ପାଇଁ ବନ୍ଦ ରହିବ। ତେବେ ନିର୍ଦ୍ଧାରିତ ସମୟର ୩୦ମିନିଟ ପୂର୍ବରୁ ଅର୍ଥାତ୍ ସକାଳ ସାଢେ ୮ଟା ଠାରୁ ସାଢେ ୧୨ଟା ଓ!-->…
Read More...
Read More...