ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category

Uncategorized

କରୋନା ପାଇଁ ହାତଖୋଲିଦେଲେ ଧର୍ମେନ୍ଦ୍ର

ଏଲପିଜି ବିତରଣ ସହ ସଂପୃକ୍ତ ବ୍ୟକ୍ତିଙ୍କ କରୋନା ଯୋଗୁଁ ମୃତ୍ୟୁ ଘଟିଲେ ୫ ଲକ୍ଷ ସହାୟତାସୋ-ରୁମ ଷ୍ଟାଫ୍‌, ଗୋଦାମ କିପର, ମେକାନିକ୍ ଓ ଡେଲିଭରି ବୟଙ୍କ ମୃତ୍ୟୁରେ ମିଳିବ ଟଙ୍କାଇଣ୍ଡିଆନ ଅଏଲ, ବିପିସିଏଲ ଏବଂ ଏଚପିସିଏଲ ଦ୍ୱାରା ନିଆଯାଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ ତୈଳ କମ୍ପାନୀ ଗୁଡିକର…
Read More...

ଶେଷରେ ନବୀନ ଛାଡିଲେ ଅମୋଘ ଅସ୍ତ୍ର

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ସାମ୍ନାରେ ଏକ ବଡ଼ ଘୋଷଣା କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଉ ଏକ ମାଷ୍ଟରକାର୍ଡ ଖୋଳିଛନ୍ତି। କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟବାସୀଙ୍କ ସାମ୍ନାରେ…
Read More...

ନୂଆ ସହର ଗଢିବେ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଅଧିକ ସହରାଞ୍ଚଳ ସୃଷ୍ଟି କରିବା ଲକ୍ଷ୍ୟରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ଅର୍ଥମନ୍ତ୍ରୀ ଯେଉଁ ବଜେଟ୍ ଉପସ୍ଥାପନ କରିଛନ୍ତି, ସେଥିରୁ ଏଭଳି ସଙ୍କେତ ମିଳୁଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏ ନେଇ…
Read More...

ଆଗକୁ ମହଙ୍ଗା ହେବ ବିଦ୍ୟୁତ

ସାଂଘାତିକ ଚାପରେ ବିଦ୍ୟୁତ କ୍ଷେତ୍ର, ଚିନ୍ତା ପ୍ରକଟ କଲେଣି କେନ୍ଦ୍ର ସରକାରବିଶ୍ବରେ ଭାରତର ସାମଗ୍ରିକ ବୈଷୟିକ ଓ ବାଣିଜ୍ୟିକ କ୍ଷତି ସବୁଠୁ ଅଧିକକୃଷି କ୍ଷେତ୍ରରେ ମାଗଣା ଓ ବିନା ମିଟରରେ ବିଦ୍ୟୁତ ଜାଳିବା ବଡ଼ କାରଣ୩ବର୍ଷ ମଧ୍ୟରେ ପ୍ରି-ପେଡ୍ ମିଟର ଲଗାଇବା ପାଇଁ ସବୁ ରାଜ୍ୟ ଉପରେ…
Read More...

୫୭% ଭୋଟ୍ ମୂଲ୍ୟ କଣ ଏୟା?

ଚୁପ୍ ବସିଛନ୍ତି ବିରୋଧୀ, ମାତ୍ରାଧିକ ସକ୍ରିୟ ରାଜ୍ୟ ସରକାରବିଜେପି ହାତରେ କାର୍ଯ୍ୟକ୍ରମ ନାହିଁ,କଂଗ୍ରେସ ସ୍ଥିତି ସାଂଘାତିକ ଭୁବନେଶ୍ବର: ମୁଖ୍ୟ ବିରୋଧୀ ଦଳ ବିଜେପି ସଭାପତି ଭାବେ ସମୀର ମହାନ୍ତି ଦାୟିତ୍ବ ନେବା ପରେ ଏବେ ବିଭିନ୍ନ ସ୍ଥାନରେ ତାଙ୍କୁ ଶୁଭେଚ୍ଛାର ପର୍ବ ଜାରି ରହିଛି।…
Read More...

