Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category
Uncategorized
୧୫୦୦ ଫୁଟ ତଳକୁ ଖସିପଡିଲେ ଯୁବକ
ଝାଡ଼ଖଣ୍ଡ ଦେଓଘରରେ ରୋପୱେ ଦୁର୍ଘଟଣାର ୪୦ ଘଣ୍ଟା ପରେ ବି ଉଦ୍ଧାର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇନାହିଁ । ରେସ୍କୁ ଅପରେସନ ସମୟରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ତେବେ ଏବେ ବି ୯ ଜଣ ଫସିରହିଥିବା ବେଳେ ହୃଦୟ ଦୋହାଲାଇଦେଲା ଭଳି ଭିଡିଓ ସାମନାକୁ ଆସିଛି । ହେଲିକପ୍ଟରରେ ଉଦ୍ଧାର ବେଳେ ୧୫୦୦!-->…
Read More...
Read More...
ଢ଼େଙ୍କାନାଳରେ ପୌରାଧ୍ୟକ୍ଷଙ୍କ ଘରକୁ ବୋମାମାଡ଼ ଘଟଣାରେ ଚିନ୍ତାପ୍ରକଟ କେଲେ କେନ୍ଦ୍ରମନ୍ତ୍ରୀ
ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ହସ୍ତକ୍ଷେପ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଆଶାବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀଭୟ ଓ ଆତଙ୍କରାଜ ସୃଷ୍ଟି କରି ବିଜେପି ନେତାଙ୍କ ସ୍ୱରକୁ ଦବାଯାଇପାରିବ ନାହିଁଏଭଳି ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା କେବଳ ମୋ!-->!-->!-->…
Read More...
Read More...
କୁଖ୍ୟାତ ଆତଙ୍କବାଦୀ ହାଫିଜ ସଇଦକୁ ୩୧ ବର୍ଷ ଜେଲ୍ ଦଣ୍ଡାଦେଶ
କୁଖ୍ୟାତ ଆତଙ୍କବାଦୀ ତଥା ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ୍ ସଇଦକୁ ସଜ୍ଜା। ଦୁଇଟି ମାମଲାରେ ୩୧ ବର୍ଷ ପାଇଁ ସଜ୍ୱା ଶୁଣାଇଛନ୍ତି ପାକିସ୍ତାନର ଆଣ୍ଟିଟେରର କୋର୍ଟ । ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜମାତ ଉଦ୍ ଦାୱା ଗ୍ରୁପର ମୁଖ୍ୟ ହେଉଛି ହାଫିଜ ସଇଦ । ୩୧ ବର୍ଷ ପାଇଁ ସଜ୍ୱା ସହ!-->…
Read More...
Read More...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଜବାବ ମାଗିଲେ ହାଇକୋର୍ଟ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟ ଜବାବ ତଲବ କରିଛନ୍ତି । ଆଜି ରାଜ୍ୟ ସରକାର ଓ ଏଏସଆଇକୁ ଜବାବ ମାଗିଛନ୍ତି ହାଇକୋର୍ଟ । ପ୍ରକଳ୍ପ ବନ୍ଦ ପାଇଁ ହୋଇଥିବା ମାମଲା ଆଧାରରେ ଜବାବ ମାଗିଛନ୍ତି । ଶ୍ରୀମନ୍ଦିର ଚାରିପଟେ କଣ ନିର୍ମାଣ ଚାଲିଛି, ନିର୍ମାଣ ପାଇଁ ଅନୁମତି ଅଛି କି ନାହିଁ!-->…
Read More...
Read More...
ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିଥିବା ଅଭିଯୁକ୍ତ ଗିରଫ
ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାର ପର୍ଦ୍ଦାଫାସ । ଅଭିଯୁକ୍ତକୁ ଗିରଫ କଲା ପୁଲିସ । ଖୋର୍ଦ୍ଧାରୁ ଅଭିଯୁକ୍ତ ଜେ.ମହାପାତ୍ରକୁ ଗିରଫ କରାଯାଇଥିବା ପୁରୀ ଏସପି ସୂଚନା ଦେଇଛନ୍ତି । ଭଲ ଲାଗିଲାନି ବୋଲି ଚୁଲି ଭାଙ୍ଗିଦେଇଥିବା ଅଭିଯୁକ୍ତ କହିଥିବା ଏସପି କହିଛନ୍ତି । ଦରକାର ପଡିଲେ!-->…
Read More...
