Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Uncategorized
ଗଡିଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ
ନୂଆଦିଲ୍ଲୀ: ଆରମ୍ଭ ହେଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ । ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦୀ । ଏହା ହେଉଛି ହିମାଚଳ ପ୍ରଦେଶରୁ ଚାଲୁଥିବା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ବନ୍ଦେ ଭାରତ ଏକ୍ସପ୍ରେସ ହିମାଚଳ ପ୍ରଦେଶର ଅମ୍ବ ଅଦୌରାରୁ ଦିଲ୍ଲୀ ଯାଏଁ ଚାଲିବ ।!-->…
Read More...
Read More...
ଅନନ୍ତନାଗରେ ୨ ଆତଙ୍କବାଦୀ ନିହତ
ଟଳିଲେ ୨ ଆତଙ୍କବାଦୀ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁଆକ୍ରମଣରେ ୨ ଆତଙ୍କୀ ନିପାତଏବେବି ଜାରି ରହିଛି ସର୍ଚ୍ଚ ଅପରେସନ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ।
ଜମ୍ମୁ-କାଶ୍ମୀର : ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୋମବାର ଭୋର ସମୟରେ ଗୁଳିବିନିମୟ ଘଟି!-->!-->!-->…
Read More...
Read More...
ନିଯୁକ୍ତି ପାଇଲେ ବିଭିନ୍ନ ବୋର୍ଡର ଅଧ୍ୟକ୍ଷ ଓ ପରାମର୍ଶଦାତା
ଭୁବନେଶ୍ୱର: ଆଜି ରାଜ୍ୟ ସରକାର ବିଭିନ୍ନ ବୋର୍ଡର ଅଧ୍ୟକ୍ଷ ଓ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଲେନିନ ମହାନ୍ତି ହୋଇଛନ୍ତି ଓଟିଡିସି ଅଧ୍ୟକ୍ଷ। କଳିକେଶ ସିଂଦେଓ ହେଲେ ଓଡ଼ିଶା ହାଉସିଂ ବୋର୍ଡ!-->…
Read More...
Read More...
ବ୍ରିଟେନ ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ :ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବ୍ରିଟେନର ଦିବଙ୍ଗତ ମହାରାଣୀ ଏଲିଜାବେଥଙ୍କ (ଦ୍ଵିତୀୟ) ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆଜି ଲଣ୍ଡନ ଗସ୍ତ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଣୀଙ୍କ ଶେଷକୃତ୍ୟରେ ସାମିଲ ହୋଇ!-->…
Read More...
Read More...
ବଜ୍ରପାତରେ ୧୦ ଛାତ୍ରଛାତ୍ରୀ ଆହତ
ଦେବଗଡ଼: ଶ୍ରେଣୀ ଗୃହରେ ପାଠ ପଢ଼ା ଚାଲୁଥିବା ବେଳେ ବିଜୁଳି ମାଡରେ ୧୦ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ଅନ୍ତର୍ଗତ ପୁଟୁରାପଶି ୟୁପି ସ୍କୁଲରେ।
ଛାତ୍ରଛାତ୍ରୀମାନଙ୍କୁ ପ୍ରଥମେ ଡାକ୍ତରଖାନାକୁ ନିଆଯାଇ ନଥିଲା। ସ୍କୁଲରେ!-->!-->!-->…
Read More...
Read More...
ବନ୍ୟା କ୍ଷତିଗ୍ରସ୍ତଙ୍କୁ ୧୫ ଦିନ ଭିତରେ ସହାୟତା ଘୋଷଣା
ଆକାଶ ମାର୍ଗ ରୁ ମୁଖ୍ୟମନ୍ତ୍ରୀ ଙ୍କ ବନ୍ୟାଞ୍ଚଳ ପରିଦର୍ଶନକ୍ଷତିଗ୍ରସ୍ତ ଅଞ୍ଚଳ ରେ ପନ୍ଦର ଦିନ ପାଇଁ ରିଲିଫ ସହାୟତା ଘୋଷଣା.ପାଣି ଛାଡିବାର ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ, ପନ୍ଦର ଦିନ ରେ ସହାୟତା ଯୋଗାଇବାକୁ ନିର୍ଦେଶ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ!-->!-->!-->…
Read More...
Read More...
ଘୁଞ୍ଚିଲା ଏସ୍ଓ ପରୀକ୍ଷା
ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଥିବା ବନ୍ୟା ବିତ୍ପାତ ପାଇଁ ଆସନ୍ତା ୨୧ ତାରିଖରେ ହେବାକୁ ଥିବା ASO ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।ପରୀକ୍ଷା ଘୁଞ୍ଚିବା ନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଏହି ପରୀକ୍ଷା ନିମନ୍ତେ ନୂଆ ତାରିଖ ଘୋଷଣା କରାଯାଇ ନାହିଁ।
ସୂଚନାଥାଉକି,!-->!-->!-->…
Read More...
Read More...
ବିଗୁଡୁଛି ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା
ମୁମ୍ବାଇ: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟବାସ୍ଥା ପୂର୍ବଠାରୁ ଅଧିକ ଖରାପ ହେବାରେ ଲାଗିଛି । ତାଙ୍କ ବ୍ରେନ ପାଖା ପାଖି ଡେଡ୍ ସ୍ଥିତିରେ ରହିଛି । ଏନେଇ ରାଜୁଙ୍କ ମୁଖ୍ୟ ପରାମର୍ଶଦାତା ଅଜିତ ସକ୍ସେନା ସୂଚନା ଦେଇଛନ୍ତି ଏବଂ କହିଛନ୍ତି, ରାଜୁ ଶ୍ରୀବାସ୍ତବଙ୍କୁ ଚିକିତ୍ସା!-->…
Read More...
Read More...
ଆଖି ବୁଜିଲେ ଦେଶର ପ୍ରଖ୍ୟାତ ନିବେଶକ ରାକେଶ ଝୁନଝୁନୱାଲା
ନୂଆଦିଲ୍ଲୀ: ଆଖିବୁଜିଲେ ସେୟାର ମାର୍କେଟ୍ର କିଙ୍ଗ ରାକେଶ ଝୁନ୍ଝୁନ୍ବାଲା। ୬୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ସକାଳୁ ତାଙ୍କ ଦେହାନ୍ତ ହୋଇଥିବା ନେଇ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।
ଗତ!-->!-->!-->…
Read More...
Read More...
ମହାନଦୀରେ ଆସୁଛି କି ବଡ ଧରଣର ବନ୍ୟା ?
ଭୁବନେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ମହାନଦୀରେ ଆସୁଛି ବନ୍ୟା। ନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବର୍ତ୍ତମାନ ହୀରାକୁଦରୁ ୩୪ଟି ଗେଟ ଦେଇ ବନ୍ୟା ଜଳ ପ୍ରବାହିତ ହେଉଛି । ଯାହା ଫଳରେ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ତେବେ ସୁବର୍ଣ୍ଣରେଖା,!-->…
Read More...
Read More...