ଆଗକୁ ବଡ଼ ଲଢେଇ

୧୩ ତାରିଖରେ ନନ୍ଦିଘୋଷ ଟିଭିର ଶୁଭାରମ୍ଭବିଜେଡି ସମର୍ଥିତ ବ୍ୟାନରରେ ଆସିବ ଏହି ଟିଭିବିଜେପି ସମର୍ଥନରେ ଆସିବ ଅର୍ଗସ ଚ୍ୟାନେଲସୌମ୍ୟ, ତଥାଗତଙ୍କ ଉପରେ ରହିବ ସମସ୍ତଙ୍କ ନଜର ଭୁବନେଶ୍ବର: ବିଜେଡି-ବିଜେପି ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଛି। କଂଗ୍ରେସ ବଳ ଗୋଟାଇବାକୁ ଉଦ୍ୟମ କରି ବି…
Read More...

ବାଟ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ବଡ଼ ଖେଳ ଖେଳିଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ବାଟ ଖୋଲିଛି। ସୁପ୍ରିମକୋର୍ଟଙ୍କ ନିର୍ଦେଶର ଦୁଇ ମାସ ବିତିନି। ଆଜି କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରାମ ମନ୍ଦିର…
Read More...

ବର୍ଷ ପାଞ୍ଚଟାରେ ପ୍ରଭାବ କମିଗଲା କାହିଁକି?

ଜୁଏଲଙ୍କୁ ନେଇ ରାଜ୍ୟ ରାଜନୀତିରେ ଆରମ୍ଭ ହେଲାଣି ଭିନ୍ନ ଚର୍ଚ୍ଚାକେନ୍ଦ୍ରୀୟ ନେତାଙ୍କ ଶୁଭ ଦୃଷ୍ଟିରେ ଆଉ ସମ୍ଭବତଃ ନାହାନ୍ତି ଭୁବନେଶ୍ବର: ସାଂସଦ ଜୁଏଲ ଓରାମ ବିଜେପି କେନ୍ଦ୍ରୀୟ ନେତୃତ୍ବର ଆସ୍ଥା ହରାଇଲେ କି? ଗତ ସରକାର ସମୟରେ କେନ୍ଦ୍ରମନ୍ତ୍ରୀ ଥିବା ଜୁଏଲ ଓରାମ, ପ୍ରଧାନମନ୍ତ୍ରୀ…
Read More...

ଜଣେ ନେତା, ଗୋଟିଏ ପଦବି!

ଏମିତି ଫର୍ମୁଲା ସପକ୍ଷରେ କାମ ଆରମ୍ଭ କରୁଛି ବିଜେଡିସଂଗଠନରେ ଯୁବ ନେତାଙ୍କୁ କିଭଳି ଦାୟିତ୍ବ ମିଳୁଛି, ସମସ୍ତଙ୍କ ନଜରପୁରୁଖା ତଥା ବରିଷ୍ଠ ଦାୟିତ୍ବ ପାଇବେ ନା କୋଣଠେସା ହୋଇ ରହିବେ ଭୁବନେଶ୍ବର: ଚଳିତମାସ ଶେଷ ସପ୍ତାହରେ ବିଜେଡି ସାଂଗଠନିକ ନିର୍ବାଚନ ହେବ। ମୁଖ୍ୟମନ୍ତ୍ରୀ ନବୀନ…
Read More...

ନବୀନଙ୍କ ହିଞ୍ଜିଳିରେ ପାଣ୍ଡିଆନ୍

ତାରା ତାରିଣୀ ମନ୍ଦିର ବିକାଶ ପାଇଁ ଆଲୋଚନା କଲେହାଇସ୍କୁଲ ବୁଲି ଦେଖିଲେ, ପଞ୍ଚାୟତ ପ୍ରତିନିଧିଙ୍କ ସହ ଆଲୋଚନା କଲେ ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିରରୁ ଆରମ୍ଭ ହୋଇଥିବା ବିକାଶ ଖସଡା ଇତିମଧ୍ୟରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ଯାଏ ଲମ୍ବିଥିଲା। ଆଜି ୫ଟି ସଚିବ ଭି କାର୍ତିକେୟନ୍…
Read More...