Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category
ଘଟଣା ଓ ଦୁର୍ଘଟଣା
ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ହତ୍ୟା
ଛତିଶଗଡ଼: ଛତିଶଗଡ଼ରେ ପୁଣି ଥରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ସନ୍ଦେହରେ ଦୁଇଜଣ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲା ୨ଟି ଭିନ୍ନ ଗାଁରେ ନୃଶଂସ ହତ୍ୟାକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା ନେଇ ପୋଷ୍ଟର!-->…
Read More...
Read More...
ଏଫଏମ୍ କଲେଜ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ବାଲେଶ୍ୱର ଫକିର ମୋହନ କଲେଜ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏମ୍ସ ସମାବର୍ତ୍ତନ ଉତ୍ସବ ପରେ ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି। ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍କୁ ଯାଇ ଭେଟିଲେ!-->…
Read More...
Read More...
ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷ ଗିରଫ
ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନମହାବିଦ୍ୟାଳୟର ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ!-->…
Read More...
Read More...
ମାଓବାଦୀ ଆଇଇଡି ବିସ୍ଫୋରଣରେ ୪ ଗ୍ରାମବାସୀ ଆହତ
ବିଜାପୁର: ନକ୍ସଲବାଦୀଙ୍କ ଘୃଣ୍ୟ କାର୍ଯ୍ୟକଳାପ ପୁଣିଥରେ ସାମ୍ନାକୁ ଆସିଛି। ମଦେଦ ଅଞ୍ଚଳରେ ମାଓବାଦୀ ଙ୍କ ଦ୍ୱାରା ବିଛାଯାଇଥିବା ଆଇଇଡି ବିସ୍ଫୋରଣ ଫଳରେ ୪ ଜଣ ଗ୍ରାମବାସୀ ଆହତ ହୋଇଛନ୍ତି। ଆହତ ଗ୍ରାମବାସୀଙ୍କୁ ଜିଲ୍ଲା ହସ୍ପିଟାଲ ବିଜାପୁରରେ ଭର୍ତ୍ତି କରାଯାଇଛି। ଆହତ ଗ୍ରାମବାସୀଙ୍କ!-->…
Read More...
Read More...
ଏମ୍ସରେ ବିଗୁଡୁଛି ଛାତ୍ରୀଙ୍କ ଅବସ୍ଥା
ଭୁବନେଶ୍ବର: ଏମ୍ସରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଏଫଏମ କଲେଜର ଛାତ୍ରୀଙ୍କସ୍ୱାସ୍ଥ୍ୟ ଏବେ ଶଙ୍କଟାପନ୍ନ ରହିଥିବା କୁହାଯାଇଛି । ନିଆଁରେ ପୋଡିହେବା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଉ ସେ ମେଡିକାଲରେ ଭର୍ତ୍ତି ହେବା ପରେ ଶରୀରର ଅଧିକାଂଶ ଅଙ୍ଗ ପୋଡି ଯାଇଥିବା ସୂଚନା!-->…
Read More...
Read More...
ମେଡିକାଲ ଛାତରୁ ଡେଇଁ ରୋଗୀ ଗୁରୁତର
ବଲାଙ୍ଗୀର: ହସ୍ପିଟାଲ ଛାତରୁ ଡେଇଁ ରୋଗୀ ଗୁରୁତର। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସୋମବାର ଅଘଟଣ ଘଟିଛି। ମେଡିସିନ ଓ୍ବାର୍ଡର ଦିତୀୟ ମହଲା କୋଠାରୁ ଜଣେ ରୋଗୀ ଡେଇଁ ପଡ଼ିବାରୁ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ରୋଗୀ ଜଣକ ବଲାଙ୍ଗୀର ସହର ଖରସେଲପଡ଼ାର ପୂର୍ଣ୍ଣଚନ୍ଦ୍ର ସାହୁ!-->…
Read More...
Read More...
ଟ୍ରେନ୍ରୁ ଖସି ସିଆର୍ପିଏଫ୍ ଯବାନ ଗୁରୁତର
ରାୟଗଡ଼ା: ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍ପିଏଫ୍ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା!-->…
Read More...
Read More...
ପୀଡ଼ିତାଙ୍କୁ ଏମ୍ସ ଯାଇ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ୱର ଫକିର ମୋହନ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି। ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି!-->…
Read More...
Read More...
ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ
କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ। ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର!-->…
Read More...
Read More...
ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ
ଭୁବନେଶ୍ବର: ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତୀ ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସରକାର ମଧ୍ୟ ଆକ୍ସନ ମୋଡରେ ଏହି ଘଟଣାକୁ ପ୍ରାଥମିକତା ଦେଇ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାରି ଭିତରେ ଏବେ ବିରୋଧୀ ରାଜ୍ୟରେ ନାରୀ ସୁରକ୍ଷାକୁ ପ୍ରଶ୍ନ କରି ସରକାରଙ୍କୁ!-->…
Read More...
Read More...