Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Uncategorized
ରାଜୀବ ଗାନ୍ଧୀ ଫାଉଣ୍ଡେସନ୍ର ଲାଇସେନ୍ସ ରଦ୍ଦ
ନୂଆଦିଲ୍ଲୀ; ରାଜୀବ ଗାନ୍ଧୀ ଫାଉଣ୍ଡେସନର ଲାଇସେନ୍ସ ରଦ୍ଦ କରିଛି ଗୃହ ମନ୍ତ୍ରାଳୟ । ଫରେନ କଣ୍ଟ୍ରିବ୍ୟୁସନ ରେଗୁଲେସନ ଆକ୍ଟ ଆନୁସାରେ ଗୃହ ମନ୍ତ୍ରାଳୟ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସଂଗଠନ ଉପରେ ବିଦେଶୀ ପାଣ୍ଠିର ଉଲ୍ଲଘଂନର ଅଭିଯୋଗ ରହିଥିବା ବେଳେ ଏଭଳି କାର୍ଯ୍ୟାନୁଷ୍ଠାନ!-->…
Read More...
Read More...
ଆଖି ବୁଜିଲା ବାଘୁଣୀ ‘ବିଜୟା’
ଭୁବନେଶ୍ବର; ଆଖି ବୁଜିଲା ନନ୍ଦନକାନନରେ ଥିବା ବାଘୁଣୀ ‘ବିଜୟା’ । ସେ ଗତ ୯ ତାରିଖରେ କୌଣସି କାରଣକୁ ନେଇ ଅସୁସ୍ଥ ହୋଇ ପଡ଼ିଥିଲା। ୧୪ତାରିଖରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସ୍ଵତନ୍ତ୍ର ଏନକ୍ଲୋଜର ଭିତରରେ ରଖି ତାର ପରୀକ୍ଷା ନିରୀକ୍ଷା ସହ ଚିକିତ୍ସା କରୁଥିଲେ ନନ୍ଦନକାନନ ଓ ଓୟୁଏଟିର!-->…
Read More...
Read More...
ଅକ୍ଟୋବର ୨୫, ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର; ଅକ୍ଟୋବର ୨୫ ତାରିଖକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଏହି ତାରିଖରେ ସୂର୍ଯ୍ୟପରାଗ ପଡୁଥିବାରୁ ଉକ୍ତ ଦିନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ତା ସହିତ ରାଜସ୍ୱ!-->…
Read More...
Read More...
କେନ୍ଦ୍ରୀୟ ବିଦ୍ୟାଳୟରୁ ବାଲବାଟିକାର ଶୁଭାରମ୍ଭ
ରାଷ୍ଟ୍ରୀୟ ପାଠ୍ୟକ୍ରମ ରୂପରେଖ ୨୦୨୨ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ପ୍ରାରମ୍ଭିକ ସୋପାନରେ ଖେଳ ଆଧାରିତ ଆଭିମୁଖ୍ୟ ଉପରେ ଗୁରୁତ୍ୱ ଆଗାମୀ ଶିକ୍ଷା ବର୍ଷରୁ ଦେଶର ସମସ୍ତ ସିବିଏସଇ ସ୍କୁଲରେ ବାଲବାଟିକା
ନୂଆଦିଲ୍ଲୀ – କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ!-->!-->!-->…
Read More...
Read More...
ବାଣ ଗୋଦାମରେ ବିସ୍ଫୋରଣ, ୩ ମୃତ, ୭ ଗୁରୁତର
ମଧ୍ୟପ୍ରଦେଶ; ମଧ୍ୟ ପ୍ରଦେଶର ମୁରୈନାରେ ବେଆଇନ୍ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ ଘଟି ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। କୁହାଯାଉଛି କି ବିସ୍ଫୋରଣ ସ୍ଥାନରେ ଏବେ ବି ଅନେକ ଲୋକ ଫସି ରହିଛନ୍ତି । ତେବେ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଏବଂ!-->…
Read More...
