Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category
Uncategorized
ଓଡିଶା ଉପକୂଳରେ ପହଁଞ୍ଚିଲା ବେଳକୁ ଦୁର୍ବଳ ହେବ ‘ଅସାନି‘
ଭୁବନେଶ୍ବର: ବାତ୍ୟା ୧୦ ତାରିଖ ସନ୍ଧ୍ୟା ସମୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ଅତିକ୍ରମ କରିବ। ହେଲେ ସ୍ଥଳ ଭାଗକୁ ଆସିବ ନାହିଁ। ସମୁଦ୍ର ମଧ୍ୟରେ ସମାନ୍ତରଳ ଭାବେ ଏହା ଉତ୍ତର ବଙ୍ଗୋପସାଗର ମୁହାଁ ହେବ। ପୁରୀ ଠାରୁ ଏହା ପ୍ରାୟ ୯୦ରୁ ୧୦୦ କିମି ଦୂରରେ ଅତିକ୍ରମ କରିବ।
ବାତ୍ୟା!-->!-->!-->…
Read More...
Read More...
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭର୍ଚ୍ଚୁଆଲ ରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଲୋକଙ୍କର ସୁବିଧା,ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର!-->…
Read More...
Read More...
ନିର୍ମାଣଧିନ କୋଠାରୁ ମିଳିଲା ସିକ୍ୟୁରିଟ ଗାର୍ଡର ମୃତଦେହ
ରାଜଧାନୀର ଅଶୋକ ନଗରରେ ଥିବା ବାସୁଦେବ ଟ୍ରେଡ ସେଣ୍ଟରରେ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିବା ସନ୍ତୋଷ ରାଉତଙ୍କ ମୃତଦେହ ମିଳିଛି। କୁହାଯାଉଛି ରାତିରେ କିଏ ଛାତ ଉପରୁ ଠେଲି ଦେଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।
ମୃତ ସିକ୍ୟୁରିଟି ଗାର୍ଡଙ୍କ ନାଁ ସନ୍ତୋଷ କୁମାର!-->!-->!-->…
Read More...
Read More...
ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ
ରାଜ୍ୟ ସରକାର ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ମେ ୨ ତାରିଖରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ହେବ। ତୃତୀୟରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ଟାରୁ ସ୍କୁଲ ଯିବେ । ସେହିପରି ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ହେବ ପରୀକ୍ଷା । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ!-->…
Read More...
Read More...
ଆରମ୍ଭ ହୋଇଗଲା ମାଟ୍ରିକ ପରୀକ୍ଷା
ରାଜ୍ୟରେ ମେଟ୍ରିକ, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପରୀକ୍ଷାର୍ଥୀଙ୍କ ଭିତରେ ଉତ୍ସାହ ଅନୁଭୂତ ହୋଇଛି। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ!-->…
Read More...
Read More...
ଆସନ୍ତା କାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ ଦିଲ୍ଲୀ ଗସ୍ତ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ୨୦୧୬ ଏପ୍ରିଲ ୨୪ ତାରିଖରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ବୈଠକ!-->…
Read More...
Read More...
ଆଜିଠୁ ଆରମ୍ଭ +୨ ପରୀକ୍ଷା
ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଛି ।ଦୁଇ ବର୍ଷ ପରେ ଅଫଲାଇନରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୧୧୩୩ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୨୧ ହଜାର ୫୦୮ ଜଣ ପରୀକ୍ଷା ଦେବେ । ଏମାନଙ୍କ ମଧ୍ୟରୁ ୨,୧୩,୪୩୨ କଳା, ୭୮,୦୭୭ ବିଜ୍ଞାନ, ୨୪,୧୩୬ ବାଣିଜ୍ୟ!-->…
Read More...
Read More...
ଓଡିଶାରେ ତାତି ଆହୁରି ବଢ଼ିବ
ଆହୁରି ୫ ଦିନ ରହିପାରେ ଟାଣ ଖରା । ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିପାରେ ତାତି । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ!-->…
Read More...
Read More...
କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ
କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହେଲା ନୂଆ ବ୍ୟବସ୍ଥା । ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିପାରିବେ କୋଭିଡ ଅନାଥ। ଏହି କୋଟାରେ ନାଁ ଲେଖାଇଥିବା ଛାତ୍ରଛାତ୍ରୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ।
ନୂଆ ବ୍ୟବସ୍ଥା ଅନୁଯାୟୀ,!-->!-->!-->…
Read More...
Read More...
ଜମ୍ମୁ-କାଶ୍ମୀର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଧାରା ୩୭୦ ହଟିବା ଏବଂ କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବା ପରେ ଏହା ହେଉଛି ମୋଦିଙ୍କ ପ୍ରଥମ ଜମ୍ମୁ-କାଶ୍ମୀର ଗସ୍ତ । ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ମୋଦୀ ଜମ୍ମୁ-କାଶ୍ମୀରର ପାଲ୍ଲି ପଞ୍ଚାୟତରୁ ଦେଶବ୍ୟାପୀ!-->…
Read More...
Read More...