ପ୍ରମୁଖ ଖବର

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ନକଲି ସାକ୍ଷାତକାର ବେଳେ ୩ ଗିରଫ
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟର, ୮ ନକ୍ସଲ ନିପାତ
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା
Browsing Category

ଘଟଣା ଓ ଦୁର୍ଘଟଣା

କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅପରାଧୀକୁ ଏନକାଉଣ୍ଟର

ସମ୍ବଲପୁର: ବୁର୍ଲା ପୋଲିସ ଦ୍ବାରା ପେଶାଦାର ଅପରାଧୀକୁ ଏନକାଉଣ୍ଟର। ପୋଲିସକୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅପରାଧୀ କମଲୁ ପ୍ରଧାନକୁ ଏନକାଉଣ୍ଟର କରିଛି ପୋଲିସ। କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର। ସମ୍ବଲପୁର ଜିଲ୍ଲାର କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ
Read More...

ଏୟାର ପ୍ରେସର ଟାଙ୍କି ଫାଟି ଗ୍ୟାରେଜ ମାଲିକଙ୍କ ମୃତ୍ୟୁ

ଟ୍ରକ ଚକାରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଖୋର୍ଦ୍ଧ : ଗାଡ଼ିରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି। ଆଉ ଘଟଣାସ୍ଥଳରେ ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି। ଖୋର୍ଦ୍ଧା ସଦର ଥାନା ଦଳେଇପୁଟ
Read More...

କ୍ରେନରୁ ଭାଙ୍ଗିଲା ଓଜନିଆ ବୁମ୍ ଗ୍ରାଫ୍, ଅପରେଟର ଗୁରୁତର

ପାରାଦୀପ: ପାରାଦୀପ ବନ୍ଦରର ଏମପିବି ବର୍ଥରେ ଅଘଟଣ। ବର୍ଥ ଉପରେ ଥାଇ ଲୋଡିଂ କରୁଥିବା ଏକ ସୋର୍ କ୍ରେନ୍ ଅଧାରୁ ଛିଡି ପଡିଛି। ଫଳରେ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘ଏମଭି ଆମସୀ
Read More...

ପାର୍କିଂକୁ ନେଇ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଲେ ୨ ଯୁବକ

ମଧୁପାଟଣା: ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ମଧୁପାଟଣା ଥାନା ଲିଙ୍କରୋଡ୍‌ ଅଞ୍ଚଳରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ଆହତ
Read More...

ଭୟାବହ ଅଗ୍ନିକାଣ୍ଡରେ ଜୀବନ୍ତ ଜଳିଗଲା ପୁରା ପରିବାର

ମୁମ୍ବାଇ: ମୁମ୍ବାଇର ଚେମ୍ବୁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ପୂରା ପରିବାର। ଚେମ୍ବୁରର ସିଦ୍ଧାର୍ଥ କଲୋନୀରେ ଥିବା ଏକ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ପରିବାରର ୭ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ନେଇ ସୂଚନା ମିଳିଛି । ସମସ୍ତେ ଶୋଇଥିବା ବେଳେ
Read More...

ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ମୁମ୍ବାଇ: ମୁମ୍ବାଇର ଭିୱାନ୍ଦି ତାଲୁକ ନିକଟରେ ଥିବା ଏକ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ନିଆଁଲାଗି ପୋଡିଜଳି ପାଉଁଶ ହୋଇଯାଇଛି ବହୁ ମୂଲ୍ୟବାନ ସାମଗ୍ରୀ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ
Read More...

ଖସିଲା ବରଯାତ୍ରୀ ବସ୍, ୩୦ ମୃତ

୨୦୦ ଫୁଟ୍ ଖାଇକୁ ଖସିଲା ବରଯାତ୍ରୀ ବସ୍ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଶନିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ପୌଡୀ ଜିଲ୍ଲାର ଏକ ଗଭୀର ଖାଇକୁ ଖସିପଡିଛି। ଏହି ଦୁର୍ଘଟଣାରେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ବିବାହ ପାଇଁ
Read More...

ୟୁପି ସଡକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ, ଆହତଙ୍କୁ ୫୦ ହଜାର

ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀମିର୍ଜାପୁର: ଉତ୍ତରପ୍ରଦେଶର ମିର୍ଜାପୁରରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍‌ରେ ଏହି ଦୁର୍ଘଟଣା ଘଟିଛି।
Read More...

ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା , ୧୦ ମୃତ

ମୀର୍ଜାପୁର: ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜଣଙ୍କ ଜୀବନ। ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ
Read More...

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର

ମୁଜାଫରପୁର: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ହେଲିକପ୍ଟରଟି ବନ୍ୟା ପାଣିକୁ ଖସିପଡ଼ିଛି। ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ ଯାଉଥିବାବେଳେ ହେଲିକପ୍ଟରଟି ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁର ଠାରେ ଦୁର୍ଘଟଣାଗ୍ରସ୍ତ
Read More...