ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
Browsing Category

ଘଟଣା ଓ ଦୁର୍ଘଟଣା

ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ, ୩ ମୃତ

ଢେଙ୍କାନାଳ: ଢେଙ୍କାନାଳରେ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ,
Read More...

ପାରାଦୀପରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଅଟକ

ପାରାଦୀପ: ଭାରତ-ବାଂଲାଦେଶ ମଧ୍ୟରେ ଚାଲିଛି ତିକ୍ତତା। ବିଭିନ୍ନ କାରଣକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ, ସୁଧାର ଆଣିବା ପାଇଁ କରାଯାଉଛି ଉଦ୍ୟମ। ଏଭଳି ପରିସ୍ଥିତିରେ ମଙ୍ଗଳବାର ପାରାଦୀପ ତଟରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ସହ ୨ଟି ବାଂଲାଦେଶୀ ମାଛଧରା ଟ୍ରଲର ଜବତ
Read More...

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ

କେନ୍ଦ୍ରାପଡ଼ା: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ
Read More...

ମଠ ଭିତରେ ଯୁବତୀଙ୍କୁ ଔଷଧ ଦେଇ ଦୁଷ୍କର୍ମ

ରେଢ଼ାଖୋଲ: ରେଢ଼ାଖୋଲରେ ଲଜ୍ଜା। ବନ୍ଧା ହେଲେ ଆତ୍ମଘୋଷିତ ବାବା ପ୍ରଫୁଲ୍ଲ। ମଠ ଭିତରେ ଯୁବତୀଙ୍କୁ ଦୁଷ୍କର୍ମ କଲା ରଙ୍ଗିଲା ବାବା। ଲୁହାପଙ୍କ ପଞ୍ଚାୟତ ବୈଷ୍ଣବଝୁଲି ଗାଁ ମଠ ଭିତରେ ଯୁବତୀଙ୍କୁ ଦୁଷ୍କର୍ମ। ଔଷଧ ଦେଇ ଯୁବତୀଙ୍କୁ ଅଚେତ ଅବସ୍ଥାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ୫୩
Read More...

ତାଳଦଣ୍ଡା ନିକଟରେ ଗ୍ୟାସ ଲିକ୍, ମରାମତି ବେଳେ ଶ୍ରମିକ ମୃତ

କଟକ: ତାଳଦଣ୍ଡା ନିକଟରେ ଗ୍ୟାସ ଲିକ୍। କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତିବେଳେ ଶୁକ୍ରବାର ଏକ ଘଟିଛି ଅଘଟଣ। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ ଯାଇଛି। ପାରାଦୀପ ରୁ ଜଗତସିଂହପୁର ଯାଇଥିବା ବିପିସିଏଲ
Read More...

ଗ୍ୟାସ୍‌ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର

ବଲାଙ୍ଗିର: ବଲାଙ୍ଗିରର ଏକ ବାହାଘର ଭୋଜିରେ ଗ୍ୟାସ୍ ସିଲିଣ୍ଡର ଫାଟି ୪ ଆହତ ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍‌ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼, ୟୁପି ଅଞ୍ଚଳର
Read More...

ଜୀବନ ନେଲା ଅନ୍‌ଲାଇନ୍ ଗେମ୍

ଭୁବନେଶ୍ବର: ଅନ୍‌ଲାଇନ୍ ଗେମ୍ ହେଲା କାଳ, ଆତ୍ମହତ୍ୟା କଲେ ଯୁବକ। ଅନ୍‌ଲାଇନ୍‌ ଗେମ୍‌ ଖେଳି ଋଣଭାରରେ ବୁଡି ଜୀବନ ହାରିଛନ୍ତି ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ରାଜଧାନୀର ଲିଙ୍ଗରାଜ ଥାନା ଅନ୍ତର୍ଗତ ତିନିମୁଣ୍ଡିଆ ଛକ ଅଞ୍ଚଳରେ ଘଟଣା ଘଟିଛି। ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଯୁବକ।
Read More...

ପୁଷ୍ପା ୨’ ପ୍ରିମିୟର ଶୋ’ ବେଳେ ଦଳାଚକଟାରେ ଜଣେ ମୃତ

ହାଇଦ୍ରାବାଦ: ରିଲିଜ ହୋଇଛି ଅଲ୍ଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା ୨’। ତେବେ ପୁଷ୍ପା-୨ ରିଲିଜ୍‌ ବେଳେ ଘଟିଛି ବଡ଼ ଅଘଟଣ ହୋଇଛି। ଦଳାଚକଟାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ହାଇଦ୍ରାବାଦରେ ଗତକାଲି ରାତିରେ ପୁଷ୍ପା-୨ ପ୍ରିମିୟର୍ ଶୋ’
Read More...

ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କୁ ଗୁଳିମାଡ଼

ପଞ୍ଜାବ: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। ତେବେ ଶ୍ରୀ ବାଦଲ ସୁରକ୍ଷିତ ଅଛନ୍ତି। ତାଙ୍କର କିଛି ହୋଇନାହିଁ। କୁହାଯାଉଛି ଯେ ଜଣେ ବ୍ୟକ୍ତି
Read More...

ଟ୍ରକ ଧକ୍କାରେ ସିକ୍ୟୁରିଟି ଗାର୍ଡ ମୃତ

ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ। ସୂଚନା ଅନୁସାରେ ଗତକାଲି
Read More...