ପ୍ରମୁଖ ଖବର

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ନୋଟିସ ଜାରି
ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର
କମେଡି କିଙ୍ଗ୍ କପିଲ୍ ଶର୍ମା, କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମିଳିଛି ହତ୍ୟା ଧମକ
ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍‌ନାବୀସ
ରାଜଧାନୀରୁ ୪୨ କିଲୋ ଗଞ୍ଜେଇ ଜବତ, ୫ ଗିରଫ
Browsing Category

Uncategorized

ଆତ୍ମସମର୍ପଣ କଲେ ୪ ମାଓବାଦୀ

ଛତିଶଗଡ: ଛତିଶଗଡ଼ ସୁକ୍‌ମା ଜିଲାରେ ୪ ମାଓବାଦୀ ମଙ୍ଗଳବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ଜଣ କୁଖ୍ୟାତ ମହିଳା ମାଓବାଦୀ ଥିବା ବେଳେ ସେମାନେ ପ୍ରାୟ ୧୪ ବର୍ଷ ଧରି ସଂଗଠନରେ ସକ୍ରିୟ ଭାବେ କାର୍ଯ୍ୟ କରୁଥିଲେ। ସେମାନଙ୍କ ମଧ୍ୟରେ ଜଣେ
Read More...

ବୁକିଂ କରିବାର ୪୮ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ୍

ଭୁବନେଶ୍ବର: ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ନିଆଯିବ କଡା କର୍ଯ୍ୟାନୁଷ୍ଠାନ। ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ଏକ
Read More...

ଆତଙ୍କବାଦୀ ଆକ୍ରମଣରେ ୪ ଜଣ ଯବାନ ସହିଦ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଯାଇଛନ୍ତି ୪ ଭାରତୀୟ ଯବାନ। ଗତକାଲି ସନ୍ଧ୍ୟାରେ ଡୋଡା ଜିଲ୍ଲାର ଡେସା ଜଙ୍ଗଲରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ସେନା ଅଧିକାରୀଙ୍କ ସମେତ ୪ ଜଣ ଯବାନଙ୍କ ଦେହରେ ଗୁଳି
Read More...

ସୁନାବେଶ ପାଇଁ ପୁରୀକୁ ଗଡିବ ସ୍ୱତନ୍ତ୍ର ଟ୍ରେନ୍

ପୁରୀ: ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍। ଭକ୍ତ ମାନଙ୍କର ସୁବିଧା ପାଇଁ ପୁରୀକୁ ନିୟମିତ ଟ୍ରେନ୍ ବ୍ୟତୀତ, ସୁନାବେଶ ପାଇଁ ୪୩ଟି ସ୍ୱତନ୍ତ୍ର ଟ୍ରେନ୍ ଏବଂ ଅଧରପଣା ପାଇଁ ୩୩ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଯାଉଛି। ପ୍ରଥମ ଥର ପାଇଁ ପୂର୍ବତଟ ରେଳପଥ
Read More...

ଓଏଏସ୍ ସ୍ତରରେ ଅଦଳ ବଦଳ

ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୬ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବଦଳି କରି ସେମାନଙ୍କୁ ବ୍ୟକ୍ତିଗତ ସଚିବ ଓ ବିଭିନ୍ନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏଏସଡି ଭାବେ ନିଯୁକ୍ତି ଦେଇଛନ୍ତି। ମୋହନ ସରକାରରକୁ ମାସେ ପୂରଣ ହୋଇଛି। ଏହାରି ଭିତରେ ପ୍ରଶାସନିକ ସ୍ତରରେ ଅଦଳ ବଦଳ କରି
Read More...

ନିଲମ୍ବନ ହଟିଲା ପରେ ଗୃହ ବିଭାଗର ଓଏସଡି ହେଲେ ଡିଏସ୍‌ କୁଟ୍ଟେ

ଭୁବନେଶ୍ବର: ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କ ଉପରୁ ନିଲମ୍ବନ ଆଦେଶକୁ ଆଜି ରାଜ୍ୟ ସରକାର ପ୍ରତ୍ୟାହାର କରିଛନ୍ତି। ବିଜେଡି ସରକାରରେ ପାୱାରଫୁଲ୍‌ ଥିବା ଡିଏସ୍‌ କୁଟ୍ଟେଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ
Read More...

କଡ଼ା ଚେତାବନୀ ସତ୍ତ୍ୱେ ରଥ ଉପରକୁ ଫୋନ୍ ନେଇ ଭିଡିଓ କଲେ ସେବାୟତ

ପୁରୀ: କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ସୁଧୁରୁନାହାଁନ୍ତି ସେବାୟତ। ବାରମ୍ବାର କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ବାହୁଡ଼ା ଯାତ୍ରାରେ ସେବାୟତମାନେ ରଥ ଉପରେ ମୋବାଇଲ ଧରି ଭିଡିଓ କରୁଥିବାର ଦେଖିବାକୁ ମିଳିଛି। ଜଣେ କି ଦୁଇଜଣ ନୁହେଁ ଅନେକ ସେବାୟତ ରଥ ଉପରେ ମୋବାଇଲ ଧରି ଭିଡିଓ କରିବାର ଚିତ୍ର
Read More...

ସୁପ୍ରିମକୋର୍ଟରୁ ଜାମିନ ମିଳିଲା ପରେ ମଧ୍ୟ ଜେଲରୁ ବାହାରି ପାରିବେନି କେଜ୍ରିୱାଲ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ ଆଶ୍ଵସ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ଆଜି ସର୍ବୋଚ୍ଚ କୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତେବେ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିଲେ ମଧ୍ୟ ତିହାର
Read More...

ସୋଆ ଏବଂ ଏଭିଏନ୍‌ଏଲ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ଯୁଗ୍ମ ଗବେଷଣା, ପରାମର୍ଶ, ଶିକ୍ଷା, ପ୍ରଶିକ୍ଷଣ ଓ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଆର୍‌ମୋର୍ଡ ଭେହିକିଲ୍ସ ନିଗମ ଲିମିଟେଡ୍ (ଏଭିଏନ୍‌ଏଲ୍‌) ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ଶୁକ୍ରବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି।ସୋଆ
Read More...

ରଥ ଉପରକୁ ମୋବାଇଲ ମନା

ପୁରୀ: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ିଯିବା ଘଟଣା ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ହୋଇଛି। ଅଭିଜ୍ଞ ନଥିବା ଯୁବ ସେବାୟତ ରଥରେ ଗହଳି କରି ମୋବାଇଲରେ ବ୍ୟସ୍ତ ରହୁଥିବା ଅଭିଯୋଗ ହେଉଛି। ଆବଶ୍ୟକ ନଥିବା ତଥା ରଥ ଉପରେ ଭିଡ଼ ଜମେଇବା ଏଭଳି ଅଘଟଣର ଏକ ପ୍ରମୁଖ କାରଣ ବୋଲି
Read More...