ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
Browsing Category

ଘଟଣା ଓ ଦୁର୍ଘଟଣା

ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

ଭବାନୀପାଟଣା: ସରସ୍ୱତୀ ପୂଜାବେଳେ ସ୍କୁଲରେ ମହୁମାଝୀ ଆକ୍ରମଣରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ। ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ ମାନଙ୍କୁ ମହୁ ମାଛି ଆକ୍ରମଣ କରି ଥିଲା।ଆଜି ବସନ୍ତ
Read More...

୨୦୦ ଫୁଟ ତଳକୁ ଖସିଲା ବସ୍‌; ୭ ମୃତ

ନାସିକ: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ୧୫ଜଣ ଗୁରୁତର ଆହତ
Read More...

ଶବ ନେଇ ଫେରିବା ବାଟରେ ପାଲଟି ଗଲେ ଶବ

ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ ଭାରଶ୍ୟାମ ହରାଇ ଟ୍ରଲରକୁ ଧକ୍କା ଦେବାରୁ ଆମ୍ଵୁଲାନ୍ସ ଏହି ଅଘଟଣ ଘଟିଛି। ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ
Read More...

ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଭୁବନେଶ୍ବର: ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ। ପୋପରଙ୍ଗା ସରକାରୀ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ସାହୁଙ୍କୁ ନିଲମ୍ବନ କଲେ ବିଇଓ। ସେହିପରି କ୍ଲାସ୍ ଟିଚରଙ୍କୁ ବଦଳି କରାଯାଇଛି। ଗତ ସୋମବାର ଜଣେ ୪ର୍ଥ ଶ୍ରେଣୀ
Read More...

ମହାକୁମ୍ଭ ମେଳାରେ ଦଳାଚକଟା

ଉତ୍ତରପ୍ରଦେଶ: ମହାକୁମ୍ଭ ମେଳାରେ ମହା ଅଘଟଣ। ଅମାବାସ୍ୟାରେ ଅମୃତ ସ୍ନାନ ପରିବର୍ତ୍ତେ ଶ୍ମଶାନ ପାଲଟିଲା ଠିକଣା। ମହାକୁମ୍ଭ ମେଳାରେ ଦଳାଚକଟା କାରଣରୁ ବହୁ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଅନେକ ଆହତ ଚିକିତ୍ସାଧୀନ ଅଛନ୍ତି। ଆହତମାନଙ୍କ ମଧ୍ୟରୁ ଅନେକଙ୍କ ସ୍ବାସ୍ଥ୍ୟାବସ୍ଥା
Read More...

ଲଡୁ ମହୋତ୍ସବ ବେଳେ ମଞ୍ଚ ଭୁଶୁଡ଼ି ୭ ଭକ୍ତ ମୃତ୍ୟୁ, ୭୫ ଆହତ

ଉତ୍ତରପ୍ରଦେଶ: ଉତ୍ତର ପ୍ରଦେଶର ବାଗପତ ଜିଲାରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଚାଲିଥିବା ଭଗବାନ ଆଦିନାଥଙ୍କ ନିର୍ବାଣ ଲଡୁ ମହୋତ୍ସବରେ ଷ୍ଟେଜ ଭୁଶୁଡ଼ି ୭ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୭୫ଜଣ ଭକ୍ତ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ ଏହି ମର୍ମନ୍ତୁଦ
Read More...

ପୋଲିସ ଇନଫର୍ମର୍ ସନ୍ଦେହରେ ଯୁବକଙ୍କୁ ହାଣିଲେ ମାଓବାଦୀ

ଛତିଶଗଡ଼: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ବର୍ବରକାଣ୍ଡ ଭିଆଇଛନ୍ତି। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ ବିଜାପୁରର ଭୈରବମଡ଼ ଥାନା କେଶମୁଣ୍ଡା ଗାଁରେ ମାଓବାଦୀ
Read More...

ଭୀମକୁଣ୍ଡକୁ ଭୋଜି କରିବାକୁ ଆସି ଭାସିଗଲେ ଯୁବକ

କେନ୍ଦୁଝର: ଭୋଜି କରିବା ହେଲା କାଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟବାଲି ଯୋଡ଼ିସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡକୁ ଭୋଜି କରିବାକୁ ଆସି ସାନକୁଣ୍ଡ ଉପରେ ଥିବା ଗଭୀର ଗଣ୍ଡରେ ରବିବାର ଅପରାହ୍ନରେ ଭାସି ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ
Read More...

ଓଏସଆରଟିସି ବସ୍ ଦୁର୍ଘଟଣା: ୨ ମୃତ, ୧୦ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଳାଲେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ଖମାର ଅଞ୍ଚଳରେ ଓଏସଆରଟିସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୦ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ
Read More...

ପ୍ୟାରେଡକୁ ଯିବା ବେଳେ ଭ୍ୟାନ ଓଲଟି ସ୍କୁଲ ଛାତ୍ର ମୃତ, ୨୩ ଆହତ

କଟକ: ସରଣ୍ଡା ଜୋନସ୍ତରୀୟ ସାଧାରଣତନ୍ତ୍ର ଦିବସର ପ୍ୟାରେଡରେ ଭାଗ ନେବା ପାଇଁ କଟକ ଜିଲ୍ଲା ମାଳବିହାରୀପୁର ହାଇସ୍କୁଲର ଛାତ୍ରଛାତ୍ରୀ ଯାଉଥିଲେ। ହେଲେ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବା ପୂର୍ବରୁ ପିକଅପ୍ ଭ୍ୟାନ୍ ପରେଡ ପଡିଆକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବାଙ୍କୀ ଥାନା ସରଣ୍ଡା
Read More...