ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
Browsing Category

ଘଟଣା ଓ ଦୁର୍ଘଟଣା

ଝୁଲନ୍ତା ଅବସ୍ଥାରେ ମିଳିଲା ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ

ଗଞ୍ଜାମ: ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ସ୍ଥାନୀୟ ଲୋକେ ଗଛରେ ଝୁଲନ୍ତା ମୃତଦେହ ଦେଖିବା ପରେ ଏ ସମ୍ପର୍କରେ ପୁଲିସକୁ ସୂଚନା
Read More...

‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ହଲ ନିକଟରେ ପୁଷ୍ପା-୨ ସ୍କ୍ରିନିଂ ବେଳେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ଅଭିନେତା ଅଲ୍ଲୁ ଅର୍ଜୁନ ଏବଂ ଚଳଚ୍ଚିତ୍ରର ପ୍ରଡକ୍ସନ ଟିମ। ଅଲ୍ଲୁଙ୍କୁ ବାପା ଅଲ୍ଲୁ ଅରବିନ୍ଦ
Read More...

କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

କଳାହାଣ୍ଡି: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ। ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ବିଶ୍ୱବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ଏହି ସୂଚନା
Read More...

ଚୋରି ସନ୍ଦେହରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ଏସଆଇ ସସ୍‌ପେଣ୍ଡ

ବାଲେଶ୍ବର: ଲୁଗା ଦୋକାନରୁ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣାରେ ଅଭିଯୁକ୍ତ ବାପା ଓ ପୁଅ ଗିରଫ। ଏହି ଘଟଣାରେ ଦାୟିତ୍ବରେ ଅବହେଳା ପାଇଁ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ସିଂଲା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି
Read More...

ଲ୍ୟାଣ୍ଡିଂ ବେଳେ ବିମାନ ଦୁର୍ଘଟଣା

କାଜାଖସ୍ତାନ: ବଡ଼ ଦିନରେ ବଡ଼ ଅଘଟଣ। ଅବତରଣ ପୂର୍ବରୁ କ୍ରାସ ହୋଇଗଲା ଯାତ୍ରୀବାହୀ ବିମାନ। କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ବିମାନରେ ପ୍ରାୟ ୭୨ ଯାତ୍ରୀ ଥିଲେ। ଅକତାଉ ବିମାନବନ୍ଦର ନିକଟରେ ଜରୁରୀ ଅବତରଣ ପୂର୍ବରୁ ବିମାନଟି କ୍ରାସ୍‌ ହୋଇଛି। ଦୁର୍ଘଟଣାଗ୍ରସ୍ତ
Read More...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ବର; ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ସତ୍ୟନଗରସ୍ଥିତ ପ୍ରେସର କୁକର ଗୋଦାମରେ
Read More...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ୨ମୃତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଚାଉଁରିଆଗୁଡ଼ା ନିକଟ ଗ୍ଲେଜ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା
Read More...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ
Read More...

ଘାଟିରେ ଓଲଟିଲା ମିନି ଟ୍ରକ୍ : ୪ ମୃତ,୩୫ ଆହତ

ମାଲକାନଗିରି: ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ। ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାର ଦରଭା ଘାଟିରେ ଓଲଟିଲା ମିନି ଟ୍ରକ୍। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି। ଗୁରୁତର ଆହତ ମାନଙ୍କୁ ଜଗଦଲପୁର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।
Read More...

ପଞ୍ଜାବରେ ୬ ମହଲା କୋଠା ଭୁଶୁଡି ୪ ମୃତ

ପଞ୍ଜାବ: ପଞ୍ଜାବର ମୋହାଲିରେ ଘଟିଛି ଏକ ବଡଧରଣର ଅଘଟଣ। ଏକ ୬ ମହଲା କୋଠା ଭୁଶୁଡି ପଡିଛି, ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍‌ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।
Read More...