ପ୍ରମୁଖ ଖବର

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ତିରୁପରଙ୍କୁନ୍ଦ୍ରମ ପାହାଡ଼ରେ ଜଳିଲା କାର୍ତ୍ତିଗାଇ ଦୀପମ୍
ମହିଳା ସଂରକ୍ଷଣକୁ ମାୟାବତୀଙ୍କ ସମର୍ଥନ, ଏସ୍‌ସି-ଏସ୍‌ଟି ମହିଳାଙ୍କ ପାଇଁ ସ୍ୱତନ୍ତ୍ର କୋଟା ଦାବି
ଇଟାଲୀରେ ବୁର୍ଖା, ନକାବ ପିନ୍ଧିବା ଉପରେ ରୋକ୍
ଆଫଗାନିସ୍ତାନରେ ସ୍କୁଲରେ ବିସ୍ଫୋରଣ, ୭ ମୃତ; ୯୭ ଆହତ
ଉତ୍ତରାଖଣ୍ଡରେ ଘାଟିକୁ ଖସିଲା ଗାଡ଼ି, ୭ ମୃତ
ମହିଳା ସଂରକ୍ଷଣ ଲାଗୁ କରିବାକୁ ସରକାର ପ୍ରତିବଦ୍ଧ: ମୋଦି
ବିସଲେରି ପାଣିର ମାନ ନେଇ ପ୍ରଶ୍ନ, କମ୍ପାନୀ ବିରୋଧରେ ମାମଲା
ସୀମା ନିର୍ଦ୍ଧାରଣ ବିଲ୍‌କୁ ଡିଏମକେର ସମର୍ଥନ
Browsing Category

Uncategorized

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ଜମ୍ମୁ କଶ୍ମୀର; ଜମ୍ମୁ କଶ୍ମୀରର ସୋପିଆନରେ ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଲସ୍କର-ଏ-ତୋଇବା ଆତଙ୍କବାଦୀ। ତେବେ ଆତଙ୍କବାଦୀଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସର୍ଚ୍ଚ ଅପରେସନ୍ ଜାରି ରଖିଛି ଭାରତୀୟ ସେନା । ଜମ୍ମୁ-କଶ୍ମୀର…
Read More...

ପହିଲାରୁ ଟ୍ବିନ ସିଟିରେ ଗଡିବନି ଭାରୀଯାନ

କଟକ; ଜାନୁଆରୀ ପହିଲାରୁ ଟ୍ବିନ ସିଟିରେ ଭାରୀଯାନ ଗଡ଼ିବା ଉପରେ ଲାଗିଲା କଟକଣା । ଏହି କଟକଣା ଆସନ୍ତା ୧୨ ତାରିଖ ଯାଏଁ ବଳବତ୍ତର ରହିବ । ସୂଚନା ଅନୁଯାୟୀ, ପୁରୁଷ ହକି ବିଶ୍ୱ କପ୍ ୨୦୨୩ର ଉଦଘାଟନୀ ସମାରୋହକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି କଟକ ଜିଲ୍ଲା ପ୍ରଶାସନ । ପ୍ରଶାସନ…
Read More...

ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ

ନେପାଳ; ବିଳମ୍ବିତ ରାତିରେ ନେପାଳରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୫ ଥିବା ରେକର୍ଡ କରାଯାଇଛି । ସୂଚନା ମୁତାବକ, ଗତକାଲି ରାତି ୧୦ଟା ୫୩ ମିନିଟ୍‌ରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଫଳରେ ଲୋକେ ଭୟଭୀତ ହୋଇଯାଇଥିଲେ। ଏପରିକି କିଛି ଲୋକେ ଭୟରେ ଘରୁ…
Read More...

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର; ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି…
Read More...

ନୂଆ ଢ଼ାଞ୍ଚାରେ ସିବିଏସି ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ; ଚଳିତ ଶିକ୍ଷାବର୍ଷ ୨୦୨୨-୨୩ରୁ ସିବିଏସି ନୂଆ ପାଟର୍ଣ୍ଣରେ ପରୀକ୍ଷା କରାଇବ । ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ଏଥର ଆରମ୍ଭ ହେବ କମ୍ପିଟେନ୍ସି ପାଟର୍ଣ୍ଣ । ଜାତୀୟ ଶିକ୍ଷା ନୀତି ୨୦୨୩ ଅନୁସାରେ, ଦଶମ ଶ୍ରେଣୀ ପରୀକ୍ଷାର ୪୦ ପ୍ରତିଶତ ଓ ଦ୍ୱାଦଶ ପରୀକ୍ଷାର ୩୦ ପ୍ରତିଶତ…
Read More...