Read More...
ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ଜେଟିପିଙ୍କୁ ନୋଟିସ୍
ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ଘଟଣାରେ ଏଯାଏଁ ଧରାପଡିନାହାନ୍ତି ଦୁର୍ବୃତ୍ତ। ୪ ଜଣ ଜେଟିପିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। କେଉଁପରିସ୍ଥିତିରେ ଏଭଳି ଘଟିଲା ଜବାବ ରଖିବାକୁ ନିର୍ଦ୍ଦେଶ କରାଯାଇଛି। ତୁରନ୍ତ ଉତ୍ତର ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ!-->…
Read More...
Read More...
ଥାନାରେ ପହଞ୍ଚିଲା ଚୁଲି ଭାଙ୍ଗିବା ମାମଲା, ଏପଟେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଜୟ
ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ଘଟଣା ଏବେ ଥାନାରେ ପହଞ୍ଚିଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି । ଦୋଷୀଙ୍କ ବିରୋଧରେ ଖୁବ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ସେପଟେ ଏହାକୁ କଡ଼ା ନିନ୍ଦା କଲେ ବରିଷ୍ଠ ନେତା!-->…
Read More...
Read More...
ଶ୍ରୀମନ୍ଦିର ରୋଷ ଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ
ପୁରୀ ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିରରେ ମହାପ୍ରଭୁ୍ଙ୍କ ରୋଷଘରେ ଭାଙ୍ଗିଲା ଚୁଲି । ରୋଷଘରେ ଦୁର୍ବୃତ୍ତ ହିଂସାକାଣ୍ଡ ଘଟାଇ ଚୁଲି ଭାଙ୍ଗିଦେଇଛନ୍ତି । ରୋଷଘରର ୪୦ରୁ ଅଧିକ ଚୁଲି ଦୁର୍ବୃତ୍ତ ଭାଙ୍ଗିଦେଇଥିବା ଜଣାପଡିଛି । ୨ କୋଠଭୋଗ ପ୍ରସ୍ତୁତ!-->…
Read More...
Read More...
ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁଙ୍କ ଦୁର୍ଘଟଣାରେ ମୃତ୍ୟୁ
ପଞ୍ଜାବ ଅଭିନେତା ଦୀପ ସିଦ୍ଧୁଙ୍କ ମଙ୍ଗଳବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଯେଉଁ ସମୟରେ ଦୁର୍ଘଟଣା ହେଲା ସେତେବେଳେ ତାଙ୍କ ସହ ଜଣେ ମହିଳା ବନ୍ଧୁ ମଧ୍ୟ କାରରେ ଥିଲେ । ସେ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ ଥିବା ଜଣାପଡିଛି । ସୂଚନା!-->…
Read More...
Read More...
ପରଲୋକରେ ପଦ୍ମଶ୍ରୀ ଶାନ୍ତି ଦେବୀ
ଭୁବନେଶ୍ବର: ପରପାରିରେ ପଦ୍ମଶ୍ରୀ ଶାନ୍ତି ଦେବୀ । ୮୮ ବର୍ଷ ବୟସରେ ଶାନ୍ତି ଦେବୀଙ୍କ ପରଲୋକ ହୋଇଛି। ରାୟଗଡ଼ା ଗୁଣୁପୁର ସ୍ଥିତ ବାସଭବନରେ ଗତକାଲି ରାତିରେ ସେ ଆଖିବୁଜିଛନ୍ତି।
ଗତକାଲି ବିଳମ୍ବିତ ରାତିରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ସେ ଚେତାଶୂନ୍ୟ ହୋଇପଡିଥିଲେ।!-->!-->!-->…
Read More...
Read More...