Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ନୋଟିସ ଜାରି
ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର
କମେଡି କିଙ୍ଗ୍ କପିଲ୍ ଶର୍ମା, କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମିଳିଛି ହତ୍ୟା ଧମକ
ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍ନାବୀସ
ରାଜଧାନୀରୁ ୪୨ କିଲୋ ଗଞ୍ଜେଇ ଜବତ, ୫ ଗିରଫ
Browsing Category
Uncategorized
ମଗଜି ଲଡୁକୁ ମିଳିଲା ଜିଆଇ ଟ୍ୟାଗ
ଢେଙ୍କାନାଳ: ଢେଙ୍କାନାଳ ମଗଜି ଲଡୁକୁ ମିଳିଛି ଜିଆଇ ଟ୍ୟାଗ । ମିଠା ପ୍ରେମୀଙ୍କ ପାଇଁ ଖୁସି ଖବର। ଶହ ଶହ ବର୍ଷ ପୂର୍ବରୁ କ୍ଷୀର ଛେନାରୁ ନିର୍ମିତ ମଗଜି ଲଡୁକୁ ଜିଆଇ ଟ୍ୟାଗ ମିଳିଲା ପରେ ଢେଙ୍କାନାଳବାସୀଙ୍କ ଦୀର୍ଘ ବର୍ଷର ସ୍ୱପ୍ନ ପୂରଣ ହୋଇଛି । ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର!-->…
Read More...
Read More...
ବରିଷ୍ଠ ଆଇପିଏସ ଆଶିଷ ସିଂଙ୍କୁ ବଦଳି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ଗୃହ ବିଭାଗ ଓଏସ୍ଡି ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ଆଶିଷଙ୍କ ଉପରେ ଇସିଆଇ କାର୍ଯ୍ୟାନୁଷ୍ଠାନ!-->…
Read More...
Read More...
ନୂଆ ସରକାରରେ ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ
ଭୁବନେଶ୍ବର: ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ସରକାର। ବିଜେଡି ସରକାରରେ ଦୀର୍ଘ ଦିନ ପର୍ଯ୍ୟନ୍ତ ଗୋଟିଏ ପଦବୀରେ ଥିବା ଅନେକ ଅଧିକାରୀଙ୍କୁ ବଦଳି କରାଯାଇଛି। ବରିଷ୍ଠ ଅଧିକାରୀ ନିକୁଞ୍ଜ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ସହ ଇଡକୋ ଚେୟାରମ୍ୟାନ ନିଯୁକ୍ତ କରାଯାଇଛି।!-->…
Read More...
Read More...
ଜାପାନରେ ଗାଡି ଚଳାଇବେ ଓଡିଶାର ୩୦ ଗାଡି ଚାଳକ
ଭୁବନେଶ୍ବର: ଭାରତରେ ଓଡିଶା ପ୍ରଥମ ରାଜ୍ୟ ଯେ କି ଯାନଚାଳକମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିଛି। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କ ସମେତ ଓଡିଶାର ୩୦ ଜଣ ଚାଳକ। ଯାହା ସାରା ଦେଶରେ ପ୍ରଥମ। ଓଡ଼ିଶାର ଚାଳକଙ୍କ ପାଇଁ ବିଦେଶ ନିଯୁକ୍ତିର!-->…
Read More...
Read More...
ଓଡିଆ ଉଦ୍ୟୋଗୀଙ୍କ ବିକାଶ କରିବାକୁ ହେଲେ ନିଜକୁ ଓଡିଆ ଶିଖିବାକୁ ପଡିବ
ଭୁବନେଶ୍ବର: ଓଡିଆ ଉଦ୍ୟୋଗୀଙ୍କ ବିକାଶ କରିବାକୁ ହେଲେ ଓଡିଆ ଭାଷା ଶିଖିବାକୁ ପଡିବ। କାରଣ ଓଡିଆ ଲୋକଙ୍କୁ ଓଡିଆ ଭାଷାରେ ହିଁ ଶିଖାଇବାକୁ ହେବ । ନହେଲେ ଗାଁ ଗହଳିରୁ ଆସିଥିବା ଲୋକ କେମିତି ବୁଝିବେ। ଓଡିଆରେ ପ୍ରଶିକ୍ଷଣ ଦେବାକୁ ହେଲେ ନିଜେ ଓଡିଆ ଶିଖିବାକୁ ପଡିବ ବୋଲି ଏମଏସଏମଇ ମନ୍ତ୍ରୀ!-->…
Read More...
Read More...
୫ଟି ପ୍ରସ୍ତାବ ଉପରେ ଲାଗିଲା କ୍ୟାବିନେଟ ମୋହର
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି। ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି!-->…
Read More...
Read More...
ରସୁଲଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା
ଭୁବନେଶ୍ୱର: ଭୁବନେଶ୍ୱର ରସୁଲଗଡ଼ ଛକରେ ଅଭାବନୀୟ ଦୃଶ୍ୟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାରକେଡ ଆଗରେ ହଙ୍ଗାମା କଲେ ମହିଳା। ରସୁଲଗଡ଼ ଛକରେ ହଠାତ ଜଣେ ମହିଳା ରାସ୍ତା ମଝିକୁ ଆସିଯାଇ କାରକେଡ ଅଟକାଇବାକୁ ଚେଷ୍ଟା କରିଥିଲେ । ମହିଳାଙ୍କ ପାଇଁ କିଛି ସମୟ ମୁଖ୍ୟମନ୍ତ୍ରୀଙ୍କ କାରକେଡ!-->…
Read More...
Read More...
ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ
ପୁରୀ: ଆଜି ରତ୍ନଭଣ୍ଡାର ତଦାରଖ କମିଟିର ଦ୍ଵିତୀୟ ବୈଠକ। ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା। ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ!-->…
Read More...
Read More...
ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସରକାରୀ ଜମିରୁ ହଟିବ ଜବରଦଖଲ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ!-->…
Read More...
Read More...
ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍ କଲେ ରାଷ୍ଟ୍ରପତି
ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ। ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇ ମହାପ୍ରଭୁଙ୍କ ରଥଟାଣିବା ପରେ ଆଜି ସକାଳୁ ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍ କରିଛନ୍ତି ମହାମହିମ।!-->…
Read More...
Read More...