ଜୀବନ ଯୁଦ୍ଧରେ ହାରିଗଲା ତନ୍ମୟ

ମଧ୍ୟପ୍ରଦେଶ; ଦୀର୍ଘ ୮୦ ଘଣ୍ଟାରୁ ଅଧିକ ସମୟର ଅପରେସନ ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରିଗଲା ବୋରେୱେଲ ଭିତରେ ଫସି ଯାଇଥିବା ୮ ବର୍ଷର ବାଳକ ତନ୍ମୟ ସାହୁ। ଶେଷରେ ବୋରୱେଲ ଭିତରୁ ଉଦ୍ଧାର ହୋଇଛି ତନ୍ମୟର ମୃତଦେହ। ତନ୍ମୟର ମୃତଦେହକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପୋଷ୍ଟମର୍ଟମ ପାଇଁ ନିଆଯାଇଛି…
Read More...

ରାଗିଂ ଅଭିଯୋଗରେ ୭ ଛାତ୍ର ସସପେଣ୍ଡ

ବ୍ରହ୍ମପୁର; ବ୍ରହ୍ମପୁର ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବିଦ୍ୟାଳୟର ଆଣ୍ଟି ରାଗିଂ କମିଟି । ରାଗିଂ ଅଭିଯୋଗରେ ୭ ଜଣ ଛାତ୍ରଙ୍କୁ ସସପେଣ୍ଡ କରିଛନ୍ତି ବିଦ୍ୟାଳୟର ଅଧ୍ୟକ୍ଷ । ତେବେ ବିଦ୍ୟାଳୟର ଆଣ୍ଟି ରାଗିଂ କମିଟିର ତଦନ୍ତ…
Read More...

ପୁଣି ଆରମ୍ଭ ହେବ ଇ-ଭିସା ବ୍ୟବସ୍ଥା

ନୂଆଦିଲ୍ଲୀ; କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ବ୍ରିଟିଶ ନାଗରିକଙ୍କ ପାଇଁ ପୁଣି ଆରମ୍ଭ ହେବ ଇ-ଭିସା ବ୍ୟବସ୍ଥା । କରୋନା ମହାମାରୀ ପରେ ୨୦୨୦ ମାର୍ଚ୍ଚ ପରଠୁ ଇ-ଭିସା ନୀତି କାର୍ଯ୍ୟକାରୀ ହେଉନଥିଲା । ତେବେ ଆଗକୁ କ୍ରିଷ୍ଟମାସ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି…
Read More...

ଏଣିକି ଏଟିଏମ୍ରୁ ବାହାରିବ ସୁନା

ହାଇଦ୍ରାବାଦ; ଏଣିକି ATMରୁ କେବଳ କ୍ୟାସ୍ ନୁହେଁ, ବାହାରିବ ସୁନା । ଭାରତରେ ଖୋଲିଲା ବିଶ୍ୱର ପ୍ରଥମ ରିଅଲ ଟାଇମ୍ ଗୋଲ୍ଟ ଏଟିଏମ୍ । ଭାରତର ହାଇଦ୍ରାବାଦର ପ୍ରକାଶ ନଗର ମେଟ୍ରୋ ଷ୍ଟେସନ ବେଗମପେଟରେ ଖୋଲିଛି ଏହି ଏଟିଏମ୍ । ତେବେ ହାଇଦ୍ରାବାଦରେ ଖୋଲିଥିବା ବିଶ୍ୱର ପ୍ରଥମ ରିଅଲ ଟାଇମ୍…
Read More...

ଭୂକମ୍ପରେ ଥରିଲା ବଙ୍ଗୋପସାଗର

ବାଂଲାଦେଶ; ବଙ୍ଗୋପସାଗରରେ ଭୂମିକମ୍ପ । ଆଜି ସକାଳେ ବଙ୍ଗୋପସାଗରରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ୫.୧ ତୀବ୍ରତା ଭୂକମ୍ପରେ ଥରିଲା ବାଂଲାଦେଶର ଢାକା । ଆଜି ସକାଳ ୮ଟା ୩୨ ମିନିଟରେ ଢାକା ସହ ବାଲାଂଦେଶର ବିଭିନ୍ନ ସ୍ଥାନରେ ଭୂକମ୍ପ ହୋଇଛି । ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌…
Read More...