ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category

Uncategorized

ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା

କଟକ; ଆସନ୍ତାକାଲିଠୁ ଆରମ୍ଭ ହେଉଛି ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧୨ଟା ଯାଏଁ ଚାଲିବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ,
Read More...

ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପହାର

ନୂଆଦିଲ୍ଲୀ; ୭୧ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ। ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଣ୍ଟିଲେ ନିଯୁକ୍ତି ପତ୍ର । ମଙ୍ଗଳବାର ଅର୍ଥାତ୍ ଆଜି ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି
Read More...

ବିଦେଶ ଯାତ୍ରୀଙ୍କୁ ଭରିବାକୁ ପଡିବନି ଏୟାର ସୁବିଧା ଫର୍ମ

ନୂଆଦିଲ୍ଲୀ: ବିଦେଶ ଯାତ୍ରୀମାନଙ୍କ ପାଇଁ ଏୟାର ସୁବିଧା ଫର୍ମ ପୂରଣ କରିବା ସର୍ତ୍ତକୁ ରଦ୍ଦ କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆବଶ୍ୟକ ନାହିଁ ଏୟାର ସୁବିଧା ଫର୍ମ ପୂରଣ । ଏହି ବ୍ୟବସ୍ଥାକୁ ହଟାଇଛନ୍ତି କେନ୍ଦ୍ର ସରକାର । ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ଫର୍ମ ପୂରଣ ଏହି ବ୍ୟବସ୍ଥାରେ
Read More...

ଭାରତର ନୂତନ ନିର୍ବାଚନ କମିଶନର ଦାୟିତ୍ବ ନେଲେ ଗୋଏଲ

ନୂଆଦିଲ୍ଲୀ: ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ସୋମବାର ଭାରତର ନୂତନ ନିର୍ବାଚନ କମିଶନର ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି। ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ଶନିବାର ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଥିଲେ। ସୂଚନାଯୋଗ୍ୟ; ନୂତନ ନିର୍ବାଚନ କମିଶନର
Read More...

ବିଧାନସଭାରୁ ହଟିଲା କୋଭିଡ କଟକଣା

ଭୁବନେଶ୍ୱର: ବିଧାନସଭାରୁ କୋଭିଡ କଟକଣାକୁ ହଟାଇ ଦିଆଯାଇଛି । ପୂର୍ବପରି ଚାଲିବ ବିଧାନସଭା । ଆସନ୍ତା ୨୪ରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ। ପ୍ରେସ ଗ୍ୟାଲେରୀରେ ଗଣମାଧ୍ୟମକୁ ଅନୁମତି ମିଳିବ । ଲିଖିତ ଭାବେ ଜଣାଇଲେ ସେମାନେ ଭିଡିଓ କନଫରନେସ୍ ମାଧ୍ୟମରେ ବିଧାନସଭା ଅଧିବେଶନରେ ଯୋଗ
Read More...

ଅତୀତକୁ ମନେ ପକାଇ ଭାବବିହ୍ବଳ ହେଲେ ରାଷ୍ଟ୍ରପତି..

ଭୁବନେଶ୍ବର; ଆଜି ଥିଲା ମହାମହିମଙ୍କ ଓଡିଶା ଗସ୍ତର ଦ୍ବିତୀୟ ଦିନ । ଆଜି ସକାଳୁ ପ୍ରଥମେ ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ ପରିଦର୍ଶନ କରିଥିଲେ ମହାମହିମ । ପିଲାଙ୍କ ସହ କଥା ହେବାବେଳେ ନିଜ ସ୍କୁଲ ଜୀବନର ଅନୁଭୂତି ବାଣ୍ଟିଥିଲେ । ପରେ ୟୁନିଟ୍‌ ୨ରେ ଥିବା ସରକାରୀ ଗାର୍ଲ୍ସ ହାଇସ୍କୁଲ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ

ଜମ୍ମୁ-କାଶ୍ମୀର ; ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ଜମ୍ମୁ-କଶ୍ମୀର ପୁଲିସ୍‌ ଓ ସେନାର ମିଳିତ ଅପରେସନରେ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ନିହତ ହୋଇଛି । ସୂଚନା ଅନୁଯାୟୀ, କାପରେନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ଓ ପୁଲିସ୍‌ ପକ୍ଷରୁ
Read More...

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର ମାନ୍ୟତା ପାଇଲାଡିସେମ୍ବର ୨୦୨୩ ସୁଦ୍ଧା ସାରା ରାଜ୍ୟ ହେବ
Read More...

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର; ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭାବେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିବେ । ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ।
Read More...

ଆସନ୍ତା କାଲି ଭୁବନେଶ୍ବର ଅଞ୍ଚଳରେ ଅଧାଦିନ ଛୁଟି

ଭୁବନେଶ୍ବର; ଆସନ୍ତାକାଲି ଦିନ ୧ରୁ ଭୁବନେଶ୍ବର ଅଞ୍ଚଳର ଅଫିସ, ସ୍କୁଲ ଓ କଲେଜ ବନ୍ଦ । ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନଜରରେ ରଖି ନିଆଗଲା ଏଭଳି ନିଷ୍ପତ୍ତି । ରାଷ୍ଟ୍ରପତି ଭାବେ ଆସନ୍ତାକାଲି ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି ଦୌପ୍ରଦୀ ମୁର୍ମୁ । ଏହି ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ
Read More...