ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

Uncategorized

ବାହାରିଲା ଓଜେଇଇ ରେଜଲ୍ଟ

ଆଜି ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଫଳାଫଳ। ୪୭ ହଜାର ୭୬୧ ଜଣ ପରୀକ୍ଷା ଦେଇଥିବା ବେଳେ ୪୭ ହଜାର ୭୨୯ ଜଣଙ୍କୁ ପ୍ରଦର୍ଶନ ଅନୁଯାୟୀ ରାଙ୍କ ମିଳିଛି । ଫଳାଫଳ  ପୁସ୍ତିକା ଉନ୍ମୋଚନ କରିଥିଲେ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ । ଜୁଲାଇ ୪ରୁ ଜୁଲାଇ
Read More...

କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଆସନ୍ତା କାଲି ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ
Read More...

ଜୁଲାଇ ୩୧ରେ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ; ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ୍ ଉପରେ ସମସ୍ତଙ୍କ ନଜର ରହିଥାଏ । ଆଉ ଏବେ ପୁଣିଥରେ ଉଭୟ ଟିମ୍ ମୈଦାନରେ ସାମ୍ନାସାମ୍ନି ହେବାକୁ ଯାଉଛନ୍ତି । ଇଂଲଣ୍ଡର ଏଜବେଷ୍ଟନ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ । ଆଉ ଏଥିପାଇଁ ଟିମ୍ ଇଣ୍ଡିଆ ଏବେ ଲଣ୍ଡନରେ ପହଞ୍ଚି ସାରିଛି ।
Read More...

ଖୋଲିଲା ହୀରାକୁଦ ଗେଟ୍

ସମ୍ବଲପୁର; ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ବନ୍ୟାଜଳ ନିଷ୍କାସନ ପାଇ ଦିନ ୧୧ଟାରେ ଖୋଲାଯାଇଛି ୫ଟି ଗେଟ୍ । ଜିଲ୍ଲା ପ୍ରଶାସନ ଓ ଡ୍ୟାମ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା । ପରେ ପ୍ରଥମେ ଶୁଭ ସଂକେତ ଅନୁସାରେ ୭
Read More...

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉଜ୍ୱଳ ନକ୍ଷତ୍ର ‘ସୋଆ’

ଭୁବନେଶ୍ବର; ପଚିଶ ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର ବିଶେଷତ୍ୱ । ସୋଆ ଭାବେ ପରିଚିତ ଏହି
Read More...

ପ୍ରଶ୍ନପତ୍ର ଲିକ୍ ଯୋଗୁଁ ବାତିଲ ହେଲା ପରୀକ୍ଷା

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ହେବା ପରେ ଆଜିର ଏଜୁକେସନ୍ ୬ଷ୍ଠ ସେମିଷ୍ଟର ପରୀକ୍ଷାକୁ ବାତିଲ କରାଯାଇଛି। ଏନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ସଂଜୀବ ମିତ୍ତଲ ସୂଚନା ଦେଇଛନ୍ତି।ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି
Read More...

ଓଡିଶା ଆସିବ ଡାକୋଟା

ଭୁବନେଶ୍ୱର: ବିଜୁ ପଟ୍ଟନାୟକଙ୍କ ପ୍ରିୟ ବିମାନ ଡାକୋଟା ଆସିବ ଓଡିଶା। ଦୀର୍ଘ ସମୟ ପ୍ରତୀକ୍ଷା ପରେ ଏ ଦିଗରେ ବଡ଼ ପଦକ୍ଷେପ ନେଇଛି ରାଜ୍ୟ ପରିବହନ ବିଭାଗ । ଡାକୋଟା ବିମାନକୁ ଓଡ଼ିଶା ଆଣିବା ପାଇଁ ପରିବହନ ବିଭାଗ ଡାକିଛି ଟେଣ୍ଡର । କୋଲକାତା ବିମାନବନ୍ଦରରେ ପଡ଼ି ରହିଥିବା ଡାକୋଟା
Read More...

ଚଳଚ୍ଚିତ୍ର ଅଭିନେତା ରାଇମୋହନଙ୍କ ଦେହାନ୍ତ

ଭୁବନେଶ୍ବର; ଓଡିଆ ଚଳଚ୍ଚିତ୍ର ଅଭିନେତା ରାଇମୋହନଙ୍କ ଦେହାନ୍ତ । ରାଇମୋହନ ପରିଡା ଆତ୍ମହତ୍ୟା କରିଥିବା ସୂଚନା । ପାରିବାରିକ କଳହରୁ ଭୁବନେଶ୍ୱର ପ୍ରାଚୀ ବିହାର ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ।
Read More...

ବଜ୍ରପାତରେ ଚାଲିଗଲା ୧୭ ଜଣଙ୍କ ଜୀବନ

ପାଟନା: ପ୍ରବଳ ବର୍ଷା ଓ ବଜ୍ରପାତରେ ଚାଲିଗଲା ୧୭ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବିହାରରେ। ଏଠାକାର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ଘଡଘଡି ଯୋଗୁ ଭୟଙ୍କର ପରିସ୍ଥିତି ଉପୁଜିଛି। ସୂଚନାନୁସାରେ, ବିହାରରେ ଗତ ୪ ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଏଠାରେ ସ୍ଥିତି
Read More...

ଆଜି ପୁଣି ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ପୁଣିଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେଲେ । ଆଜି ରାହୁଲ ଗାନ୍ଧୀ ଚତୁର୍ଥ ଥର ପାଇଁ ଇଡି ଜେରାକୁ ସାମନା କରିବାକୁ ଥିବାବେଳେ ଆଜି ଦେଶବ୍ୟାପୀ ପ୍ରଦର୍ଶନ କରିବାକୁ ଆହ୍ବାନ ଦେଇଛନ୍ତି କଂଗ୍ରେସ କର୍ମୀ
Read More...