Read More...
ବଢ଼ିଲା ଓଟିଇଟି ପାଇଁ ଆବେଦନ ତାରିଖ
କଟକ,୨୦/୧୦: ଶିକ୍ଷକ ଯୋଗ୍ୟତା ପରୀକ୍ଷା ବା ଓଟିଇଟିର ଆବେଦନ ସମୟ ସୀମାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି । ଗତ ୧୦ ତାରିଖରୁ ଅନ୍ଲାଇନ୍ରେ ଆରମ୍ଭ ହୋଇଥିବା ଏହି ଆବେଦନ ପ୍ରକ୍ରିୟାର ଶେଷ ଦିନ ଅକ୍ଟୋବର ୧୯ ତାରିଖ ରାତି ୧୧ଟା ୪୫!-->…
Read More...
Read More...
ଲଗାଣ ବର୍ଷାରେ ଉବୁଟୁବୁ ବେଙ୍ଗାଲୁରୁ
ବେଙ୍ଗାଲୁରୁ; ଲଗାଣ ବର୍ଷାରେ ବେହାଲ ହେଲାଣି ଆଇଟି ସିଟି । ପ୍ରବଳ ବର୍ଷା ଯୋଗୁଁ ବେଙ୍ଗାଲୁରୁରେ ଅନେକ ରାସ୍ତାଘାଟ, କଲୋନୀ, ଅଫିସ୍ ବୁଡିଯାଇଛି। ତେବେ ପାଣିପାଗ ବିଭାଗ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଥିବା ବେଳେ ଆଗକୁ ସ୍ଥିତି ଅଧିକ ହେବାର ଆଶଙ୍କା କରାଯାଉଛି । ଆଗାମୀ ୩ ଦିନ ପାଇଁ!-->…
Read More...
Read More...
ତାମିଲନାଡୁ ଯିବେ ୨୨୦ ଆଦିବାସୀ ଯୁବତୀ
ଭୁବନେଶ୍ବର: ଆଜି ତାମିଲନାଡୁ ଯିବେ କଳାହାଣ୍ଡିର ୨୨୦ ଜଣ ଯୁବତୀ । ସମସ୍ତେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣରେ ଅଧିନରେ ହୋସୁରରେ ଥିବା ଟାଟା ଇଲୋକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡରେ ନିଯୁକ୍ତି ପାଇଛନ୍ତି । ଆଜି ଭୁବନେଶ୍ବର ବିମାନବନ୍ଦରରୁ ସମସ୍ତେ ସ୍ବତନ୍ତ୍ର ବିମାନରେ ତାମିଲନାଡୁ!-->…
Read More...
Read More...
ଜନ୍ମ ଦିନରେ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ୱର; ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତା କାଲି ଅକ୍ଟୋବର ୧୬ ତାରିଖ ରେ ରବିବାର ଦିନ ପଡୁଛି । ତେବେ ମୁଖ୍ୟମନ୍ତ୍ରୀ ମେକ ଇନ୍ ଓଡିଶା କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ!-->…
Read More...
Read More...
କୋଇଲାଖଣି ବିସ୍ଫୋରଣରେ ୨୫ ମୃତ
ବାର୍ତ୍ତିନ ପ୍ରଦେଶ; ତୁର୍କୀ ଉତ୍ତରାଞ୍ଚଳ ଅନ୍ତର୍ଗତ ବାର୍ତିନ୍ ପ୍ରଦେଶ ସ୍ଥିତ ଏକ କୋଇଲାଖଣିରେ ବିସ୍ଫୋରଣ ଘଟିଛି । ଏଥିରେ ଅନ୍ୟୂନ ୨୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ତେବେ ଏବେବି ପ୍ରାୟ ୫୦ଜଣ ଖଣି ଭିତରେ ଫସି ରହିଥିବା ସୂଚନା ମିଳିଛି। ଶୁକ୍ରବାର!-->…
Read More...
Read More...